• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବନ୍ୟାଜଳରୁ ଉଦ୍ଧାର ପାଇଁ ସାମୁହିକ ଅଭ୍ୟାସ

Proprietor Abhimanyu Maharana by Proprietor Abhimanyu Maharana
July 4, 2024
in ଓଡ଼ିଶା, ଗଞ୍ଜାମ, ହୋମ୍
0
ବନ୍ୟାଜଳରୁ ଉଦ୍ଧାର ପାଇଁ ସାମୁହିକ ଅଭ୍ୟାସ
Share on FacebookShare on TwitterWhatsapp

୦୪ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :->  ଗତ କିଛି ବର୍ଷ ଧରି ଓଡ଼ିଶା ବହୁ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବା ଦେଖାଯାଇଛି।ସମ୍ଭାବ୍ୟ ବାତ୍ୟା ଓ ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ସକାଶେ ଗୁରୁବାର ହିଞ୍ଜିଳିକାଟୁ ବ୍ଲକ ରାଳବ ପଞ୍ଚାୟତର ଆଲପୁର ସ୍ଥିତ ଋଷିକୁଲ୍ୟା ନଦୀ ପଠାରେ ବନ୍ୟାଜଳରୁ ପୀଡ଼ିତଙ୍କୁ ଉଦ୍ଧାର କରିବା ପାଇଁ ଏକ ସାମୁହିକ ଅଭ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଆଲପୂର ସ୍ଥିତ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳୀ ପରିସରରେ ସରପଞ୍ଚ ରଶ୍ମିତା ପ୍ରଧାନ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ମୂଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ (ଜରୁରୀ) ସୁଧାଂଶୁ ଶେଖର ଭୋଇ ଏଵଂ ସମ୍ମାନିତ ଅତିଥି ଭାବେ ସଭ୍ୟା ରୀନା ପୋଲେଇ,

ଡେପୁଟି କଲେକ୍ଟର ଆୟୁଶି ପତି, କଟକ ମୁଣ୍ଡୁଳି ସ୍ଥିତ ଜାତୀୟ ବିପର୍ଯ୍ୟୟ ଉଦ୍ଧାରକାରୀ ବଳର ଡେପୁଟି କମାଣ୍ଡାଣ୍ଟ କହ୍ନେୟା ଯୋଗୀ ଓ ସହକାରୀ କମାଣ୍ଡାଣ୍ଟ କୌଶଳ ଯାଦବ,ଜିଲ୍ଲା କାର୍ଯ୍ୟକ୍ରମ ଅଧିକାରୀ ଦେବେନ୍ଦ୍ର ନାୟକ, ତହସିଲଦାର ଭିକାରୀ ସାହୁ,ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟଜ୍ୟୋତି ସ୍ମୁତି ରଞ୍ଜନ ଦେଓ, ଵେଲଗାଁ ଭାରପ୍ରାପ୍ତ ଥାନା ଅଧିକାରୀ ସ୍ମିତାଞ୍ଜଳୀ ପ୍ରଧାନ, ହିଞ୍ଜିଳି ଅତିରିକ୍ତ ଥାନା ଅଧିକାରୀ ପଦ୍ମ ଲୋଚନ ଭଟ୍ଟ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅରୁଣ କୁମାର ପ୍ରଧାନ, ଅଗ୍ନିଶମ ବିଭାଗ କେନ୍ଦ୍ରୀୟ ଅଧିକାରୀ ବାଗାରାଇ ମୂର୍ମୂ ଓ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଗାଙ୍ଗୀ ସୁବୁଦ୍ଧି ପ୍ରମୁଖ ଉପସ୍ଥିତ ଥିଲେ ।

ଏହି ଅବସରରେ ଅତିଥି ମାନେ ସମ୍ଭାବ୍ୟ ବାତ୍ୟା ଓ ବନ୍ୟା ଆଦି ପ୍ରାକୃତିକ ବିପର୍ଯ୍ୟୟ ସୂଚନା ପୁର୍ବରୁ ବିଭିନ୍ନ ଯନ୍ତ୍ରାଂଶ ଓ ଉପକରଣ ବ୍ଯବହାର କରି ତତ୍କାଳ କିପରି ଧନ ଜୀବନ ସୁରକ୍ଷିତ ହୋଇ ପାରିବ ସେ ସଂପର୍କରେ ପରାମର୍ଶ ଦେଇଥିଲେ । ପରେ ଜାତୀୟ ବିପର୍ଯ୍ୟୟ ଉଦ୍ଧାରକାରୀ ବଳର ୩୦ଜଣିଆ ଟିମ ଋଷିକୁଲ୍ୟା ନଦୀ ଜଳ ମଧ୍ୟରେ ରହି ବନ୍ୟା ସମୟରେ ପୀଡ଼ିତଙ୍କୁ କିପରି ସୁରକ୍ଷିତ ଭାବେ ଉଦ୍ଧାର କରିହେବ ସେ ସଂପର୍କରେ ସେମାନେ ବିଭିନ୍ନ ଉପକରଣ ମାଧ୍ୟମରେ ସାମୁହିକ ଅଭ୍ୟାସ କୌଶଳ ପ୍ରଦର୍ଶନ କରିଥିଲେ । କାର୍ଯ୍ୟକ୍ରମରେ ବିପିଏମ୍ କଳ୍ପତରୁ ବେହେରା, ପଞ୍ଚାୟତ ନିର୍ବାହୀ ଅଧିକାରୀ ସୁଶାନ୍ତ କୁମାର ପାତ୍ର, ସମ୍ପର୍କ ସ୍ବେଛାସେବୀ ସଂସ୍ଥାର ସମ୍ପାଦକ ଅରୁଣ କୁମାର ପଟ୍ଟନାୟକ,ଶକ୍ତି,କୃଷି,ପଶୁ ସମ୍ପଦ ଆଦି ବିଭାଗୀୟ ଅଧିକାରୀଙ୍କ ସମେତ ଏମବିକେ, ସିଆରପି, ଅଙ୍ଗନବାଡ଼ି କର୍ମୀ, ସ୍ବେଛାସେବୀ ଓ ଗ୍ରାମବାସୀ ମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version