• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୮ ଦିନ ମଧ୍ୟରେ ଦୁଇ ଥର କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଥିଲା : ୪୭ ବର୍ଷୀୟ ପୁଲିସ୍‌ ଇନସପେକ୍ଟର ମୃତ୍ୟୁ ଘଟିଛି ।

Proprietor Abhimanyu Maharana by Proprietor Abhimanyu Maharana
August 8, 2020
in Uncategorized, ଓଡ଼ିଶା, କରୋନା, ଦେଶ, ବିଶ୍ଵ, ହୋମ୍
0
୮ ଦିନ ମଧ୍ୟରେ ଦୁଇ ଥର କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଥିଲା : ୪୭ ବର୍ଷୀୟ ପୁଲିସ୍‌ ଇନସପେକ୍ଟର ମୃତ୍ୟୁ ଘଟିଛି ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୦୮ ଅଗଷ୍ଟ ଶନିବାର) ଲକ୍ଷ୍ନୌ :- ୮ ଦିନ ମଧ୍ୟରେ ଦୁଇ ଥର କରୋନା ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଥିଲା । ତେବେ ତୃତୀୟ ଥର ଟେଷ୍ଟ ବେଳେ କରୋନା ରିପୋର୍ଟ ପଜିଟିଭ ଆସିବାରୁ କିଛି ଦିନ ତଳେ ହସ୍ପିଟାଲ ଭର୍ତ୍ତି ହୋଇଥିବା ଉତ୍ତର ପ୍ରଦେଶର ଜଣେ ପୁଲିସ୍‌ ଇନସପେକ୍ଟର ବୁଧବାର ପ୍ରାଣ ହରାଇଛନ୍ତି ।

୪୭ ବର୍ଷୀୟ ଇନସପେକ୍ଟର ଇନ୍ଦରଜୀତ ସିଂହ ଭୌଦରିୟା ଉତ୍ତର ପ୍ରଦେଶରେ ଉନ୍ନାଓରେ ରହୁଥିଲେ । ସେ ୧୯୮୯ରେ ପ୍ରଥମେ କନଷ୍ଟେବଲ ଭାବେ ପୁଲିସ୍‌ ଚାକିରି ଆରମ୍ଭ କରିଥିଲେ । ୨୦୧୩ରେ ସେ ସବ ଇନସପେକ୍ଟର ଓ ମାତ୍ର ମାସକ ତଳେ ଇନସପେକ୍ଟର ରାଙ୍କକୁ ପଦୋନ୍ନତି ପାଇଥିଲେ । ଇନ୍ଦରଜୀତ ମୀରଟରେ ଥିବା ପୁଲିସ୍‌ ଟ୍ରେନିଂ ସ୍କୁଲରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଜୁଲାଇ ୨୩ରେ ଶାହଜାହନପୁର ଫେରିଥିଲେ । ତେବେ ତାଙ୍କର କଫ ଓ ଛିଙ୍କ ହେବାରୁ ସେ କରୋନା ଟେଷ୍ଟ କରିଥିଲେ । ଜୁଲାଇ ୨୩ରୁ ୩୧ ମଧ୍ୟରେ ସେ ଦୁଇ ଥର ଟେଷ୍ଟ କରିଥିଲେ ହେଁ ତାଙ୍କ ରିପୋର୍ଟ ନେଗେଟିଭ ଆସିଥିଲା ।

ପ୍ରଥମ ଟେଷ୍ଟ ଆଣ୍ଟିଜେନ କିଟ ଓ ଦ୍ୱିତୀୟ ଟେଷ୍ଟ ଆରଟି ପିସିଆର ଜରିଆରେ କରାଯାଇଥିଲା । ରିପୋର୍ଟ ନେଗେଟିଭ ଆସିବା ସତ୍ତ୍ୱେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଦିନକୁ ଦିନ ବିଗିଡ଼ିବା ଆରମ୍ଭ ହୋଇଥିଲା । ଶେଷରେ ତାଙ୍କୁ ଲକ୍ଷ୍ନୌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଏଠାରେ ତାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିଲା । ହେଲେ ଅଗଷ୍ଟ ୫ରେ ତାଙ୍କର ମୃତ୍ୟୁ ଘଟିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version