• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଥଯାତ୍ରା ପାଇଁ ମକ ଡ୍ରିଲ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
July 5, 2024
in ଓଡ଼ିଶା, ପୁରୀ, ହୋମ୍
0
ରଥଯାତ୍ରା ପାଇଁ ମକ ଡ୍ରିଲ ଅନୁଷ୍ଠିତ
Share on FacebookShare on TwitterWhatsapp

୦୪ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ  :->  ଆଗାମୀ ରଥଯାତ୍ରା କୁ ଶୃଙ୍ଖଳିତ ତଥା ସୁରକ୍ଷିତ ଭାବେ ସମ୍ପର୍ଣ୍ଣ ପାଇଁ ବିଭିନ୍ନ ବିଭାଗ ମଧ୍ୟରେ ସୁସମନ୍ୱୟ ର ଏକ ମକ ଡ୍ରିଲ ଆଜି ଟାଉନ ଥାନା ପରିସରର ସମନ୍ବିତ ନିୟନ୍ତ୍ରଣ କକ୍ଷ ବା ଇଣ୍ଟିଗ୍ରେଟେଡ କଣ୍ଟ୍ରୋଲ ରୁମରେ ଅନୁଷ୍ଠିତ ହୋଇଥିଲା । ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଚଳିତ ରଥଯାତ୍ରାରେ ପୂର୍ବ ବର୍ଷ ତୁଳନାରେ ଅଧିକ ଜନ ଗହଳି ଆଶା କରାଯାଉଛି।ତେଣୁ ଆମକୁ ଯାତ୍ରୀ ଙ୍କ ସୁବିଧା ଓ ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରିବାର ଆବଶ୍ୟକତା ରହିଛି । ସମସ୍ତ କାର୍ଯ୍ୟ କୁ ବିଭିନ୍ନ ବିଭାଗ ସଠିକ ଭାବେ ପରିଚାଳନା କରୁଛନ୍ତି। ତାହାର ଏକ ବାସ୍ତବ ବ୍ୟବସ୍ଥା ର ଅନୁଧ୍ୟାନ ପାଇଁ ମକ ଡ୍ରିଲ ର ପରିକଳ୍ପନା।ଏହା ଦ୍ୱାରା ଆମେ ସଶକ୍ତ ହେବା ସହ କାର୍ଯ୍ୟକୁ ଖୁବ୍ ଭଲ ଭାବରେ ପରିଚାଳନା କରିବାର ଅଭିଜ୍ଞତା ହାସଲ କରିବା ବୋଲି ଜିଲ୍ଲାପାଳ କହିଥିଲେ ।

ସମସ୍ତ ବିଭାଗ ତାଙ୍କର ଦାୟିତ୍ୱ କୁ ବୁଝିବା ଓ ଅନ୍ୟ ବିଭାଗ ସହ ସମନ୍ବୟ ରଖି କାର୍ଯ୍ୟ କରିବା ଲକ୍ଷ୍ୟ ରେ ଏହି ମକ ଡ୍ରିଲ ବେଶ ସହାୟକ ହେବ ବୋଲି କହିଥିଲେ। ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ କୈଳାସ ଚନ୍ଦ୍ର ନାୟକ ବୈଠକ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ, ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ପ୍ରାରମ୍ଭିକ ସୂଚନା ଓ ସମସ୍ତଙ୍କୁ ସ୍ୱାଗତ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ,ଅତିରିକ୍ତ ଏସ ପି ଦେବବ୍ରତ ଚକ୍ର, ଉପଜିଲ୍ଲାପାଳ ଗୋପୀନାଥ କୁଅଁର ,ଡେପୁଟି କଲେକ୍ଟର ପ୍ରଫୁଲ୍ଲ ଚନ୍ଦ୍ର ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ।ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ ମକଡ୍ରିଲ ସମ୍ପର୍କରେ ସୂଚନା ଓ ଆବଶ୍ୟକତା ତଥ୍ୟ ପ୍ରଦାନ କରି ଏହା ରଥଯାତ୍ରା ସମୟରେ ଉପଯୋଗୀ ସାବ୍ୟସ୍ତ ହେବ ବୋଲି କହିଥିଲେ ।

ମୁଣ୍ଡୁଳୀ ଏନଡିଆରଏଫ ଥାର୍ଡ ବାଟାଲିୟନ ର କମାଣ୍ଡାଣ୍ଟ ବର୍ଦ୍ଧମାନ ମିଶ୍ର ,ଓସଡାମା ପ୍ରତିନିଧି ବାଇଧର ପ୍ରଧାନ, ସରୋଜ ମହାନ୍ତି, ଅନନ୍ତ ମହାକୁଡ଼,ଜିଲ୍ଲା ଜରୁରୀ ବିଭାଗ ଡିପିସି ସୁକାନ୍ତ କୁମାର ଦାଶ ପ୍ରମୁଖ ମକ ଡ୍ରିଲ ର ଉଦ୍ଦେଶ୍ୟ ସମ୍ପର୍କରେ ଅବଗତ କରିବା ସହ ମକ ଡ୍ରିଲ ପରିଚାଳନା କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ବିଭିନ୍ନ ବିଭାଗର ଅଧିକାରୀ, ପୋଲିସ ଅଧିକାରୀ, ସ୍ୱଛାସେବୀ ମାନେ ଏହି ମକଡ୍ରିଲ ରେ ଯୋଗ ଦେଇଥିଲେ। ପରେ ଏନ ଡି ଆର ଏଫ,ଓଡ୍ରାଫ, ଅଗ୍ନିଶମ,ମେଡିକାଲ, ପୋଲିସ, ପରିବହନ, ଆମ୍ବୁଲାନ୍ସ ,ପୂର୍ତ୍ତ ବିଭାଗ,ପୌର ପ୍ରଶାସନ, ଇତ୍ୟାଦି ବିଭାଗର ସମ୍ମିଳିତ ମକଡ୍ରିଲ ର କାର୍ଯ୍ୟ କୁ ଇଣ୍ଟିଗ୍ରେଟେଡ୍ ନିୟନ୍ତ୍ରଣ କକ୍ଷ ମାଧ୍ୟମରେ ପରିଚାଳନା କରାଯାଇଥିଲା । ରଥଯାତ୍ରା ସମୟରେ କୌଣସି ଘଟଣା ଦୁର୍ଘଟଣା ଘଟିଲେ କିପରି ତାହାର ସଫଳ ମୁକାବିଲା ତ୍ୱରାନ୍ୱିତ ଭାବରେ କରାଯାଇ ପାରିବ ତାହାର କୌଶଳ ପ୍ରଦର୍ଶନ କରାଯାଇ ସଚେତନ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

June 25, 2026
ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

June 25, 2026
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର

June 25, 2026
ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

ଆଦିବାସୀ ମହାବିଦ୍ଯାଳୟରେ +୩ ପ୍ରଥମ ପର୍ଯ୍ଯାୟ ନାମଲେଖା ଆରମ୍ଭ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

ଭାପୁର ରଥଯାତ୍ରା ପାଇଁ ପ୍ରାକ ପ୍ରସ୍ତୁତି ବୈଠକ

June 25, 2026
ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା ଓଡ଼ିଶା ସାରା” କାର୍ଯ୍ୟକ୍ରମ ଆୟୋଜିତ : ୭୨ ଜଣଙ୍କୁ ସମ୍ମାନିତ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version