• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀ ତୁଳସୀ ଚଉରା ରେ ସନ୍ଥ ତୁଳସୀ ଦାସ ଙ୍କ ପ୍ରତିମୂର୍ତ୍ତି ସ୍ଥାପନ

Proprietor Abhimanyu Maharana by Proprietor Abhimanyu Maharana
July 10, 2024
in ଓଡ଼ିଶା, ପୁରୀ, ମହାନଗର, ହୋମ୍
0
ପୁରୀ ତୁଳସୀ ଚଉରା ରେ ସନ୍ଥ ତୁଳସୀ ଦାସ ଙ୍କ ପ୍ରତିମୂର୍ତ୍ତି ସ୍ଥାପନ
Share on FacebookShare on TwitterWhatsapp

ତୁଳସୀ ଚଉରା କୁ ଭାରତ ପର୍ଯ୍ୟଟନ ସୂଚୀରେ ସ୍ଥାନ ଦିଆଯିବ -ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ,

୦୯ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ଚନ୍ଦନପୁର ନିକଟସ୍ଥ ତୁଳସୀ ଚଉରା ଗ୍ରାମରେ ପରମ୍ପରା ଅନୁଯାୟୀ ସନ୍ଥ ତୁଳସୀ ଦାସ ଜୀ ଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି | ଏହି ଭବ୍ୟ କାର୍ଯ୍ୟକ୍ରମରେ ଚିତ୍ରକୂଟ ତୁଳସୀ ପୀଠଧୀଶ୍ୱର ଜଗତଗୁରୁ ରାମନନ୍ଦାଚାର୍ଯ୍ୟ ପଦ୍ମ ବିଭୂଷଣ ରାମଭଦ୍ରାଚାର୍ଯ୍ୟ ଙ୍କ କରକମଳରେ ଏହି ଭବ୍ୟ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଥିଲା | ଏହି ଅବସରରେ ଜଗତଗୁରୁ ରାମଭଦ୍ରାଚାର୍ଯ୍ୟ କହିଥିଲେ

ପାଞ୍ଚ ଶହ ବର୍ଷ ପୂର୍ବେ ସନ୍ଥ ତୁଳସୀ ଦାସ ପୁରୀରେ ପହଂଚି ପୁରୀ ଶ୍ରୀମନ୍ଦିର ରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଙ୍କୁ ଦର୍ଶନ କରିବା ପରେ ଏହି ଗ୍ରାମରେ ଅବସ୍ଥାନ କରିଥିଲେ | ଏହି ସମୟରେ ତୁଳସୀ ଦାସଙ୍କ ମନରେ ଦ୍ଵନ୍ଦ ଉପୁଜି ଥିଲା ମହାପ୍ରଭୁ ଶ୍ରୀଜଗନ୍ନାଥ ଙ୍କ ହାତ ଗୋଡ଼ କୁଆଡେ ଗଲା ” ଏ ତ ମୋ ରାମ ନୁହଁନ୍ତି ” | ଭଗବାନ ଜଗନ୍ନାଥ ନିଜେ ଏଠାରେ ଆବିର୍ଭାବ ହୋଇ ତୁଳସୀ ଦାସ ଙ୍କ ଦ୍ଵନ୍ଦ ଦୂର କରି ରାମ ରୂପରେ ଦର୍ଶନ ଦେଇଥିଲେ |

ଜାତୀୟ ପର୍ଯ୍ୟଟନ ସୂଚୀରେ ଏହି ଗ୍ରାମ ସ୍ଥାନ ପାଇବା ପାଇଁ ସରକାର ଙ୍କୁ କହି ପଦକ୍ଷେପ ନେବାପାଇଁ କହିଥିଲେ | ଏହି ଉତ୍ସବରେ ବଦ୍ରୀନାଥ ର ବାଲକ ଯୋଗେଶ୍ୱର ଦାସ ଜୀ ମହାରାଜ, ନେବଳ ଦାସ ମଠର ମହନ୍ତ ଡ଼ା ରାମ ଚରଣ ଦାସ, ମହିପ୍ରକାଶ ମଠର ମହନ୍ତ ଶୁଭାନନ୍ଦ ପୁରୀ, ଗୋବିନ୍ଦ ଗୋଧାମ ଗୋଶାଳାର ପ୍ରତିଷ୍ଠାତା ପଣ୍ଡିତ ବିଷ୍ଣୁ ଚରଣ ପଣ୍ଡା, ରାଜ୍ୟ ବିଜେପି ନେତ୍ରୀ ରଂଜିତା ପାଢ଼ୀ, ଶ୍ରୀମନ୍ଦିର ବରିଷ୍ଠ ସେବାୟତ ମଧୁସୂଦନ ସିଂହାରୀ,

ସମାଜସେବୀ ଦିଲ୍ଲୀପ ଖଣ୍ଡେଲବାଲ, ରିତା ଖଣ୍ଡେଲବାଲ, ବିଜୟ ଟେବ୍ରିବାଲ, ସରପଞ୍ଚ ମହେନ୍ଦ୍ର ମହାପାତ୍ର, ଗ୍ରାମ୍ୟ କମିଟି ସଭାପତି ବଳରାମ ମହାପାତ୍ର, ସମ୍ପାଦକ ସନ୍ତୋଷ ମହାପାତ୍ର, କୁଳଗୁରୁ ଜଗନ୍ନାଥ ଷଡ଼ଙ୍ଗୀ, ରବୀନ୍ଦ୍ର ଷଡ଼ଙ୍ଗୀ ପ୍ରମୁଖ ଉପସ୍ଥିତ ଥିଲେ | କାର୍ଯ୍ୟକ୍ରମ କୁ ବରିଷ୍ଠ ସାମ୍ବାଦିକ ବିଷ୍ଣୁଦତ୍ତ ଦାସ ପରିଚାଳନା କରିଥିଲେ | ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ମହାସଚିବ ତଥା ରାଜ୍ୟସଭା ସାଂସଦ ଅରୁଣ ସିଂହ, ବିଜେପି ରାଜ୍ୟ ସଂଗଠନ ସମ୍ପାଦକ ମାନସ ମହାନ୍ତି, ଉମେଶ ଖଣ୍ଡେଲବାଲ ପ୍ରମୁଖ ଜଗତଗୁରୁ ଙ୍କୁ ଦର୍ଶନ କରି ସାନିଧ୍ୟ ଲାଭ କରିଥିଲେ |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version