No Result
View All Result
୨୪ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ରତ୍ନଭଣ୍ଡାର ନିଶ୍ଚିତ ଖୋଲା ଯିବ । ଏନେଇ ଅ।ଜି ସୂଚନା ଦେଇଛନ୍ତି ଓଡ଼ିଶାର ଅ।ଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି, ଖୁବ୍ ଶୀଘ୍ର ରତ୍ନଭଣ୍ଡାର ଖୋଲାଯାଇ ଗଣତି ଓ ମଣତି କରାଯିବ । ଏଥିପାଇଁ ଯାହା ପ୍ରକ୍ରିୟା ରହିଛି ତାହା କରାଯାଉଛି । ନିର୍ଦ୍ଦିଷ୍ଟ ତାରିଖ ଓ ଗାଇଡ୍ଲାଇନ୍ ବିଭାଗ ପକ୍ଷରୁ ଜଣାଇ ଦିଅ। ଯିବ । ଖୁବ ଶୀଘ୍ର ରତ୍ନ ଭଣ୍ଡାର ଖୋଲିବା ନିଷ୍ପତ୍ତି ନିଅ।ଯିବ ଓ ରତ୍ନ ଅଳଙ୍କାର ଗଣତି କରାଯିବ ।
ଅ।ଜି ଲୋକସେବା ଭବନରେ ଦାୟିତ୍ୱ ଗ୍ରହଣ କରିଛନ୍ତି ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏହି ଅବସରରେ ସେ ଏଭଳି ସୂଚନା ଦେଇଛନ୍ତି । ଅଗଷ୍ଟ ପ୍ରଥମ ସପ୍ତାହରେ ଭୁବନେଶ୍ୱର କୋର୍ଟ କମ୍ପେ୍ଲକ୍ସ ଉଦଘାଟନ କରିବା ପାଇଁ ପଦକ୍ଷେପ ନିଅ । ଯାଇଛି ବୋଲି ବି ଅ।ଇନ ମନ୍ତ୍ରୀ କହିଛନ୍ତି । ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଅ । ହୁରି କହିଛନ୍ତି, ଅ।ଇନ୍, ପୂର୍ତ୍ତ ଓ ଅବକାରୀ ଭଳି ତିନୋଟି ବିଭାଗ କିଭଳି ରାଜ୍ୟବାସୀଙ୍କ ସେବାରେ ଲାଗି ପାରିବ ତାହା ହିଁ ମୋର ପ୍ରାଥମିକତା ।
୧୦୦ ଦିନିଆ, ବର୍ଷିକିଆ, ଓ ୫ ବର୍ଷିଅ । ପାଇଁ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରାଯାଉଛି । ଭୁବନେଶ୍ୱର କୋର୍ଟ କମ୍ପେ୍ଲକ୍ସ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଅ।ଜି ଅପରାହ୍ଣରେ ପୂର୍ତ୍ତ ବିଭାଗର ଅଧିକାରୀଙ୍କ ସହ ସମୀକ୍ଷା କରିବି । ଅଗଷ୍ଟ ପ୍ରଥମ ସପ୍ତାହରେ ଭୁବନେଶ୍ୱର କୋର୍ଟ କମ୍ପେ୍ଲକ୍ସ ଉଦଘାଟନ କରିବା ପାଇଁ ପଦକ୍ଷେପ ନିଅ।ଯାଇଛି । ଭୁବନେଶ୍ୱରର ଅ।ଇନଜୀବୀମାନେ ତମ୍ଭୁ ତଳେ ବସିଥିବା ଦେଖି ଖରାପ ଲାଗୁଛିୟ ତେଣୁ ତୁରନ୍ତ କାମ ଶେଷ ପାଇଁ ବିଭାଗ ପଦକ୍ଷେପ ନେଇଛି ।

No Result
View All Result