• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତିନି ରଥର ପ୍ରଥମ ଭୂଇଁ ରେ କଇଞ୍ଚି ପଡ଼ିବା ସହ ଦ୍ୱିତୀୟ ଭୂଇଁ ଉଭୟ ପାର୍ଶ୍ଵରେ ଅନ୍ଧାରୀ ତାଗ ବାଡିଆ ଯାଇ ଅଗ ଭୂଇଁ ବା ତୃତୀୟ ଭୂଇଁ ରେ କଇଞ୍ଚି ସହ ଅନ୍ଧାରୀ ତାଗ ବାଡିଆ ଶେଷ

Proprietor Abhimanyu Maharana by Proprietor Abhimanyu Maharana
June 27, 2024
in ଓଡ଼ିଶା, ପୁରୀ, ହୋମ୍
0
ତିନି ରଥର ପ୍ରଥମ ଭୂଇଁ ରେ କଇଞ୍ଚି ପଡ଼ିବା ସହ ଦ୍ୱିତୀୟ ଭୂଇଁ ଉଭୟ ପାର୍ଶ୍ଵରେ ଅନ୍ଧାରୀ ତାଗ ବାଡିଆ ଯାଇ ଅଗ ଭୂଇଁ ବା ତୃତୀୟ ଭୂଇଁ ରେ କଇଞ୍ଚି ସହ ଅନ୍ଧାରୀ ତାଗ ବାଡିଆ ଶେଷ
Share on FacebookShare on TwitterWhatsapp

୨୬ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ  :-> ଆଜି ସକାଳ ଘ.୮.୦୦ ଟିକା ସମୟରେ ରଥ ନିର୍ମାଣକାରୀ ସେବକ ମାନେ ରଥଖଳା ଠାରେ ଉପସ୍ଥିତ ପୂର୍ବକ ଉପସ୍ଥାନ ଦେଇ ମୁଖ୍ୟ ମହାରଣାଙ୍କ ମାର୍ଗ ଦର୍ଶନରେ ନିର୍ମାଣ କାର୍ଯ୍ୟ ଆରମ୍ଭ କରିଥିଲେ।

ରଥ ନିର୍ମାଣ ଅଗ୍ରଗତି

(ଗତକାଲି ତିନି ରଥର ମୂଳ କଇଞ୍ଚି ଚାରି ନାହାକା ଭିତର ପାର୍ଶ୍ଵ ଉଭୟ ପଟରେ ପଡ଼ିବା ସହ ତିନି ରଥକୁ ବଡଧରା ପୋଟଳ ଉଠିଥିଲା…)

ତିନି ଭୂଇଁ ରେ ପଡ଼ିଲା କଇଞ୍ଚି ଓ ଅନ୍ଧାରୀ ତାଗ

ଆଜି ତିନିରଥ ମହାରଣା ସେବକ ଏବଂ ଭୋଇ ସେବକ ମାନଙ୍କ ମିଳିତ ସହଯୋଗରେ ତିନି ରଥର ପ୍ରଥମ ଭୂଇଁ ରେ କଇଞ୍ଚି ପଡ଼ିବା ସହ ଦ୍ୱିତୀୟ ଭୂଇଁ ଉଭୟ ପାର୍ଶ୍ଵରେ ଅନ୍ଧାରୀ ତାଗ ବାଡିଆ ଯାଇ ଅଗ ଭୂଇଁ ବା ତୃତୀୟ ଭୂଇଁ ରେ କଇଞ୍ଚି ସହ ଅନ୍ଧାରୀ ତାଗ ବାଡିଆ ଶେଷ ହୋଇଛି।

( ଭୂଇଁ ଫ୍ରେମ ଗୁଡ଼ିକୁ ମଜବୁତ ପାଇଁ ଭୂଇଁ ପ୍ରେମ ର ଉଭୟ ପାର୍ଶ୍ୱରେ କଇଞ୍ଚି ସଦୃଶ କ୍ରସ କରି କାଠ ବଟନ ବାଡିଆ ଯାଇଥାଏ, ସେହିପରି ମଝି ଭୂଇଁ ଏବଂ ଅଗ ଭୂଇଁରେ ଉଭୟ ପଟରେ ଦୁଇଟି ୧୬ ଫୁଟିଆ ଫାଳୀ ବଟନ କାଠ ବା ଅନ୍ଧାରୀ ତାଗ ଭୂଇଁ ପ୍ରେମ ଗୁଡ଼ିକର ସୁରକ୍ଷା ଦୃଷ୍ଟିରୁ ବାନ୍ଧେଣୀ ପଡ଼ିଥାଏ)

*ଏଥି ସହ ଆଜି ତିନି ରଥ ବେଦୀ ଚାରି ପାର୍ଶ୍ୱ ରେ ତାଗ ବା ବଟନ ବାଡିଆ ଶେଷ ହେବା ପରେ ତିନି ରଥ ପଛପାର୍ଶ୍ଵ ରେ ପାରୁସ ପଟା ପଡ଼ିବା ଶେଷ ହୋଇଛି।

*ଏଥିସହ ଆଜି ତିନି ରଥର ଦୁଆର ବେଢ଼ା ପାଇଁ ୪ଟି ଲେଖାଏଁ ଚନ୍ଦ୍ରଶାଳୀ ନିର୍ମାଣ ଶେଷ ହୋଇ ରଥ ମାନଙ୍କରେ ସାଇତା ଯାଇଛି।

*ତିନି ରଥର ଚାରପରିଛା ରଥ ସମ୍ମୁଖ ଭାଗ ଦଣ୍ଡା ମୁହାଁଟି ଉପର ଭାଗ ସାଲଗୁଜ ଫିଟିଙ୍ଗ କରାଯାଇଛି।(ଏହି ଚାରପରିଛା ଘୋଡ଼ା ସେଟିଙ୍ଗା ସହ ଚାର ବନ୍ଧା କାର୍ଯ୍ୟ ରେ ସହାୟକ ହୋଇଥାଏ)

*ତିନି ରଥର ପାରଭାଡ଼ି ସହ ପୋଟଳ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଁଚିଛି।

*ତିନି ରଥର ରୂପକାର ସେବକ ମାନେ ନାଟ ଗୋଡ଼ରେ ରୂପ ଖୋଦେଇ ସହ ତିନି ରଥର ପଟା ଗୁଜରେ ସିଂହ ବିରାଳ, ଗଜ ବିରାଳ,ନର ବିରାଳ ରୂପ ଖୋଦେଇ ଜାରୀ ରଖିଛନ୍ତି।

*ଚିତ୍ର କାର ସେବକ ମାନେ ରଥ ପାର୍ଶ୍ଵ ଦେବ ଦେବୀ ମାନଙ୍କ ମୂର୍ତ୍ତିରେ ରଙ୍ଗ କାର୍ଯ୍ୟ ସହ ରଥ ବାହ୍ୟ ଅଂଶ କୋଣ ଗୁଜ ,ପଟାଗୁଜ ରେ ଧଳା ପ୍ରାଇମର ଦେବା ପରେ ରୂପ ଗୁଡିକରେ ରଙ୍ଗ କାର୍ଯ୍ୟ ଜାରୀ ରଖିଛନ୍ତି।

*ଦରଜୀ ସେବକ ମାନେ ତିନି ରଥର କନା କଟିଙ୍ଗ ପରେ ବତା କନାରେ ବିଳାସ ପଟି ସହ ଲେସ ପକା କାର୍ଯ୍ୟ ଜାରୀ ରହିଛି।

ତା୨୬.୬.୨୦୨୪,ବୁଧବାର ରଥଖଳା :-

ରଥ ନିର୍ମାଣ କାର୍ଯ୍ୟ ୪୭ ତମ ଦିବସ ରଥ ନିର୍ମାଣକାରୀଙ୍କ ଉପସ୍ଥାନ *ତିନି ରଥ ମହାରଣା ସେବକ – ୭୮ *ତିନି ରଥ ଭୋଇ ସେବକ – ୭୭ *ତିନି ରଥ କରତୀ ସେବକ – ୪ *ତିନି ରଥ କମାର ସେବକ – ୧୭ *ତିନି ରଥ ରୂପକାର ସେବକ – ୨୧ *ତିନି ରଥ ଚିତ୍ରକାର ସେବକ – ୩୦ *ତୁମ୍ବ ବିନ୍ଧ କାରିଗର – ୨ *ପାହି ମହାରଣା – ୨ *ରଥଖଳା ସହାୟକ(ପାଣିବାଲା) ୧ ମୋଟ – ୨୩୨ ଜଣ

Dt.26.06.2024 , HUNDI COLLECTION
CASH:₹81,753/-
Gold Ornaments:- 0gm 120mg
Silver Ornaments :- 16 gm 000 mg

 (ଦେବୀ ପ୍ରସନ୍ନ ଗାଙ୍ଗୁଲି, ଫଟୋ ସାମ୍ବାଦିକ, ପୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

June 25, 2026
ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

June 25, 2026
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

June 25, 2026
ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

June 25, 2026
ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version