• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀ ପ୍ରସିଦ୍ଧ ରଥଯାତ୍ରା ର ଦ୍ବିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
June 26, 2024
in ଓଡ଼ିଶା, ପୁରୀ, ହୋମ୍
0
ପୁରୀ ପ୍ରସିଦ୍ଧ ରଥଯାତ୍ରା ର ଦ୍ବିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ
Share on FacebookShare on TwitterWhatsapp

ମହାପ୍ରଭୁଙ୍କ ମହତ୍ତ୍ଵ ଓ ମହିମା ଅଧିକ ପ୍ରସାରିତ କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ରଥଯାତ୍ରା ରେ ଓଡ଼ିଆ ଅସ୍ମିତାର ହେବ ପ୍ରତଫଳିତ

୨୬ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ  :-> ମହାପ୍ରଭୁ ବିଶ୍ୱ ନିୟନ୍ତା।ତାଙ୍କ ରଥଯାତ୍ରା ଅନନ୍ୟ ଓ ବିଶ୍ୱ ପ୍ରସିଦ୍ଧ।ମହାପ୍ରଭୁଙ୍କ ମହିମା ଓ ମହତ୍ତ୍ଵ କୁ ଅଧିକ ପ୍ରସାରିତ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି ବୋଲି କହିଛନ୍ତି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଚଳିତ ରଥଯାତ୍ରା ର ଦ୍ବିତୀୟ ସମନ୍ୱୟ ବୈଠକ ଆଜି ପୂର୍ବାହ୍ନରେ ଟାଉନ ହଲ ପରିସରରେ ଅନୁଷ୍ଠିତ ହୋଇଥିଲା। ଏଥିରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଅଧ୍ୟକ୍ଷତା କରିବା ସହ ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା କୁ ଶାନ୍ତି ଶୃଙ୍ଖଳା ର ସହ ସମ୍ପର୍ଣ୍ଣ କରିବାକୁ ସମସ୍ତ ଙ୍କ ସହଯୋଗ କାମନା କରିଥିଲେ।ରଥଯାତ୍ରା ଏକ ସାମୁହିକ କାର୍ଯ୍ୟ।ପାରସ୍ପରିକ ସହଯୋଗର ସହ ପ୍ରତ୍ୟେକ ବିଭାଗ ଉତ୍ତରଦାୟୀ ଏବଂ ସମର୍ପିତ ଭାବେ କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଥିଲେ।ଚଳିତ ରଥଯାତ୍ରା ରେ ବିଭିନ୍ନ କାର୍ଯ୍ୟକ୍ରମ ଯଥା ମହାପ୍ରଭୁଙ୍କ ପ୍ରଦର୍ଶନୀ ଓ ଅନ୍ୟାନ୍ୟ କାର୍ଯ୍ୟ ରେ ଓଡ଼ିଆ ଅସ୍ମିତାର ପ୍ରତିଫଳନ କରିବାକୁ ସେ ପରାମର୍ଶ ଦେଇଥିଲେ।ପୁରୀ ରେ ରଥଯାତ୍ରା ସମୟ ସ୍ୱାସ୍ଥ୍ୟ ବିଭାଗକୁ ଅଧିକ ସକ୍ରିୟ କରିବାକୁ ଜଣେ ଯୁଗ୍ମ ନିର୍ଦ୍ଦେଶକ ସ୍ତରର ଅଧିକାରୀ ନିୟୋଜିତ ହେବେ ।

ସେହିପରି ପୌରପାଳିକା ପାଇଁ ଜଣେ ଅତିରିକ୍ତ ସଚିବ ଙ୍କ ସ୍ତରର ଅଧିକାରୀ କାର୍ଯ୍ୟ ଅନୁଧ୍ୟାନ କରିବେ।ରଥଯାତ୍ରା ସମୟରେ ଅଂଶୁଘାତର ମୁକାବିଲା ପାଇଁ ୧୦୦ ବେଡର ବ୍ୟବସ୍ଥା କରିବାକୁ ମନ୍ତ୍ରୀ ପରାମର୍ଶ ଦେଇଥିଲେ।କାର୍ଯ୍ୟକ୍ରମ ରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡା ମୁକେଶ ମହାଲିଙ୍ଗ,ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା କୃଷ୍ଣ ଚନ୍ଦ୍ର ମହାପାତ୍ର,ଇସ୍ପାତ, ଗ୍ରାମ୍ୟ ଉନ୍ନୟନ,ପଞ୍ଚାୟତରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ,ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର,ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା,କ୍ରିଡା ଓ ଯୁବ ସେବା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୂରଜ,ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆ,କାକଟପୁର ବିଧାୟକ ତୁଷାର କାନ୍ତି ବେହେରା, ପୁରୀ ବିଧାୟକ ସୁନିଲ କୁମାର ମହାନ୍ତି,ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର, ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ର,ଜିଲ୍ଲା ପରିଷଦ ଅଧ୍ୟକ୍ଷା ସ୍ୱପ୍ନାରାଣୀ ସ୍ୱାଇଁ ପ୍ରମୁଖ ଯୋଗ ଦେଇଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଉନ୍ନୟନ କମିଶନର ଅନୁ ଗର୍ଗ,ଅତିରିକ୍ତ ମୁଖ୍ୟ ଶାସନ ସଚିବ ଗୃହ ନିର୍ମାଣ ଓ ନଗର ଉନ୍ନୟନ ଜି ମାଥିଭାଥନନ, ମାନସ ରଞ୍ଜନ ବାରିକ, ଆଡିସିନାଲ ଡିଜି ସଞ୍ଜୟ କୁମାର,ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବି ବି ଯାଦବ,ପରିବହନ କମିଶନର ଅମିତାଭ ଠାକୁର,ଆରଡିସି ସନ୍ଥ ଗୋପାଳନ, ଓରମାସ ମୁଖ୍ୟ କାର୍ଯ୍ୟ ନିର୍ବାହୀ ପୁନମ ଗୁହା ତାପସ,ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ, ସଂସ୍କୃତି ନିର୍ଦ୍ଦେଶକ ଦିଲ୍ଲୀପ କୁମାର ରାଉତରାୟ, ଦେବୋତ୍ତର କମିଶନର ଲଲାଟେନ୍ଦୁ ଜେନା,ଏସ ପି ପିନାକ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ।

ପ୍ରତି ବର୍ଷ ରଥଯାତ୍ରା ନିମନ୍ତେ ରଥକାଠ ଯୋଗାଣ, ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ରଥକପଡା ସଂଗ୍ରହ, ନୀତି ସଂପାଦନ, ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ,ପାର୍କିଂ ସ୍ଥଳ,ଶାନ୍ତି ଶୃଙ୍ଖଳା ରକ୍ଷା, ଟ୍ରେନ ଚଳାଚଳ ବ୍ୟବସ୍ଥା, ରଥଯାତ୍ରା ର ସିଧାସଳଖ ପ୍ରସାରଣ ବ୍ୟବସ୍ଥା,ଯାତ୍ରୀ ସୁବିଧା ପାଇଁ ଅସ୍ଥାୟୀ ସୂଚନା କେନ୍ଦ୍ର ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ୱେଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧ ରେ ବିସ୍ତୃତ ଆଲୋଚନା ହେବା ସହ ସମ୍ପୃକ୍ତ ବିଭାଗ ମାନେ କାର୍ଯ୍ୟ ତ୍ୱରାନ୍ୱିତ କରିଛନ୍ତି ବୋଲି ସୂଚନା ଦେଇଥିଲେ।ପ୍ରାରମ୍ଭରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ସମସ୍ତଙ୍କୁ ସ୍ୱାଗତ କରିବା ସହ ଆଗାମୀ ରଥଯାତ୍ରାକୁ ସମସ୍ତ ଙ୍କ ସହଯୋଗ ରେ ଶୃଙ୍ଖଳିତ ଭାବେ ସମାପନ କରିବାକୁ ଅନୁରୋଧ କରିଥିଲେ। ସୂଚନା ଓ ଲୋକ ସମ୍ପର୍କ ନିର୍ଦ୍ଦେଶକ ସରୋଜ କୁମାର ସାମଲ ଧନ୍ୟବାଦ ଅର୍ପଣ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ,ସେବାୟତ, ବିଶିଷ୍ଟ ବ୍ୟକ୍ତି, ଗଣମାଧ୍ୟମ ପ୍ରତିନିଧିମାନେ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

June 25, 2026
ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

June 25, 2026
ରାୟଗଡ ବ୍ଲକରେ ରାଜ୍ୟ ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶର ଧାରା ଓଡିଶା ସାରା”ଆଡମ୍ବର ସହ ପାଳନ

ରାୟଗଡ ବ୍ଲକରେ ରାଜ୍ୟ ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶର ଧାରା ଓଡିଶା ସାରା”ଆଡମ୍ବର ସହ ପାଳନ

June 25, 2026
ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

ବିକଶିତ ଓଡ଼ିଶା ,ବିକଶିତ ଭାରତ ରାଜ୍ୟ ସରକାରଙ୍କ ଦୁଇ ବର୍ଷର ସଫଳତା; ଓଡ଼ିଶା ଓ ଜିଲ୍ଲା ରେ ଚାଲିଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାର ପ୍ରଗତି ଉପରେ ବିଭିନ୍ନ ପ୍ରତିନିଧି ମାନଙ୍କ ସହିତ ଆଲୋଚନା

June 25, 2026
ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

ଆର୍ନ୍ତଜାତୀୟ ନିଶା ଅପବ୍ୟବହାର ଓ ଅବୈଧ କାରବାର ବିରୋଧଦିବସ-୨୦୨୬ ସଚେତନତା ପଦ ଯାତ୍ରା ସହ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version