୦୪ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଚାନ୍ଦପୁର :-> ରଣପୁର ବ୍ଲକ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ୭୫ତମ ବନ ମହୋତ୍ସବ ସପ୍ତାହ ପାଳନ ହୋଇ ଯାଇଛି | ଏଥିରେ ଅତିଥି ଭାବେ ରଣପୁର ବ୍ଲକ ଅତିରିକ୍ତ ଶିକ୍ଷା ଅଧିକାରୀ ରସାନନ୍ଦ ପ୍ରଧାନ, ଶିକ୍ଷାବିତ ଲକ୍ଷ୍ମୀଧର ସାହୁ, ଫରେଷ୍ଟ ଅଫିସର ଅବିନାଶ ଖୁଣ୍ଟିଆ ପ୍ରମୁଖ ଯୋଗ ଦେଇଥିଲେ | ଏହି କାର୍ଯ୍ୟକ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣାଙ୍କ ତତ୍ୱାବଧାନରେ ଆୟୋଜିତ ହୋଇଥିଲା |

© 2023 Odisha Taza News.