• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁନରୁଦ୍ଧାର ହେବ ସମାଜ କଲ୍ୟାଣ ବୋର୍ଡ : ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା

Proprietor Abhimanyu Maharana by Proprietor Abhimanyu Maharana
July 3, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ପୁନରୁଦ୍ଧାର ହେବ ସମାଜ କଲ୍ୟାଣ ବୋର୍ଡ : ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା
Share on FacebookShare on TwitterWhatsapp

1. ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ ‘ଏକ ପେଡ ମା କେ ନାମ’ ର ଶୁଭାରମ୍ଭ

 2. ବ୍ୟାଡମିଣ୍ଟନ୍‌, ଭଲିବଲ କୋର୍ଟ ଓ ଯୋଗ କେନ୍ଦ୍ର ଉଦ୍‌ଘାଟିତ

 3.  ସମାଜସେବୀଙ୍କୁ ଆଗକୁ ଆସି କାର୍ଯ୍ୟ କରିବାକୁ ଦେଲେ ଆହ୍ୱାନ

୦୩ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଆଜି ମାନ୍ୟବର ଉପମୁଖ୍ୟମନ୍ତ୍ରୀ ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଓ ପର୍ଯ୍ୟଟନ ଶ୍ରୀମତୀ ପ୍ରଭାତୀ ପରିଡା ଭୁବନେଶ୍ୱରସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗ ଅନ୍ତର୍ଗତ ରାଜ୍ୟ ମହିଳା ଶିଶୁ ପ୍ରତିଷ୍ଠାନ ପରିଦର୍ଶନରେ ଯାଇଥିଲେ । ଏହି ଅବସରରେ ଶ୍ରୀମତୀ ପରିଡା ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ ଜାମୁ ଓ ଅଁଳା ଚାରା ରୋପଣ କରି ମହିଳା ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ‘ଏକ ପେଡ ମା କେ ନାମ’ର ଶୁଭାରମ୍ଭ କରିଛନ୍ତି । ସେ କହିଛନ୍ତି ଯେ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନରେ ଦୂରଦର୍ଶୀ ଯୋଜନା ‘ଏକ ପେଡ ମା କେ ନାମ’ ସାରା ଦେଶରେ ଲୋକପ୍ରିୟ ହୋଇଛି ।

ଆସନ୍ତା ୫୦ ବର୍ଷର ଭବିଷ୍ୟତ ଦୃଷ୍ଟିରେ ରଖି ନିଜ ନିଜ ମା’ଙ୍କ ଉଦ୍ଦେଶ୍ୟରେ ବୃକ୍ଷ ରୋପଣ କରିବାକୁ ଶ୍ରୀମତୀ ପରିଡା ମତପ୍ରକାଶ କରିଛନ୍ତି । ବରଗଛର ଉପକାରିତାକୁ ଆଲୋକପାତ କରି ଶ୍ରୀମତୀ ପରିଡା ସେ୍ୱଚ୍ଛାସେବୀ ସଂଗଠନମାନଙ୍କୁ ଅଧିକରୁ ଅଧିକ ବରଗଛ ଲଗେଇବା ପାଇଁ ପରାମର୍ଶ ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ପ୍ରତିଷ୍ଠାନ ପରିସରରେ ବ୍ୟାଡମିଣ୍ଟନ୍‌ ଓ ଭଲିବଲ କୋର୍ଟ ତଥା ଯୋଗ କେନ୍ଦ୍ର ଉଦଘାଟନ କରିଛନ୍ତି । ଏପରି ପଦକ୍ଷେପ, ପ୍ରତିଷ୍ଠାନରେ ତାଲିମ ନେଉଥିବା ଆଇସିଡିଏସ କାର୍ଯ୍ୟକର୍ତ୍ତା,

ସୁପରଭାଇଜର ତଥା ଅଙ୍ଗନବାଡି କର୍ମୀମାନଙ୍କର ଦକ୍ଷତା ବିକାଶରେ ସାହାଯ୍ୟ କରିବ ବୋଲି ସେ ଆଶା ପ୍ରକଟ କରିଛନ୍ତି । ପରେ ଉପମୁଖ୍ୟମନ୍ତ୍ରୀ ସେଠାରେ ଆୟୋଜିତ ଅଣସରକାରୀ ସଂଗଠନ ପରାମର୍ଶଦାତା ମଣ୍ଡଳୀ ବୈଠକରେ ଅଧକ୍ଷତା କରି ରାଜ୍ୟ ସମାଜ କଲ୍ୟାଣ ବୋର୍ଡର ପୁନରୁଦ୍ଧାର ହେବ ବୋଲି ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ରାଜ୍ୟର ବିକାଶରେ ସମାଜ କଲ୍ୟାଣ ବୋର୍ଡର ଭୂମିକା ଅତ୍ୟନ୍ତ ଗୁରୁତ ପ୍ୱ ୂର୍ଣ୍ଣ ରହିଆସିଛି । ସରକାର ଓ ସେ୍ୱଚ୍ଛାସେବୀ ସଂଗଠନର ସହଭାଗିତାରେ ହିଁ ସମାଜ କଲ୍ୟାଣ ବୋର୍ଡକୁ ସୁଦୃଢ ଭାବରେ ପରିଚାଳିତ କରି ହେବ ।

ବୋର୍ଡର ପୁନରୁଦ୍ଧାର ପାଇଁ ଶ୍ରୀମତୀ ପରିଡା ଅଣସରକାରୀ ସଂଗଠନ ତଥା ସେ୍ୱଚ୍ଛାସେବୀ ସଂଗଠନଗୁଡିକର ପ୍ରସ୍ତାବ ଆହ୍ୱାନ କରିଛନ୍ତି । ଏହି ଅବସରରେ ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ଏହି ମର୍ମରେ ବିଭିନ୍ନ ଜିଲ୍ଲାରୁ ଆସିଥିବା ସଂଗଠନ ପ୍ରତିନିଧିମାନଙ୍କ ଠାରୁ ମିଳିଥିବା ମତାମତ ଓ ପ୍ରସ୍ତାବ ଆଲୋଚନା କରିଥିଲେ । ସମାଜ କଲ୍ୟାଣ ବୋର୍ଡର ପୁନରୁଦ୍ଧାର ପ୍ରସଙ୍ଗ ନେଇ ଏକ କମିଟି ଦ୍ୱାରା ନିଷ୍ପତ୍ତି ନିଆଯିବ ବୋଲି ଶ୍ରୀମତୀ ଶର୍ମା କହିଥିଲେ । କାର୍ଯ୍ୟକ୍ରମରେ ଆଇସିଡିଏସ ଓ ସମାଜ କଲ୍ୟାଣ ବୋର୍ଡର ନିର୍ଦ୍ଦେଶକ ଶ୍ରୀମତୀ ମୋନିଶା ବାନାର୍ଜୀ, ବିଭାଗର ବରିଷ୍ଠ ଅଧିକାରୀ ଏବଂ ସେ୍ୱଚ୍ଛାସେବୀ ସଂଗଠନର ପ୍ରତିନିଧିମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version