• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚିଲିକା ବ୍ଲକ୍‌ର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

Proprietor Abhimanyu Maharana by Proprietor Abhimanyu Maharana
June 28, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ଚିଲିକା ବ୍ଲକ୍‌ର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
Share on FacebookShare on TwitterWhatsapp

 ତୃଣମୂଳ ସ୍ତର ପର୍ଯ୍ୟନ୍ତ ସରକାରୀ ସେବା ପ୍ରଦାନ କରିବାରେ ବ୍ଲକ୍‌ର ଭୂମିକା ଗୁରୁତ୍ୱପୂର୍ଣ୍ଣ

 ବିକାଶ କାର୍ଯ୍ୟକୁ ଅଧିକ ତ୍ୱରାନ୍ୱିତ କରିବାକୁ ଅଧିକାରୀମାନଙ୍କୁ ଦେଲେ ପରାମର୍ଶ

୨୭ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଏ ସରକାର ଲୋକଙ୍କ ସରକାର । ସାଧାରଣ ଲୋକଙ୍କୁ ଉପଯୁକ୍ତ ସେବା ପ୍ରଦାନ ଆମ ସରକାରଙ୍କ ମୁଖ୍ୟ ଉଦ୍ଦେଶ୍ୟ । ତେବେ ରାଜ୍ୟର ସାମଗି୍ରକ ବିକାଶ ପାଇଁ ପ୍ରସ୍ତୁତ ସବୁଯୋଜନା ବ୍ଲକ୍‌ ସ୍ତରରୁ ଆରମ୍ଭ ହେବା ଉଚିତ ବୋଲି ଆଇନ, ପୂର୍ତ୍ତ, ଅବକାରୀ ବିଭାଗ ମାନ୍ୟବର ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଚିଲିକା ବ୍ଲକ୍‌ ସମ୍ମିଳନୀ କକ୍ଷରେ ଆୟୋଜିତ ପ୍ରଥମ ସମୀକ୍ଷା ବୈଠକରେ ଯୋଗଦେଇ ମତବ୍ୟକ୍ତ କରିଛନ୍ତି । ଚିଲିକା ବ୍ଲକ୍‌ର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ନେଇ ଆଜି ଆୟୋଜିତ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିବା ସହ ମନ୍ତ୍ରୀ ଶ୍ରୀ ହରିଚନ୍ଦନ କହିଲେ ଯେ ବ୍ଲକ୍‌ ହେଉଛି ଏପରି ସ୍ଥାନ ଯେଉଁଠି ପ୍ରତ୍ୟେକ ଲୋକ ସରକାରୀ ସୁବିଧା ଓ ନ୍ୟାୟ ପାଇପାରିବେ ।

ତେଣୁ ଏଠାରେ କାର୍ଯ୍ୟରତ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ବେଶ୍‌ ଗୁରୁଦାୟିତ୍ୱ ରହିଛି । ତେଣୁ ଅଧିକାରୀ ଓ କର୍ମଚାରୀମାନେ ସେବାମନୋଭାବ ନେଇ ଦାୟିତ୍ୱ ନିର୍ବାହ କରନ୍ତୁ ବୋଲି ମନ୍ତ୍ରୀ ତାଙ୍କ ବକ୍ତବ୍ୟରେ କହିଛନ୍ତି ା ସମସ୍ତ ବିକାଶମୂଳକ କାର୍ଯ୍ୟ, ଜନକଲ୍ୟାଣକାରୀ ଯୋଜନା, ବିଭିନ୍ନ ସରକାରୀ ଯୋଜନା ଓ କାର୍ଯ୍ୟକ୍ରମକୁ ପ୍ରାଧାନ୍ୟ ଦେବା ସହ ସାଧାରଣ ଲୋକଙ୍କ ମଙ୍ଗଳ ଉଦ୍ଦେଶ୍ୟରେ ନୂଆ ଯୋଜନା ଓ କାର୍ଯ୍ୟକ୍ରମ ପ୍ରଣୟନ ନେଇ ପ୍ରସ୍ତାବ ଦେବା ପାଇଁ ମଧ୍ୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି ।

ଏଥି ସହିତ ପ୍ରତି ତିନିମାସରେ ହେବାକୁ ଥିବା ସମୀକ୍ଷା ବୈଠକରେ କାର୍ଯ୍ୟକ୍ରମ ଏବଂ ଜାରି ରହିଥିବା ଯୋଜନାର ଅଗ୍ରଗତି ନେଇ ରିପୋର୍ଟ ପ୍ରଦାନ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ବ୍ଲକ୍‌ରେ ଥିବା ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଅଧିକ କ୍ରିୟାଶୀଳ କରିବା ପାଇଁ ମନ୍ତ୍ରୀ ସିଡିପିଓଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଆଜିର ବୈଠକରେ ବ୍ଲକ୍‌ ଅଧ୍ୟକ୍ଷା ଜ୍ୟୋତ୍ସ୍ନାମୟୀ ବେହେରା, ଉପାଧ୍ୟକ୍ଷ ଅରୁଣ କୁମାର ପଟ୍ଟନାୟକଙ୍କ ସମେତ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ବାଦଲ କୁମାର ମହାନ୍ତି, ବ୍ଲକ୍‌ ଉନ୍ନୟନ ଅଧିକାରୀ, ସ୍ଥାନୀୟ ତହସିଲଦାରଙ୍କ ସମେତ ସଂପୃକ୍ତ ସମସ୍ତ କ୍ଷେତ୍ର ଅଧିକାରୀ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

May 4, 2026
ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version