• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭବାନୀପାଟଣା ଠାରେ ଆନ୍ତର୍ଜାତିକ ନିଶାଦ୍ରବ୍ୟ ବ୍ୟବହାର ଏବଂ ଅବୈଧ କାରବାର ନିରୋଧ ଦିବସ ପାଳନ

Proprietor Abhimanyu Maharana by Proprietor Abhimanyu Maharana
June 26, 2024
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ଭବାନୀପାଟଣା ଠାରେ ଆନ୍ତର୍ଜାତିକ ନିଶାଦ୍ରବ୍ୟ ବ୍ୟବହାର ଏବଂ ଅବୈଧ କାରବାର ନିରୋଧ ଦିବସ ପାଳନ
Share on FacebookShare on TwitterWhatsapp

୨୫ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଳାହାଣ୍ଡି :-> କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦର ମହକୁମାରେ ଆନ୍ତର୍ଜାତିକ ନିଶାଦ୍ରବ୍ୟ ବ୍ୟବହାର ଏଵଂ ଅବୈଧ ଚୋରାଚାଲାଣ ନିରୋଧ ଦିବସ -୨୦୨୪ ଉପଳକ୍ଷେ ଏକ କର୍ମଶାଳା ସ୍ଥାନୀୟ ଟାଉନହଲ୍ ଠାରେ ପାଳିତ ହୋଇଯାଇଛି। ଏଥିରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ଜିଲ୍ଲା ଅବକାରୀ ବିଭାଗ, ଜିଲ୍ଲା ଶିକ୍ଷା ବିଭାଗ ତଥା ଅନ୍ୟାନ୍ୟ ବିଭାଗ ର କର୍ମକର୍ତ୍ତା ତଥା ବିଭିନ୍ନ ଶିକ୍ଷା ଅନୁଷ୍ଠାନ ରୁ ଛାତ୍ର ଛାତ୍ରୀ ତଥା ଶିକ୍ଷକ ଅଂଶଗ୍ରହଣ କରିଥିଲେ। ଉତ୍ସବର ପ୍ରାରମ୍ଭରେ ବିଭିନ୍ନ ବିଭାଗର କର୍ମକର୍ତ୍ତା, ପ୍ରଜାପିତା ବ୍ରହ୍ମ କୁମାରୀର ସଭ୍ୟା ତଥା ସ୍କୁଲ କଲେଜର ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ଏକ ଶୋଭାଯାତ୍ରାକୁ ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡି ପତାକା ଦେଖାଇ ଶୁଭାରମ୍ଭ କରିଥଲେ।

ଶୋଭାଯାତ୍ରା ଜିଲ୍ଲାପାଳ କାର୍ଯ୍ୟାଳୟ ଠାରୁ ଆରମ୍ଭ କରି ଟାଉନ୍ ହଲ ଠାରେ ପହଞ୍ଚି ଥିଲା। ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ଚନ୍ଦନ କୁମାର ବାରିକଙ୍କ ପୌରହିତ୍ୟ ରେ ଆୟୋଜିତ ହୋଇଥିବା ଜିଲ୍ଲା ସ୍ତରୀୟ କର୍ମଶାଳାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତନ୍ମୟ କୁମାର ଦରୱାନ୍ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ଭବାନୀପାଟଣା ବିଶ୍ଵବିଦ୍ୟାଳୟର ପ୍ରଧ୍ୟାପିକା ପଲ୍ଲୀଶ୍ରୀ ପଟ୍ଟନାୟକ ମୁଖ୍ୟବକ୍ତା ଭାବରେ ଯୋଗ ଦେଇଥିଲେ। ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ମନୋଜ କୁମାର ବେହେରା, ସହକାରୀ ଜିଲ୍ଲାପାଳ ଶ୍ରୀ ଅମର ପରାସେଠ, ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଦୁଷ୍ମନ୍ତ ଶେଖର ପାଢ଼ୀ , ଅବକାରୀ ଇନ୍ସପେକ୍ଟର ହେମକାନ୍ତ ସୁନା ଓ ପ୍ରଜାପିତା ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟର ସଂଚାଲିକା ଶଶୀ ଦେବୀ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।

ସଚେତନତା ଦ୍ଵାରା ହିଁ ନିଶା ଦ୍ରବ୍ୟ ବ୍ୟବହାର ଏଵଂ ଅବୈଧ ଚୋରାଚାଲାଣ ରୋକାଯାଇପାରିବ ବୋଲି ମତ ପ୍ରକାଶ ପାଇଥିଲା। କାର୍ଯ୍ୟକ୍ରମର ପୂର୍ବରୁ ଅନୁଷ୍ଠିତ ହୋଇଯାଇଥିବା ହାଇସ୍କୁଲ ଓ କଲେଜ ସ୍ତର ପ୍ରବନ୍ଧ , ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିବା ବେଳେ ନିଶା ଦ୍ରବ୍ୟ ସେବନରୁ ସମ୍ପୂର୍ଣ୍ଣ ମୁକ୍ତି ପାଇଥିବା ୪ ଜଣ ଆଶିଷ ମହାନ୍ତି,ପ୍ରଶାନ୍ତ ସେଠି, ଲହଦର ବିଭାର, ସୈରେନ୍ଦ୍ର ମାଝୀଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ମାନପତ୍ର ଓ ଉପଢ଼ୌକନ ପ୍ରଦାନ କରାଯାଇଥିଲା। କୁନି କୁନି କଳାକାର ମାନଙ୍କ ଦ୍ବାରା ପରିବେଷଣ କରାଯାଇଥିବା ସାଂସ୍କୃତିକ ନୃତ୍ୟ ଦର୍ଶକ ମାନଙ୍କ ମନକୁ ମୋହିତ କରିଥିଲା।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ

ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ

June 16, 2026
Gurugram hosts Raja Mahotsava with Grandeur 

ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ 

June 16, 2026
Gurugram hosts Raja Mahotsava with Grandeur 

Gurugram hosts Raja Mahotsava with Grandeur 

June 16, 2026
କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

କନ୍ଧମାଳ ଜିଲ୍ଲା ରେ ହାଇୱା ଆସୋସିଏସନ୍ ଗଠିତ : ସଭାପତି ଦେବେନ୍ଦ୍ର ଓ ସମ୍ପାଦକ ଅନୁରାଗ ମନୋନୀତ

June 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ

ତିନିରଥରେ ସେଟିଙ୍ଗ କାର୍ଯ୍ୟ ଶେଷ

June 16, 2026
Gurugram hosts Raja Mahotsava with Grandeur 

ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ 

June 16, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version