• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅନ୍ତର୍ଜାତୀୟ ଏମ୍‌ଏସ୍‌ଏମ୍‌ଇ ଦିବସର ଆକ୍ସିସ୍ ବ୍ୟାଙ୍କ ପକ୍ଷରୁ ଓଡ଼ିଶାର ୨୦୦ ଏମ୍‌ଏସ୍‌ଏମ୍‌ଇକୁ ସହଯୋଗ ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
June 29, 2024
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
ଅନ୍ତର୍ଜାତୀୟ ଏମ୍‌ଏସ୍‌ଏମ୍‌ଇ ଦିବସର ଆକ୍ସିସ୍ ବ୍ୟାଙ୍କ ପକ୍ଷରୁ ଓଡ଼ିଶାର ୨୦୦ ଏମ୍‌ଏସ୍‌ଏମ୍‌ଇକୁ ସହଯୋଗ ପ୍ରଦାନ
Share on FacebookShare on TwitterWhatsapp

୨୮ ଜୁନ୍,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :->  ଦେଶର ଅନ୍ୟତମ ବୃହତ ଘରୋଇ ବ୍ୟାଙ୍କ ଆକ୍ସିସ୍ ବ୍ୟାଙ୍କ ପକ୍ଷରୁ ଅନ୍ତର୍ଜାତୀୟ ଏମ୍‌ଏସଏମଇ ଦିବସରେ ଓଡ଼ିଶାର ୨୦୦ରୁ ଅଧିକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ)କୁ ସହଯୋଗ ପ୍ରଦାନ କରାଯାଇଛି । ଏହି ଦିବସକୁ ଆକ୍ସିସ୍ ବ୍ୟାଙ୍କର କଟକ, ବାଲେଶ୍ୱର, ଝାରସୁଗୁଡ଼ା ଓ ଭୁବନେଶ୍ୱର ଆଦି ଶାଖାରେ ପାଳନ କରାଯାଇଥିଲା । ଏହି ଅବସରରେ ଆକ୍ସିସ୍ ବ୍ୟାଙ୍କର ଆଂଚଳିକ ଶାଖା ବ୍ୟାଙ୍କିଙ୍ଗ ମୁଖ୍ୟ- ଶ୍ରୀ ସୌରଭ ଦତା ଓ ଭୁବନେଶ୍ୱର ସର୍କଲ୍‌-ପୂର୍ବ ୨, ମୁଖ୍ୟ ଶ୍ରୀ ବିପ୍ଳବୀ ପଟ୍ଟନାୟକ ଏମ୍‌ଏସ୍‌ଏମ୍‌ଇ ଗ୍ରାହକମାନଙ୍କୁ ପ୍ରଶଂସା ପତ୍ର ପ୍ରଦାନ କରିଥିଲେ ଏବଂ ନିଜ ନିଜ କ୍ଷେତ୍ର ଓ ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଏମ୍‌ଏସଏମଇର ଯୋଗଦାନକୁ ସ୍ୱୀକାର କରିଥିଲେ । କିଛି ଏମ୍‌ଏସଏମଇଙ୍କୁ ସେମାନଙ୍କ କାର୍ଯ୍ୟ ପରିସରରେ ରିଲେସନ୍‌ସିପ୍ ମ୍ୟାନେଜରମାନେ ସମ୍ବର୍ଦ୍ଧିତ କରିଥିଲେ ।

ଏହି ଅବସରକୁ ପାଳନ କରିବା ଲାଗି ଆକ୍ସିସ୍ ବ୍ୟାଙ୍କ ପକ୍ଷରୁ ଏମ୍‌ଏସ୍‌ଏମ୍‌ଇ ଲାଗି କେତେକ ସ୍ୱତନ୍ତ୍ର ଅଫର ଘୋଷଣା କରାଯାଇଥିଲା ଯେଉଁଥିରେ ଆର୍ଥିକ ସୁବିଧା ହିଛଇ ଯାହା ସେମାନଙ୍କୁ ଶୀଘ୍ର ଓ ସହଜରେ ପାଣ୍ଠି ହାସଲ କରିବାରେ ସକ୍ଷମ କରିବା ସହ ସେମାନଙ୍କ ଖର୍ଚ୍ଚ କମ୍ କରିବ । ସୁରକ୍ଷିତ କାର୍ଯ୍ୟକାରୀ ପୁଞ୍ଜି ଉତ୍ପାଦ ଲାଗି ପ୍ରୋସେସିଂ ଫି’ ଉପରେ ୫୦ ପ୍ରତିଶତ ରିହାତି ପୁରୁଣା ଏମ୍‌ଏସଏମ୍‌ଇ ଗ୍ରାହକମାନଙ୍କ ଲାଗି ପ୍ରାକ୍‌-ଯୋଗ୍ୟତା ଅଫର ଭାବେ ଘୋଷଣା କରାଯାଇଛି । କମ୍ ପ୍ରୋସେସିଂ ଫି ଓ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ସୁଧ ହାରରେ ଏମ୍‌ଏସଏମ୍‌ଇଗୁଡ଼ିକ ଲାଗି ଅସୁରକ୍ଷିତ ଇଏମ୍‌ଆଇ ଭିତିକ ଋଣ ଘୋଷଣା କରାଯାଇଛି । ଆକ୍ସିସ୍ ବ୍ୟାଙ୍କର ସଭାପତି ତଥା ଶାଖା ବ୍ୟାଙ୍କିଙ୍ଗ୍ ମୁଖ୍ୟ ଅର୍ନିକା ଦୀକ୍ଷିତ କହିଛନ୍ତି ଯେ, “ଆକ୍ସିସ୍ ବ୍ୟାଙ୍କ ଭାରତର ଅର୍ଥନୈତିକ ଦୃଶ୍ୟପଟରେ ଏମଏସଏମଇଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ସ୍ୱୀକାର କରି ସେମାନଙ୍କୁ ପ୍ରୋତ୍ସାହିତ ଏବଂ ସମର୍ଥନ କରିବା ପାଇଁ ସମର୍ପିତ ।

ଆମେ ବିଶ୍ୱାସ କରୁ ଯେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବାରେ ଏମଏସଏମଇ ବିଭାଗକୁ ଉନ୍ନତ ଡିଜିଟାଲ ବ୍ୟାଙ୍କିଙ୍ଗ ଉତ୍ପାଦ ଏବଂ ସେବାଗୁଡିକ ସହିତ ସଜ୍ଜିତ କରିବା  ଦରକାର, ଯାହା ଦ୍ୱାରା ସେମାନେ ଦକ୍ଷ ଏବଂ ଚଚଂଳ ରହିବେ । ଆମର ଏମଏସଏମଇ ଗ୍ରାହକମାନଙ୍କର ନିରବଚ୍ଛିନ୍ନ ଭାବନା ଏବଂ ଉପଲବ୍ଧିକୁ ପାଳନ ଏବଂ ସ୍ୱୀକୃତି ଦେବା ପାଇଁ ଆମେ ଗର୍ବ ଅନୁଭବ କରୁଛୁ । ଏକ ସମୃଦ୍ଧ ଏବଂ ଆତ୍ମନିର୍ଭରଶୀଳ ରାଷ୍ଟ୍ରରେ ଯୋଗଦାନ କରିବା ଦିଗରେ ଏମଏସଏମଇଗୁଡ଼ିକୁ ଆମେ ସମର୍ଥନ କରୁଥିବାରୁ ଆମର ଲକ୍ଷ୍ୟ “ବିକାଶିତ ଭାରତ’ଏବଂ “ମେକ୍ ଇନ୍ ଇଣ୍ଡିଆ’ ପଦକ୍ଷେପ ସହିତ ସମନ୍ୱିତ । ସମଗ୍ର ଭାରତରେ ଏମଏସଏମଇଗୁଡିକ କ୍ରମାଗତ ଭାବରେ ଅଭିନବତା ଏବଂ ଅନୁକୂଳତା ସହିତ ସୀମାକୁ ଆଗକୁ ବଢ଼ାଉଛନ୍ତି ଏବଂ ଆମେ ଏହି ଗତିଶୀଳ ଉଦ୍ୟୋଗୀମାନଙ୍କ ପାଇଁ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବା ଏବଂ ନୂତନ ମାର୍ଗର ଅଗ୍ରଣୀ କରିବାକୁ ପ୍ରତିଶ୍ରୁତିବଦ୍ଧ ।’’ ୨୦୨୪ ମାର୍ଚ୍ଚ ୩୧ ସୁଦ୍ଧା ଏମ୍‌ଏସଏମ୍‌ଇ ଋଣରେ ଆକ୍ସିସ୍ ବ୍ୟାଙ୍କର ବଜାର ଭାଗ ୮.୪ ପ୍ରତିଶତ ରହିଛି । ଆକ୍ସିସ୍ ବ୍ୟାଙ୍କର ଏସଏମଇ ଋଣ ବାର୍ଷିକ ୧୭% ଓ ତ୍ରୈମାସିକ ୫% ହାରରେ ବୃଦ୍ଧି ପାଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଟ୍ରାଇଡେଂଟ ଗୃପ ପକ୍ଷରୁ ତକ୍ଷଶିଳା – ୨୦୨୬ ନିଯୁକ୍ତି କାର୍ଯ୍ୟକ୍ରମ

ଟ୍ରାଇଡେଂଟ ଗୃପ ପକ୍ଷରୁ ତକ୍ଷଶିଳା – ୨୦୨୬ ନିଯୁକ୍ତି କାର୍ଯ୍ୟକ୍ରମ

May 5, 2026
ସମସ୍ତେ ମିଳିମିଶି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରି ଏକାମ୍ର ନିର୍ବାଚନ ମଣ୍ଡଳୀ ଓ ରାଜ୍ୟ କୁ ବିକଶିତ କରିବା ଅଭିମୁଖେ ଆଗେଇ ନେବାକୁ ଆମେ ସଂକଳ୍ପ ନେବା – ବାବୁ ସିଂ

ସମସ୍ତେ ମିଳିମିଶି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରି ଏକାମ୍ର ନିର୍ବାଚନ ମଣ୍ଡଳୀ ଓ ରାଜ୍ୟ କୁ ବିକଶିତ କରିବା ଅଭିମୁଖେ ଆଗେଇ ନେବାକୁ ଆମେ ସଂକଳ୍ପ ନେବା – ବାବୁ ସିଂ

May 5, 2026
ଜିଲ୍ଲାପାଳଙ୍କ ଦ୍ୱାରା ସମ୍ବର୍ଦ୍ଧିତ ଜିଲ୍ଲା ଟପ୍ପର

ଜିଲ୍ଲାପାଳଙ୍କ ଦ୍ୱାରା ସମ୍ବର୍ଦ୍ଧିତ ଜିଲ୍ଲା ଟପ୍ପର

May 5, 2026
ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଟ୍ରାଇଡେଂଟ ଗୃପ ପକ୍ଷରୁ ତକ୍ଷଶିଳା – ୨୦୨୬ ନିଯୁକ୍ତି କାର୍ଯ୍ୟକ୍ରମ

ଟ୍ରାଇଡେଂଟ ଗୃପ ପକ୍ଷରୁ ତକ୍ଷଶିଳା – ୨୦୨୬ ନିଯୁକ୍ତି କାର୍ଯ୍ୟକ୍ରମ

May 5, 2026
ସମସ୍ତେ ମିଳିମିଶି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରି ଏକାମ୍ର ନିର୍ବାଚନ ମଣ୍ଡଳୀ ଓ ରାଜ୍ୟ କୁ ବିକଶିତ କରିବା ଅଭିମୁଖେ ଆଗେଇ ନେବାକୁ ଆମେ ସଂକଳ୍ପ ନେବା – ବାବୁ ସିଂ

ସମସ୍ତେ ମିଳିମିଶି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରି ଏକାମ୍ର ନିର୍ବାଚନ ମଣ୍ଡଳୀ ଓ ରାଜ୍ୟ କୁ ବିକଶିତ କରିବା ଅଭିମୁଖେ ଆଗେଇ ନେବାକୁ ଆମେ ସଂକଳ୍ପ ନେବା – ବାବୁ ସିଂ

May 5, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version