କେରଳ ଭୂସ୍ଖଳନରେ ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି

ଓଡିଶା ତାଜା ନ୍ୟୁଜ୍ (୦୮ ଅଗଷ୍ଟ ଶନିବାର) କେରଳ :- କେରଳ ଭୂସ୍ଖଳନରେ ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି । ଦୁଖଃ ପ୍ରକାଶ ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କଲେ ରାଷ୍ଟ୍ରପତି । ୧୫ ଜଣଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀଙ୍କ ଦୁଃଖ ପ୍ରକାଶ । ଆହତଙ୍କ ଆଶୁ ଆରୋଗ୍ୟ କାମନା କଲେ କରିବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଓ ଆହତଙ୍କ ପାଇଁ ୫୦,୦୦୦ ଟଙ୍କାର କ୍ଷତିପୂରଣ ଘୋଷଣା