୦୬ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଗାଁ :-> ଓଡ଼ିଶା ସାହିତ୍ୟ ଏକାଡେମୀ ର ୬୭ ତମ ସ୍ଵନକ୍ଷତ୍ର ଦିବସ ପାଳନ ଉପଲକ୍ଷେ ନୟାଗଡ ଏନ ଏ ସି ହାଇସ୍କୁଲ ରେ ଜିଲ୍ଲା ସ୍ତରୀୟ ସାହିତ୍ୟ ସମ୍ପର୍କିତ ବକ୍ତୃତା,କବିତା ଆବୃତ୍ତି, ପ୍ରବନ୍ଧ, ସଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ନୂଆଗାଁ ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀ ବିଜୟଲକ୍ଷ୍ମୀ ପରିଡ଼ା ଜିଲ୍ଲା ସ୍ତରୀୟ ପ୍ରବନ୍ଧ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି।ପ୍ରଥମ ସ୍ଥାନ ଅଧିକାର କରିଥିବା ବିଜୟଲକ୍ଷ୍ମୀ ଙ୍କୁ ଜିଲ୍ଲା ଶିକ୍ଷା ଅଧିକାରୀ ରାଜଶ୍ରୀ ପଟ୍ଟନାୟକ ପୁରସ୍କୃତ କରିଛନ୍ତି।
© 2023 Odisha Taza News.