• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିରୋଧୀ ଦଳ ଉପ ନେତା ଙ୍କ ସମଲେଶ୍ୱରୀ ଦର୍ଶନ, ଓଡିଶାର ବିକାଶ, ପ୍ରଗତି, ଆମର ପ୍ରଥମ ଧେୟ – ପ୍ରସନ୍ନ ଆଚାର୍ଯ୍ୟ

Proprietor Abhimanyu Maharana by Proprietor Abhimanyu Maharana
June 26, 2024
in ଓଡ଼ିଶା, ସମ୍ବଲପୁର, ହୋମ୍
0
ବିରୋଧୀ ଦଳ ଉପ ନେତା ଙ୍କ ସମଲେଶ୍ୱରୀ ଦର୍ଶନ, ଓଡିଶାର ବିକାଶ, ପ୍ରଗତି, ଆମର ପ୍ରଥମ ଧେୟ – ପ୍ରସନ୍ନ ଆଚାର୍ଯ୍ୟ
Share on FacebookShare on TwitterWhatsapp

୨୫ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ସମ୍ବଲପୁର :->  ବିରୋଧୀ ଦଳ ଉପନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ସ ପ୍ରଥମ କରି ସମ୍ବଲପୁର ଗସ୍ତ କରିବା ଅବସରରେ ଆଜି ମା’ ସମଲେଶ୍ୱରୀ ଙ୍କ ଦର୍ଶନ କରିଛନ୍ତି I ସନ୍ଧ୍ୟା ରେ ଶ୍ରୀ ଆଚାର୍ଯ୍ୟ ଇଷ୍ଟଦେବୀ ମାଁ ସମଲେଶ୍ୱରୀ ଙ୍କ ମନ୍ଦିର କୁ ଯାଇ ପୂଜାର୍ଚନା ଓ ପ୍ରାର୍ଥନା କରିବା ସହିତ ମା’ ପାଟମେଶ୍ବରୀ ଙ୍କ ଦର୍ଶନ କରିଥିଲେ । ଓଡିଶା ର ବିକାଶ ଓ ପ୍ରଗତୀ ପାଇଁ ମା’ ସମଲେଶ୍ୱରୀ ଙ୍କ ଠାରେ ପ୍ରାର୍ଥନା କଲି I ବିଗତ ୨୪ ବର୍ଷ ଧରି ଆମେ ନବୀନ ପଟ୍ଟନାୟକ ଙ୍କ ନେତୃତ୍ୱ ରେ ପ୍ରତ୍ୟେକ ପଥ କୁ ଅନ୍ୱେଷଣ କରି କାଯ୍ୟ କରିଛୁ I ଓଡିଶା ବିଧାନସଭା ଇତିହାସରେ ବିଜେଡି ଶକ୍ତିଶାଳୀ ବିରୋଧୀ ଦଳ ଭାବେ ଉଭା ହୋଇଛି I

ଓଡିଶାର ବିକାଶ, ପ୍ରଗତି ତଥା ରାଜ୍ୟ ର ସ୍ୱାର୍ଥ ହେଉଛି ଆମର ପ୍ରଥମ ଧେୟ ବୋଲି ଶ୍ରୀ ଆଚାର୍ଯ୍ୟ ପ୍ରକାଶ କରିଛନ୍ତି I ଵିଜୁ ଯୁବ ଜନତା ଦଳ ର ରାଜ୍ୟ ସାଧାରଣ ସମ୍ପାଦକ ହୀରାଲାଲ ବେହେରା ଏବଂ ବିଜୁ ଯୁବ ଜନତା ଦଳ ରାଜ୍ୟ ସମ୍ପାଦକ ମନୋଜ ମହାପାତ୍ର ଙ୍କ ନେତୃତ୍ୱ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପୂର୍ବତନ ରାଜ୍ୟସଭା ସାଂସଦ ସୁଶ୍ରୀ ପ୍ରମିଳା ବହିଦାର, ରାଜ୍ୟ ସାଧାରଣ ସମ୍ପାଦକ ସିଦ୍ଧାର୍ଥ ଦାସ, ସମଲେଶ୍ୱରୀ ଟ୍ରଷ୍ଟ ବୋର୍ଡ ସଭାପତି ସଞ୍ଜୟ ବାବୁ,ପ୍ରଫୁଲ୍ଲ ହୋତା, ଜ଼ିଲ୍ଲା ପରିଷଦ ଉପ ସଭାପତି ମାଧବ ମିର୍ଧା, ଜ଼ିଲ୍ଲା ପରିଷଦ ସଦସ୍ୟ କବିତା ସାହୁ,
ବିଜୁ ଯୁବ ଜନତା ପୂର୍ବତନ ଜ଼ିଲ୍ଲା ସଭାପତି ଖରାଂଶୁ ଶେଖର ଦେବ, ବିଜୟ ସ୍ୱାଇଁ, ପୂର୍ବତନ ବ୍ଲକ ସଭାପତି ଭକ୍ତ ଦାସ, ସୁଶାନ୍ତ ମହାପାତ୍ର, ପ୍ରଶାନ୍ତ ଥାପା, ଶିବ ପ୍ରସାଦ ରାୟଗୁରୁ,

ବାହାମ ସମିତି ସଭ୍ୟ ପ୍ରଫୁଲ୍ଲ ମଗର, ଲିପିଣ୍ଡା ପଞ୍ଚାୟତ ସରପଞ୍ଚ ପ୍ରଫୁଲ୍ଲ ମିର୍ଦ୍ଧା, ଡ଼ଙ୍ଗରପଡା ସରପଞ୍ଚ ଆୟୁଷ କାନ୍ତ ବଡ଼ପଣ୍ଡା, ରାମସାଗର ସାହୁ, ମେଘପାଳ ସରପଞ୍ଚ ମମତା ପ୍ରଧାନ, ଯୁଯୋମୁରା ବ୍ଲକ ବିଜେଡି ସଭାପତି ବିନୋଦ ବଡ଼ପଣ୍ଡା, ବରିଷ୍ଠ ବିଜେଡି ନେତା ଗୋକୁଳ ମେହେର, ଏମ ଡି ସନାଉଲ୍ଲା, ଏମଡି ଅଜିମ ଅଜୁ, ରାଜ କୁମାର ସାହୁ, ହୁମା ସରପଞ୍ଚ ଇଳାବତୀ ପୂଜାରୀ, ଧମା ସରପଞ୍ଚ ଲଳିତା ପ୍ରଧାନ, ଦେଓଗାଁ ସରପଞ୍ଚ ସରସ୍ବତୀ ରାଉତ, ସାହାସପୁର ସରପଞ୍ଚ ଦିବାକର ବିଶ୍ୱାଳ, ବତେମୁରା ସରପଞ୍ଚ ଅନ୍ତରାମ ପାଣ୍ଡେ, ବତେମୁରା ସମିତି ସଭ୍ୟ ଶ୍ରୀରାମ ମହାପାତ୍ର, ସୁବାସ ପାଣିଗ୍ରାହୀ, ଗୋବିନ୍ଦ ପଟ୍ଟନାୟକ, ଦେବବ୍ରତ ବିଶ୍ୱାଳ, ଚିତ ରଞ୍ଜନ ବାଗ, ମଣ୍ଟୁ ଦନ୍ତ, ପ୍ରକାଶ ବାଗ, ହରେକୃଷ୍ଣ ପ୍ରଧାନ, ପ୍ରଦୀପ ଦୀପ ପ୍ରମୁଖ ଶତାଧିକ ବିଜେଡି କର୍ମକର୍ତ୍ତା ତଥା କର୍ମୀ ଉପସ୍ଥିତ ଥିଲେ I

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଲ୍ୟାଣପୁର ଆଦିବାସୀ ବସ୍ତିରେ ହୋଲି ଉତ୍ସବ ଅନୁଷ୍ଠିତ

କଲ୍ୟାଣପୁର ଆଦିବାସୀ ବସ୍ତିରେ ହୋଲି ଉତ୍ସବ ଅନୁଷ୍ଠିତ

March 7, 2026
ମେଗା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

ମେଗା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

March 7, 2026
ମାଇଁ ଭାରତ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ନେଇ ସାମ୍ବାଦିକ ସମ୍ମିଳନୀ

ମାଇଁ ଭାରତ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ନେଇ ସାମ୍ବାଦିକ ସମ୍ମିଳନୀ

March 7, 2026
ମେଧାବୀ ତଥା ଗରିବ ଛାତ୍ର ଧନଞ୍ଜୟ ବୋନ ମେରୋ ମାରାତ୍ମକ ରୋଗରେ ଆକ୍ରାନ୍ତ, ଚିକିତ୍ସା ପାଇଁ ୫୦ ଲକ୍ଷ ଟଙ୍କା ସାହାର୍ଯ୍ୟ ନିବେଦନ

ମେଧାବୀ ତଥା ଗରିବ ଛାତ୍ର ଧନଞ୍ଜୟ ବୋନ ମେରୋ ମାରାତ୍ମକ ରୋଗରେ ଆକ୍ରାନ୍ତ, ଚିକିତ୍ସା ପାଇଁ ୫୦ ଲକ୍ଷ ଟଙ୍କା ସାହାର୍ଯ୍ୟ ନିବେଦନ

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଲ୍ୟାଣପୁର ଆଦିବାସୀ ବସ୍ତିରେ ହୋଲି ଉତ୍ସବ ଅନୁଷ୍ଠିତ

କଲ୍ୟାଣପୁର ଆଦିବାସୀ ବସ୍ତିରେ ହୋଲି ଉତ୍ସବ ଅନୁଷ୍ଠିତ

March 7, 2026
ମେଗା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

ମେଗା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର

March 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version