• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବନ୍ଦେ ଉତ୍କଳ ମହାସଂଘ ପକ୍ଷରୁ କୋଣାର୍କ କଳା ମହୋତ୍ସବର ପ୍ରସ୍ତୁତ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
June 26, 2024
in ଓଡ଼ିଶା, କଟକ, ମହାନଗର, ହୋମ୍
0
ବନ୍ଦେ ଉତ୍କଳ ମହାସଂଘ ପକ୍ଷରୁ କୋଣାର୍କ କଳା ମହୋତ୍ସବର ପ୍ରସ୍ତୁତ ବୈଠକ
Share on FacebookShare on TwitterWhatsapp

୨୬ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ବନ୍ଦେ ଉତ୍କଳ ଲୋକକଳା ଓ ଲୋକ ସଂସ୍କୃତି ମହାସଂଘ ପକ୍ଷରୁ ଅଧକ୍ଷ୍ ବିଜୟ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଭୁବନେଶ୍ୱର ମାଷ୍ଟର କ୍ୟଣ୍ଟିନି ଛକସ୍ଥିତ ଏକ ସାମ୍ୱାଦିକ ସଙ୍ଗଠନ ପ୍ରକୋଷ୍ଠ ରେ ରାଜ୍ୟ ସ୍ତରୀୟ କୋଣାର୍କ କଳା ମହୋତ୍ସବ ଲାଗି ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଅଛି । ଆୟୋଜିତ ବୈଠକରେ ଆସନ୍ତା ଜୁଲାଇ ମାସ ୨୮ତାରିଖରେ କୋଣାର୍କ କଳା ମହୋତ୍ସବ ୨୦୨୪ ଅନୁଷ୍ଠିତ ହେବ ବୋଲି ମହାସଂଘ ପକ୍ଷରୁ ସ୍ତିର କରାଯାଇଅଛି। ଏହି ବୈଠକରେ କଳାକାର ଭତା ଉପରେ ଆଲୋଚନା କରାଯାଇ ଆଗାମୀ ଦିନରେ ମୋହାସଂଘ ସରକାରଙ୍କ ପାଖରେ ୧ଲକ୍ଷ କଳାକାରଙ୍କୁ କଳାକାର ସହାୟତା ଏବଂ ଭତା ବାବଦରେ ୫ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରିବା ପାଇଁ ଦାବୀ କରାଯାଇଅଛି,। ସେ ନେଇ ଆଗାମୀ ଦିନରେ ସଂଘ ପକ୍ଷରୁ ସରକାରଙ୍କ ପାଖରେ ଦାବୀ ଉପସ୍ଥାପନ କରିବ ବୋଲି ନିଷ୍ପତି ନିଆଯାଇଛି ।

୨୦୨୪ର ଏହା ହେଉଛି ଶେଷ ଉତ୍ସଵ, ସଂଘ ପକ୍ଷରୁ ପ୍ରତି ୪ ମାସର ଥରେ ପ୍ରତି କଳାର ବିଭିନ୍ନ ଦିଗ ଉପରେ ସେମିନାର କରାଯିବ ଏବଂ ଆସନ୍ତା ୨୦୨୫ ଲାଗି ଦିଲ୍ଲୀ ଉତ୍ସଵ ପାଇଁ ମହାସଂଘ ପ୍ରସ୍ତୁତି ଆରମ୍ଭ କରିଛି ,ଏଥି ପାଇଁ ବଛା ବଛା ୧୦୦ଜଣ ବରିଷ୍ଠ ଓ ବିଶିଷ୍ଟ କଳାକାରଙ୍କୁ ସମ୍ମାନୀତ କରାଯିବା ପାଇଁ ସ୍ଥିର କରାଯାଇଛି।
ସଂଘର କର୍ମ କର୍ତ୍ତାମାନଙ୍କୁ ଦକ୍ଷତା ଭିତ୍ତିରେ ଚୟନ କରି ସଂଘ ଦିଲ୍ଲୀ ପଠାଇବ। ଗୋଲ୍ଡେନ ଇଣ୍ଡିଆ ଦ୍ଵାରା ପରିଚାଳିତ କାର୍ଯ୍ୟକ୍ରମ ଏବଂ ବନ୍ଦେ ଉତ୍କଳ ଲୋକକଳା ଓ ଲୋକ ସଂସ୍କୃତି ମହାସଂଘର ମିଳିତ ସହଯୋଗରେ ଏହା ଅନୁଷ୍ଠିତ ହେବ । ଏହି ମହାସଙ୍ଗର ପ୍ରସ୍ତୁତି ବୈଠକରେ ସଂଘର ସଭାପତି ବିଜୟ କୁମାର ମିଶ୍ର, ସଂପାଦକ ବିନୋଦ କୁମାର ଭୋଇ, କାର୍ଯ୍ୟକାରୀ ସଭାପତି ନନ୍ଦ କିଶୋର ସାହୁ, ପରିଚାଳନ। ସଂପାଦକ ଦେବେନ୍ଦ୍ରନାଥ ସେନାପତି, ସଙ୍ଗଠନ ସଂପାଦକ ମୀନକେତନ ପ୍ରଧାନ, ଉପସଭାପତି ଅମିଲ ପୁଟେଲ,

ପ୍ରସନ୍ନ ପାତ୍ର, ସାଂସ୍କୃତିକ ସଂପାଦକ ଯୋଛନାରାଣୀ ନାୟକ, ରାଜ୍ୟ ସଂଯୋଜକ ଚନ୍ଦ୍ର ଶେଖର ସାମଲ, ଉନ୍ନୟନ ସଂପାଦକ ବିଜନ ମହାନ୍ତି, ନିର୍ଦ୍ଦେଶକ ସଞ୍ଜୟ ପାତ୍ର, ସହ- ନିର୍ଦ୍ଦେଶକ ବସୁଦେବ ପଧାନ, କାର୍ଯ୍ୟକାରୀ କମିଟିର ସଦସ୍ୟ ବିଧୁଭୂଷଣ ନାୟକ, ନିକୁଞ୍ଜ ବିହାରୀ କାପା, ଜିଲା ସଂଯୋଜକ ରାଘବ ଚନ୍ଦ୍ର ବେହେରା, ଜିଲ୍ଲା ସଭାପତି ବିବେକାନନ୍ଦ ବେଉରା, ଜଗନ୍ନାଥ ଷଡଙ୍ଗୀ, ସୋର୍ଣ ଲତା ଦଳାଇ, ସସ୍ମିତା ପ୍ରଧାନ, ସସ୍ମିତା ସାମନ୍ତରାୟ, ଗେଲି ବାରିକ, ନାଟ୍ୟକାର ଦେବରାଜ ରାଉତ, ଦିନବନ୍ଧୁ ଭଟ, ଧନୁର୍ଦ୍ଧର ହନ୍ତାଳ, ସମେତ ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଶତାଧିକ କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ। ଆଗାମୀ ଜୁଲାଇ ମାସ ୨୮ତାରିଖରେ ହେବାକୁ ଥିବା ରାଜ୍ୟ ସ୍ତରୀୟ କୋଣାର୍କ କଳା ମହୋତ୍ସବରେ ଆଦିବାସୀ ନୃତ୍ୟ, ସମ୍ବଲପୁରୀ ଡାଲଖାଇ, କରମା ଝୁମର, ଓଡିଶୀ ନୃତ୍ୟ, ଛଉ ନୃତ୍ୟ, ଦାସ କାଠିଆ, ଘୋଡ଼ା ନାଚ, ନାଟକ ଧରମା ଆଦି ବିଭିନ୍ନ ଲୋକ କଳାକୁ କାର୍ଯ୍ୟ କ୍ରମରେ ସାମିଲ କରିବା ପାଇଁ ନିଷ୍ପତି ନିଆଯାଇଛି। ରାଜ୍ୟ ସମ୍ବର୍ଦ୍ଧନାରେ କୋଣାର୍କ ଜାତୀୟ ସମ୍ମାନ, କୋଣାର୍କ ସେବା ସମ୍ମାନ, କୋଣାର୍କ କଳିଙ୍ଗ ରତ୍ନ ସମ୍ମାନ, କଳିଙ୍ଗ କଳା ସମ୍ମାନ ବରିଷ୍ଠ ଓ ବିଶିଷ୍ଟ କଳାକାରଙ୍କୁ ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଶେଷରେ ଉପସ୍ଥିତ ଅତିଥିଙ୍କୁ ଧନ୍ୟବାଦ୍ ଦେଇ ବୈଠକ ସଭାସାଙ୍ଗ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version