• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କୋଭିଡ୍‌୧୯ ବିପତ୍ତିକୁ ନେଇ ଯୁବ ବିଜେଡିର ଭିଡିଓ କନଫରେନ୍ସି ମାଧ୍ୟମରେ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ

Proprietor Abhimanyu Maharana by Proprietor Abhimanyu Maharana
August 8, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
କୋଭିଡ୍‌୧୯ ବିପତ୍ତିକୁ ନେଇ ଯୁବ ବିଜେଡିର   ଭିଡିଓ କନଫରେନ୍ସି ମାଧ୍ୟମରେ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୦୮ ଅଗଷ୍ଟ ଶନିବାର) ଭୁବନେଶ୍ୱର :– ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ବିଜୁ ଯୁବ ଜନତା ଦଳ ତରଫରୁ ମହାମାରୀ କୋଭିଡ୍ ୧୯ ବିପତ୍ତିକୁ ନେଇ ସମସ୍ତ ଯୁବ ବିଜେଡି ଜିଲ୍ଲା ସଭାପତିମାନଙ୍କ ସହ ଭିଡିଓ କନଫରେନ୍ସି ମାଧ୍ୟମରେ ଯୁବ ବିଜେଡି ରାଜ୍ୟ ସଭାପତି ଶ୍ରୀଯୁକ୍ତ ଅମରେଶ ପତ୍ରୀଙ୍କ ନେତୃତ୍ୱରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ରାଜ୍ୟସଭା ସାଂସଦ ତଥା ବିଜେଡି ଆଇଟି ୱିଙ୍ଗ୍ ମୁଖ୍ୟ ଡଃ. ଅମର ପଟ୍ଟନାୟକ ଯୋଗଦେଇଥିଲେ । ମୁଖ୍ୟ ଆକର୍ଷଣ ଭାବେ ନୂତନ ଭାବେ ଦାୟିତ୍ୱ ନେଇଥିବା ବିଜୁ ଜନତା ଦଳର ସାଧାରଣ ସମ୍ପାଦକ ଯୁବ ବ୍ୟାପର ତଥା ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ପ୍ରଣବ ବଳବନ୍ତରାୟ, ଅତିଥି ଭାବେ ସାଧାରଣ ସମ୍ପାଦକ ଛାତ୍ରବ୍ୟାପର ବ୍ୟେମକେଶ ରାୟ ଯୋଗଦେଇଥିଲେ ।

ଆଇଟି ଓ ଇଟି ଏବଂ ଯୁବ ବିଜେଡି ଉପଦେଷ୍ଟା ଅନୁଭବ ପଟ୍ଟନାୟକ, ରଞ୍ଜିତ ମହାପାତ୍ର, ଯୁବ ବିଜେଡି କାର୍ଯ୍ୟକାରୀ ସଭାପତି ସଞ୍ଜିତ ମହାନ୍ତି, ମହାସଚିବ ଶିଶିର ପରିଜା ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ । ଏହି ବୈଠକରେ କୋଭିଡ୍ ସମୟରେ ଯୁବଜନତାର ଭୂମିକା ଓ ଏଥିସହ ପ୍ରତିକୂଳ ପରିସ୍ଥିତିରେ ମଧ୍ୟ ଯୁବବିଜେଡି ଜିଲ୍ଲା ସଭାପତି ଓ ଜିଲ୍ଲା କର୍ମକର୍ତ୍ତା ନିରବଚ୍ଛିନ୍ନ ଭାବେ କାର୍ଯ୍ୟକ୍ରମ ଜାରି ରଖିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଦିଆଯାଇଥିଲା ଓ ଆଗାମୀ ଦିନ ପାଇଁ କାର୍ଯର୍୍ୟପନ୍ଥା ସ୍ଥିରୀକୃତ ହୋଇଥିଲା । ନୂତନ ଭାବେ ଦାୟିତ୍ୱ ନେଇଥିବା ଦଳର ସାଧାରଣ ସମ୍ପାଦକ ଯୁବବ୍ୟାପର ମାନ୍ୟବର ବିଧାୟକ ପ୍ରଣବ ବଳବନ୍ତରାୟ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ପାଥେୟ କରି ସମସ୍ତ ପ୍ରସ୍ତାବ ଓ କାର୍ଯ୍ୟପନ୍ଥାକୁ ବର୍ତ୍ତମାନର ଜଟିଳ ପରିସ୍ଥିତିରେ ନୂତନ ଜ୍ଞାନକୌଶଳକୁ ବିନିଯୋଗ କରି ସମ୍ପାଦନ କରିବା ସହ ସଙ୍ଗଠନକୁ ଲୋକାଭିମୁଖୀ ଭାବେ ଆହୁରୀ ତ୍ୱରାନ୍ୱିତ କରିବା ପାଇଁ ଗୁରୁତ୍ୱ ଦେଇଥିଲେ ।

ଏହି ବୈଠକରେ ମୁଖ୍ୟ ଅତିଥି ଡଃ. ଅମର ପଟ୍ଟନାୟକ ପ୍ଲାଜମା ଦାନ ଉପରେ ବିଶେଷ ଭାବେ ଗୁରୁତ୍ୱ ଦେଇଥିଲେ, ସେହି ପରିପ୍ରେକ୍ଷୀରେ ଜିଲ୍ଲା ସଭାପତି ମାନେ ତାଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ କି କିଭଳି ଭାବେ ବିଭିନ୍ନ ସ୍ଥାନରେ କୋଭିଡ୍ ସଂକ୍ରମିତ ଓ ତାଙ୍କର ପରିବାର ସମାଜରେ ବାସନ୍ଦ ଓ ନିନ୍ଦିତ ପରିସ୍ଥିତିର ସାମ୍‌ନା କରୁଛନ୍ତି । ଏଣୁ ଆଗାମୀ ଦିନରେ ସେମାନଙ୍କୁ ଦୁଇଟି ଜୀବନ ବଞ୍ଚାଇବା ପାଇଁ ପ୍ଲାଜମା ଦାନ ପ୍ରତି ପ୍ରୋତ୍ସାହିତ କରିବା ସହ ସମ୍ମାନିତ କରାଯିବା ପାଇଁ ପ୍ରସ୍ତାବ ଦିଆଯାଇଥିଲା ଓ ମୁଖ୍ୟ ଅତିଥି ଏହି ସଚେତନତା କାର୍ଯ୍ୟକ୍ରମକୁ ଆଗାମୀ ଦିନରେ କିଭଳି ଭାବେ ସଫଳ କରାଯିବ ତାର ଦାୟିତ୍ୱ ନେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ “ପ୍ରତିଟି ଜୀବନ ମୂଲ୍ୟବାନ” ଏହି ପ୍ରରିପ୍ରେକ୍ଷୀରେ ପ୍ଲାଜମା ଦାନ ଓ ମୋ ପରିବାର ଆନୁକୂଲ୍ୟରେ କ୍ରାନ୍ତ୍ରୀ ଦିବସଠାରୁ ସ୍ୱାଧୀନତା ଦିବସ ପର୍ଯ୍ୟନ୍ତ ହେବାକୁ ଥିବା ଜୀବନବିନ୍ଦୁ କାର୍ଯ୍ୟକ୍ରମକୁ ସଫଳ କରିବାକୁ ରାଜ୍ୟସଭାପତି ଆହ୍ୱାନ ଦେଇଥିଲେ । ଜିଲ୍ଲା ସଭାପତିଙ୍କ ଦ୍ୱାରା ବ୍ଲକ୍ ଓ ପଞ୍ଚାୟତ ସ୍ତରୀୟ ସମୀକ୍ଷା ବୈଠକ ଭିଡିଓ ବନଫରେନ୍ସି ମାଧ୍ୟମରେ ପରବର୍ତ୍ତି ସମୟରେ ମଧ୍ୟ ଜାରି ରହିବ । ଏହି କାଯ୍ରକ୍ରମକୁ ପରିଚାଳନା କରିଥିଲେ ଯୁବବିଜେଡି ସମ୍ପାଦକ ତଥା ରାଜ୍ୟ ଆଇଟି ସଂଯୋଜକ ତାରିଣୀ ପ୍ରସାଦ ନାୟକ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମେଳଣ ମଣ୍ଡପାରୁଢ଼ ହେଲେ ପଶ୍ଚିମାସମ୍ଭୁ ଶ୍ରୀ ସୋମନାଥ ଦେବଙ୍କ ସହ ପାଞ୍ଚ ଠାକୁର : ଆତସବାଜି ପ୍ରଦର୍ଶନରେ ଜମିଲା ହରିରାଜପୁର ପଞ୍ଚୁଦୋଳ ମେଳଣ

ଆଜିଠୁ ହରିରାଜପୁର ପଞ୍ଚୁ୍‌ଦୋଳ ଆତସବାଜିରେ କମ୍ପିବ ମେଳଣ ପଡିଆ

March 10, 2026

March 9, 2026
୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

୭ମ ମାଁ ବସ୍ତରେନ୍ କ୍ରିକେଟ ଟୁର୍ନାମେଣ୍ଟ ମ୍ୟାଚ୍ ଉଦଯାପିତ

March 9, 2026
ଏକାମ୍ର ହାଟରେ “ସପ୍ତାହର କାରିଗର” କାର୍ଯ୍ୟକ୍ରମର ଶୁଭାରମ୍ଭ

Launch of “Craftsperson of the Week” Programme at Ekamra Haat

March 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମେଳଣ ମଣ୍ଡପାରୁଢ଼ ହେଲେ ପଶ୍ଚିମାସମ୍ଭୁ ଶ୍ରୀ ସୋମନାଥ ଦେବଙ୍କ ସହ ପାଞ୍ଚ ଠାକୁର : ଆତସବାଜି ପ୍ରଦର୍ଶନରେ ଜମିଲା ହରିରାଜପୁର ପଞ୍ଚୁଦୋଳ ମେଳଣ

ଆଜିଠୁ ହରିରାଜପୁର ପଞ୍ଚୁ୍‌ଦୋଳ ଆତସବାଜିରେ କମ୍ପିବ ମେଳଣ ପଡିଆ

March 10, 2026
ମେଳଣ ମଣ୍ଡପାରୁଢ଼ ହେଲେ ପଶ୍ଚିମାସମ୍ଭୁ ଶ୍ରୀ ସୋମନାଥ ଦେବଙ୍କ ସହ ପାଞ୍ଚ ଠାକୁର : ଆତସବାଜି ପ୍ରଦର୍ଶନରେ ଜମିଲା ହରିରାଜପୁର ପଞ୍ଚୁଦୋଳ ମେଳଣ

ମେଳଣ ମଣ୍ଡପାରୁଢ଼ ହେଲେ ପଶ୍ଚିମାସମ୍ଭୁ ଶ୍ରୀ ସୋମନାଥ ଦେବଙ୍କ ସହ ପାଞ୍ଚ ଠାକୁର : ଆତସବାଜି ପ୍ରଦର୍ଶନରେ ଜମିଲା ହରିରାଜପୁର ପଞ୍ଚୁଦୋଳ ମେଳଣ

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version