• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍କୁଲ୍ ପିଅନଙ୍କ ବିୟୋଗରେ ଶୋକସଭା

Proprietor Abhimanyu Maharana by Proprietor Abhimanyu Maharana
June 28, 2024
in ଓଡ଼ିଶା, ପୁରୀ, ହୋମ୍
0
ସ୍କୁଲ୍ ପିଅନଙ୍କ ବିୟୋଗରେ ଶୋକସଭା
Share on FacebookShare on TwitterWhatsapp

୨୮ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :->  କାତ୍ୟାୟନୀ ନୋଡାଲ ହାଇସ୍କୁଲର ଏକମାତ୍ର ପିଅନ ସୁକାନ୍ତ କୁମାର ଜେନ।ଙ୍କର ପରଲୋକ ଘଟିଛି । କିଛିଦିନ ତଳେ ତାଙଦେହ ଅସୁସ୍ଥ ଥିବାରୁ ତାଙ୍କୁ ମେଡ଼ିକାଲରେ ଗୁରୁତର ଅବସ୍ଥାରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡକ୍ଟର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ବୟସ ହୋଇଥିଲା।ତଙ୍କଘର ଚାଳିଶିବାଟିଆ ଗ୍ରାମରେ।ସେ ଜଣେ ସ୍ନେହି,ମେଳାପି ତଥା ପରୋପକାରୀ ମଣିଷ ଥିଲେ । ତାଙ୍କୁ ବହୁତ୍ ଭଲପାଉ ଥିଲେ ।

ପିଅନ ଭାବେ ୧୯୮୫ ମସିହାରେ ସେ ବିଦ୍ୟାଳୟରେ ଯୋଗ ଦେଇ ଥିଲେ । ତାଙ୍କ ମୃତ୍ୟୁରେ ଅଞ୍ଚଳରେ ଶୋକକର ଛାଇ ଖେଳଯାଇଛି । ଏକମାତ୍ର ପୁତ୍ର ଜୀବନ ଜ୍ୟୋତି (ସୋନୁ)ସ୍ଵର୍ଗଦ୍ଵାର ରେ ତାଙ୍କୁ ମୁଖଗ୍ନୀ ପ୍ରଦାନ କରିଥିଲେ। ସ୍ତ୍ରୀ ନିରୁପମା,ଝିଅ ପୂଜା ଓ ପରିବାର ସମୂହ ସେଠାରେ ଉପସ୍ଥିତ ରହି ଥିଲେ । ତଙ୍କବାୟୋଗରେ ବିଦ୍ୟାଳୟରେ ଏକ ଶୋକସଭା ଅନୁଷ୍ଠିତ ହୋଯାଇଅଛି |

ଏଥିରେ ପ୍ରଧାନ ଶିକ୍ଷୟତ୍ରୀ ପାଙ୍କଜିନି ମହାନ୍ତି,ସହ ଶିକ୍ଷୟତ୍ରୀ ସୁଲୋଚନା ମହାପାତ୍ର,ପରିଚାଳନା କମିଟି ସଭାପତି ଦେବରାଜ ସାହୁ ,ଗ୍ରାମ୍ୟ ସଭାପତି ଅପର୍ତି ପଳେଇ ,ପୁରାତନ ଛାତ୍ର ସଂସଦର ସଭାପତି ରାଜିଶୋର ସାହୁ ତଥା ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ର ଛାତ୍ରୀ ଉପସ୍ଥିତ ରହି ସ୍ମୃତି ଚାରଣ କରିଥିଲେ । ବର୍ତ୍ତମାନ ୫୦୦ ଛାତ୍ର ଛାତ୍ରୀ ବିଶିଷ୍ଟ ବିଦ୍ୟାଳୟରେ ପିଅନ ର ଅଭାବ ରହିଛି  l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

June 25, 2026
ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

June 25, 2026
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

June 25, 2026
ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

June 25, 2026
ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version