• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶୈକ୍ଷିକ ସଂଯୋଜିକାଙ୍କ ବିଦ୍ୟାଳୟ ପରିଦର୍ଶନ

Proprietor Abhimanyu Maharana by Proprietor Abhimanyu Maharana
June 26, 2024
in ଓଡ଼ିଶା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଶୈକ୍ଷିକ ସଂଯୋଜିକାଙ୍କ ବିଦ୍ୟାଳୟ ପରିଦର୍ଶନ
Share on FacebookShare on TwitterWhatsapp

୨୫ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବୋଲଗଡ଼ :-> ବୋଲଗଡ଼ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ସଂପୁରସ୍ଥିତ ଚତୁର୍ଭୁଜ ସରକାରୀ ଉଚ୍ଚ ବିଦ୍ୟାଳୟକୁ ମଙ୍ଗଳବାର ଦିନ ଖୋର୍ଦ୍ଧା ଜିଲ୍ଲା ପ୍ରକଳ୍ପ କାର୍ଯ୍ୟାଳୟର ଶୈକ୍ଷିକ ସଂଯୋଜିକା ରାଜଶ୍ରୀ ପଟ୍ଟନାୟକ ଏବଂ ବୋଲଗଡ଼ ମଣ୍ଡଳ ସଂଯୋଜକ କୈଳାସ ନାଥ ସ୍ବାଇଁ ପରିଦର୍ଶନରେ ଆସିଥିଲେ ।ବିଦ୍ୟାଳୟ ନିରାପତ୍ତା ସପ୍ତାହ ପାଳନ କିପରି ପାଳିତ ହେଲା ବୋଲି ଶ୍ରୀମତୀ ପଟ୍ଟନାୟକ ପ୍ରଶ୍ନ କରିବାରେ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ସ୍ବାଇଁ ମତବ୍ୟକ୍ତ କରିଥିଲେ ଅନୁଯାୟୀ ଶିକ୍ଷକ ବିଭୂପ୍ରସାଦ ମହାପାତ୍ରଙ୍କ ତତ୍ତ୍ଵବଧାନରେ ସମସ୍ତ କାର୍ଯ୍ୟ ସମାପିତ ହୋଇଛି ।

ତାପରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଡକାଇ ବିଦ୍ୟାଳୟ ପରାମର୍ଶ କମିଟିର ସଭ୍ୟ ଅଂଶୁମାନ ଧଳ ଓ ସଭ୍ୟା ଶ୍ରୋତାଲିନୀ ସାହୁଙ୍କୁ ଉକ୍ତ ସପ୍ତାହ ପାଳନରେ ହୋଇଥିବା କାର୍ଯ୍ୟରେ କେଉଁ ଶିକ୍ଷକ ଓ ଶିକ୍ଷୟିତ୍ରୀ କିପରି ସହଯୋଗ କରିଥିଲେ ପଚାରିବାରେ ସେମାନେ କହିଥିଲେ ପ୍ରଧାନ ଶିକ୍ଷକ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହ ମାର୍ଗଦର୍ଶିକା ସମ୍ପର୍କରେ ବିଷଦ ଭାବରେ ଆଲୋଚନା କରିଥିଲେ ଏବଂ ଏଥିପାଇଁ ଆସିଥିବା ସରକାରୀ ଅନୁଦାନର ବିନିଯୋଗ ସମ୍ବନ୍ଧରେ ଅବଗତ କରିଥିଲେ ! ଛାତ୍ରମାନଙ୍କୁ ଶିକ୍ଷକ ବିଚିତ୍ର ଘଡ଼େଇ, ବିଶ୍ୱଜିତ ସରୋଜ କୁମାର ଓ ଶିକ୍ଷୟିତ୍ରୀ ସ୍ମିତାସିନ୍ଧୁ ମହାପାତ୍ର, ଛାତ୍ରୀମାନଙ୍କୁ ସ୍ଵର୍ଣ୍ଣଲତା ପ୍ରଧାନ, ଦିପ୍ତୀରଞ୍ଜନ ଦାସ ବିଦ୍ୟାଳୟ ନିରାପତ୍ତା ସମ୍ପର୍କରେ ତାଲିମ ପ୍ରଦାନ କରିଥିଲେ !

ସୌଦାମିନୀ ସୁବୁଦ୍ଧି ଓ ନମିତା ସାହୁଙ୍କ ତତ୍ଵାବଧାନରେ ଶ୍ରମିକମାନଙ୍କ ଦ୍ୱାରା ବିଦ୍ୟା୍ଳୟ ହତାସଫା କରାଯାଇଥିଲା । ବରିଷ୍ଠ ଶିକ୍ଷୟିତ୍ରୀଙ୍କ ଉପସ୍ଥିତିରେ ମିସ୍ତ୍ରୀ ଛାତ ଓ କାନ୍ଥରେ ଥିବା ଫାଟଗୁଡିକୁ ମରାମତି କରାଯାଇଥିଲା ।ଏହା ଶୁଣିସମ୍ପୃକ୍ତ ରେଜିଷ୍ଟର ତଦାରଖ କରି ସେ ଖୁସି ବ୍ୟକ୍ତ କରିଥିଲେ । ତାପରେ ଶ୍ରୀମତୀ ପଟ୍ଟନାୟକ ସହଶୈକ୍ଷିକ ପିରିୟଡ଼ରେ ପ୍ରାକୃତିକ ଵିପର୍ଯ୍ୟାୟ ପରିଚାଳନା ସମ୍ପର୍କରେ ସମସ୍ତ ବିଦ୍ୟାର୍ଥୀଙ୍କୁ ସଚେତନ କରିବା ଏବଂ ଏଫ. ଏଲ.ଏନ କର୍ଣ୍ଣର ପ୍ରସ୍ତୁତ କରି ବାର୍ଷିକ କ୍ୟା୍ଲେଣ୍ଡରକୁ ଭିତିକରି ପ୍ରଥମ, ଦ୍ଵିତୀୟ ଓ ତୃତୀୟ ଶ୍ରେଣୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବାକୁ ପରାମର୍ଶ ଦେଇଥିଲେ ।ମଣ୍ଡଳ ସଂଯୋଜକ ଶ୍ରୀ ସ୍ବାଇଁ ବିଦ୍ୟାଳୟ ଉନ୍ନତି ନିମନ୍ତେ ବିଭିନ୍ନ ଯୋଜନା ପ୍ରସ୍ତୁତ କରିବାକୁ ପ୍ରସ୍ତାବ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରାବଣ ତୃତୀୟ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼ : ସମଗ୍ର ଶୈବ ପୀଠ ଚଳ ଚଞ୍ଚଳ

ଶ୍ରାବଣ ତୃତୀୟ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼ : ସମଗ୍ର ଶୈବ ପୀଠ ଚଳ ଚଞ୍ଚଳ

August 21, 2026
ଚାନ୍ଦପୁର, ବେଆଇନ ଖଣି ଖନ ନ ପୁଲିସ ଓ ମାଫିଆମାନଙ୍କ ମଧୁଚନ୍ଦ୍ରିକା

ଚାନ୍ଦପୁର, ବେଆଇନ ଖଣି ଖନ ନ ପୁଲିସ ଓ ମାଫିଆମାନଙ୍କ ମଧୁଚନ୍ଦ୍ରିକା

August 21, 2026
ତଦନ୍ତ ନକରି ଗୁଜବକୁ ବିଶ୍ବାସ କରି ପ୍ରତିକ୍ରିୟା ରଖିବା ଚାନ୍ଦପୁର ଥାନା ଅଧିକାରୀଙ୍କ ଚର୍ଚ୍ଚା ଜୋର ଧରିଛି

ତଦନ୍ତ ନକରି ଗୁଜବକୁ ବିଶ୍ବାସ କରି ପ୍ରତିକ୍ରିୟା ରଖିବା ଚାନ୍ଦପୁର ଥାନା ଅଧିକାରୀଙ୍କ ଚର୍ଚ୍ଚା ଜୋର ଧରିଛି

August 21, 2026
ପାରଳାଖେମୁଣ୍ଡି ଠାରେ ବରିଷ୍ଠ ନାଗରିକ ମଞ୍ଚର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

ପାରଳାଖେମୁଣ୍ଡି ଠାରେ ବରିଷ୍ଠ ନାଗରିକ ମଞ୍ଚର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

August 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରାବଣ ତୃତୀୟ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼ : ସମଗ୍ର ଶୈବ ପୀଠ ଚଳ ଚଞ୍ଚଳ

ଶ୍ରାବଣ ତୃତୀୟ ସୋମବାରରେ ଜଳାଭିଷେକ ପାଇଁ କାଉଡ଼ିଆଙ୍କ ପ୍ରବଳ ଭିଡ଼ : ସମଗ୍ର ଶୈବ ପୀଠ ଚଳ ଚଞ୍ଚଳ

August 21, 2026
ଚାନ୍ଦପୁର, ବେଆଇନ ଖଣି ଖନ ନ ପୁଲିସ ଓ ମାଫିଆମାନଙ୍କ ମଧୁଚନ୍ଦ୍ରିକା

ଚାନ୍ଦପୁର, ବେଆଇନ ଖଣି ଖନ ନ ପୁଲିସ ଓ ମାଫିଆମାନଙ୍କ ମଧୁଚନ୍ଦ୍ରିକା

August 21, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version