• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପୌରାଂଚଳରେ ସମୁହ ସ୍କ୍ରିନିଂ ଓ ୨ ପଂଚାୟତରେ ସ୍ୱାବ ଟେଷ୍ଟ କାର୍ଯ୍ୟକ୍ରମର ସମୀକ୍ଷା କଲେ ଉପଜିଲ୍ଲାପାଳ

Proprietor Abhimanyu Maharana by Proprietor Abhimanyu Maharana
August 8, 2020
in Uncategorized, ଓଡ଼ିଶା, କରୋନା, ହୋମ୍
0
ପୌରାଂଚଳରେ ସମୁହ ସ୍କ୍ରିନିଂ ଓ ୨ ପଂଚାୟତରେ ସ୍ୱାବ ଟେଷ୍ଟ କାର୍ଯ୍ୟକ୍ରମର ସମୀକ୍ଷା କଲେ ଉପଜିଲ୍ଲାପାଳ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୦୮ ଅଗଷ୍ଟ ଶନିବାର) ହିଞ୍ଜିଳିକାଟୁ :– ଲୋକଙ୍କ ମନରେ ମହାମାରୀ କରୋନା ଭୁତାଣୁ ସଂକ୍ରମଣ ଆତଙ୍କ । ରାଜ୍ୟର ସର୍ବାଧିକ କରୋନା ସଂକ୍ରମିତ ଗଞ୍ଜାମ ଜିଲ୍ଲାରେ ଚିହ୍ନଟ ହୋଇଛନ୍ତି । ପୂର୍ବାପେକ୍ଷା ରାଜ୍ୟରେ ସୁସ୍ଥ ହାର ବୃଦ୍ଧି ପାଉଥିବା ଜଣାପଡ଼ିଛି । ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ପୌରାଂଚଳ ସମେତ ବ୍ଳକର ବିଭିନ୍ନ ଗ୍ରାମାଂଚଳରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି । ସ୍ଥାନୀୟ ଅଂଚଳରେ କରୋନାକୁ ପ୍ରତିହିତ କରିବା ସକାଶେ ଜିଲ୍ଲା ପ୍ରଶାସନ ସମେତ ସ୍ଥାନୀୟ ପ୍ରଶାସନ ପକ୍ଷରୁ ମୁକାବିଲା ଲାଗି ଉଦ୍ୟମ ଜାରି ରହିଛି । ବହୁ ସମୟରେ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ ଓ ସ୍ୱତନ୍ତ୍ର ଏଡ଼ିଏମଙ୍କ ସମେତ ବହୁ ଜିଲ୍ଲା ପ୍ରଶାସନିକ ଅଧିକାରୀ ହିଞ୍ଜିଳି ଗ୍ରସ୍ତରେ ଆସି କରୋନାର ସମୀକ୍ଷା କରି ଫେରିଛନ୍ତି । ତେବେ କିଛି ଅମାନିଆ ସଙ୍ଗରୋଧ କେନ୍ଦ୍ରରୁ ଫେରି ଅବଶିଷ୍ଟ ୭ ଦିନ ହୋମ କ୍ୱରୋଂଟାଇନରେ ନରହି ବାହାରେ ବୁଲାବୁଲି କରୁଥିବାରୁ ବିଭିନ୍ନ ବ୍ୟକ୍ତିଙ୍କ ସଂପର୍ଶରେ ଆସି ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । କରୋନାକୁ ମାତ୍ ଦେବା ଲକ୍ଷ୍ୟରେ ସରକାର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବହୁ ପଦକ୍ଷେପ ଗ୍ରହଣ କରାଯାଇଛି ।

ଏହି ପରିପ୍ରେକ୍ଷୀରେ ଶନିବାର ଗଞ୍ଜାମ ଉପ ଜିଲ୍ଲାପାଳ ପ୍ରିୟରଞ୍ଜନ ପୃଷ୍ଟି ହିଞ୍ଜିଳି ଗ୍ରସ୍ତରେ ଆସି ବ୍ଳକ କାର୍ଯ୍ୟାଳୟ ପରିସରରେ ବିଡ଼ିଓ ପ୍ରସନ କୁମାର ପାତ୍ରଙ୍କ ସହ ହିଞ୍ଜିଳି ବ୍ଳକରେ କରୋନାର ସ୍ଥିତି ସମ୍ପର୍କରେ ଆଲୋଚନା କରିଥିଲେ । ପରେ ସ୍ଥାନୀୟ ପୌରାଂଚଳର ସମୂହ ଥର୍ମାଲ ସ୍କ୍ରିନିଂ କାର୍ଯ୍ୟକ୍ରମର ତଦାରଖ ଓ ସମୀକ୍ଷା କରିବା ସହ ସ୍ଥାନୀୟ ବ୍ଳକ ଦାରୁଭଦ୍ରା ପଂଚାୟତ ନିମିଗାଁ ଓ ଶାସନ ଆମ୍ବଗାଁ ପଂଚାୟତର ବାଦିଆମ୍ବଗାଁରେ ସ୍ୱାବ ଟେଷ୍ଟ କାର୍ଯ୍ୟକ୍ରମର ତଦାରଖ କରିଥିଲେ । ଖବର ଲେଖା ହେବା ସୁଦ୍ଧା ୨ ପଂଚାୟତରେ ୧୦୦ ଜଣଙ୍କ ସ୍ୱାବ ଟେଷ୍ଟ କରାଯାଇଥିବା ସୂଚନା ମିଳିଛି । ସଂପୃକ୍ତ ପଂଚାୟତର କୋଭିଡ଼ ମନିଟରିଂ କମିଟି, ଜନ ପ୍ରତିନିଧି, ଆଶ, ଅଙ୍ଗନୱାଡ଼ି ଓ ସ୍ୱାସ୍ଥ୍ୟ କର୍ମୀ ମାନଙ୍କ ସହ କରୋନା ସ୍ଥିତି ଓ କିଭଳି କାର୍ଯ୍ୟକାରୀ କରାଯାଉଛି ସେ ନେଇ ଉପ ଜିଲ୍ଲାପାଳ ପୃଷ୍ଟି ଆଲୋଚନା କରିଥିଲେ । ମାସ୍କ ପରିଧାନ ଓ ସାମାଜିକ ଦୂରତା ରକ୍ଷାକୁ ଗୁରୁତ୍ୱ ପ୍ରଦାନ କରିବା ସକାଶେ ପରାମର୍ଶ ଦେବା ସହ କୋଭିଡ଼ କଟକଣାକୁ ଅବମାନନା କରୁଥିବା ବ୍ୟବସାୟିକ ପ୍ରତିଷ୍ଠାନର ଫଟୋ ଉତୋଳନ କରି ବିଡ଼ିଓ କିମ୍ବା ଥାନା ଅଧିକାରୀଙ୍କ ନିକଟକୁ ପ୍ରେରଣ କରିବା ସକାଶେ ପରାମର୍ଶ ଦେଇଥିଲେ ।

ଆବଶ୍ୟକ ନଥାଇ ବାହାରକୁ ନବାହାରିବାକୁ ପରାମର୍ଶ ଦେବା ସହ କରୋନା ଲକ୍ଷଣ ଦେଖାଦେଲେ ସଂପୃକ୍ତ ବ୍ୟକ୍ତିଙ୍କୁ ପୃଥକବାସ, କୋଭିଡ଼ କେୟାର ହୋମ କିମ୍ବା ଅତ୍ୟାବଶ୍ୟକ ଥିଲେ କୋଭିଡ଼ ହସପିଟାଲରେ ଚିକିତ୍ସିତ ହୋବକୁ ପରାମର୍ଶ ଦେଇଥିଲେ । ଉପ ଜିଲ୍ଲାପାଳଙ୍କ ଗ୍ରସ୍ତ ସମୟରେ ବିଡ଼ିଓ ପ୍ରସନ କୁମାର ପାତ୍ର, ସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ମୃତ୍ୟୁଞ୍ଜୟ ପାଣିଗ୍ରାହୀ, ସ୍ୱାସ୍ଥ୍ୟ ପର୍ଯ୍ୟବେକ୍ଷକ ନରସିଂହ ବେହେରା, ଏ. ଯମୁନା, ସସ୍ମିତା ରାଉଳ, ପାର୍ବତୀ ମହାନ୍ତି, ରାଜକିଶୋର ମାହାନ୍ତି, ପିଇଓ ଅଶ୍ମିନି କୁମାର ସାହୁ, ପ୍ରମୋଦ କୁମାର ମାହାନ୍ତିଙ୍କ ସମେତ ବହୁ ପ୍ରଶାସନିକ ଅଧିକାରୀ, ଜନ ପ୍ରତିନିଧି, କୋଭିଡ଼ ମନିଟରିଂ କମିଟି, ଅଙ୍ଗନୱାଡ଼ି, ଆଶା ଓ ସ୍ୱାସ୍ଥ୍ୟ କର୍ମୀ ଉପସ୍ଥିତ ଥିଲେ । ( ରିପୋର୍ଟ – ଶେଷଦେବ ସାହୁ )

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

ଆଇପିଏଲ ବେଟିଂ ରାକେଟ ୪ ଗିରଫ ୫୭ ଲକ୍ଷ ଟଙ୍କା ଜବତ

April 30, 2026
ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

ସ୍ବଚ୍ଛ ପୁରୀ ଗର୍ବ ଆମରି ବଳଗଣ୍ଡି ଛକରେ ଅଳିଆ ପାହଡ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version