• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମସ୍ୟା ଘେରରେ ଟାକରା ଆବାସିକ ଉଚ୍ଚ ବିଦ୍ୟାଳୟ – ଦୃଷ୍ଟି ଦେଉନାହାନ୍ତି ବିଭାଗୀୟ ଅଧିକାରୀ

Proprietor Abhimanyu Maharana by Proprietor Abhimanyu Maharana
July 11, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ସମସ୍ୟା ଘେରରେ ଟାକରା ଆବାସିକ ଉଚ୍ଚ ବିଦ୍ୟାଳୟ – ଦୃଷ୍ଟି ଦେଉନାହାନ୍ତି ବିଭାଗୀୟ ଅଧିକାରୀ
Share on FacebookShare on TwitterWhatsapp

★ ହଷ୍ଟେଲରେ ଜଳସଂକଟ, ବିପଦରେ ଅନ୍ତେବାସୀ ଛାତ୍ର

★ ଶୈାଚ ଓ ଗାଧୋଇବା ପାଇଁ ସାହାରା ସାଜିଛି ବୃତ୍ତଙ୍ଗ ନଦୀ

★ ଫେଲ୍ ମାରିଛି ୩୯ ଲକ୍ଷ ଟଙ୍କାର ପ୍ରକଳ୍ପ

୧୧ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଦଶପଲ୍ଲା :->  ସମସ୍ୟା ଘେରରେ ଆଦିବାସୀ ମଂଗଳ ବିଭାଗ ଦ୍ବାରା ପରିଚାଳିତ ଟାକରା ସରକାରୀ ଉଚ୍ଚ ବିଦ୍ୟାଳୟ । ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଟାକରା ଉଚ୍ଚ ବିଦ୍ୟାଳୟର ହଷ୍ଟେଲରେ ଅନ୍ତେବାସୀ ଛାତ୍ରଙ୍କୁ ମିଳୁନି ମୈାଳିକ ସୁବିଧା। ଅନ୍ତେବାସୀ ଛାତ୍ରଙ୍କ ପାଇଁ ପାନୀୟଜଳର ସମସ୍ୟା ଲାଗି ରହିଛି । ଯାହାକି ଶୈାଚ ଓ ଗାଧୋଇବା ପାଇଁ ବୃତ୍ତଙ୍ଗ ନଦୀ ସାହାରା ସାଜିଥିବା ଦେଖିବାକୁ ମିଳିଛି । ବିପଦ ସଂକୁଳ ଭାବରେ ହଷ୍ଟେଲରେ ରହୁଥିବା ଶତାଧିକ ଛାତ୍ର ଖରସ୍ରୋତା ବୃତ୍ତଙ୍ଗ ନଦୀକୁ ଯାଉଥିବା ବେଳେ କୈାଣସି ଅଘଟଣ ଘଟିଲେ କିଏ ଦାୟୀ ରହିବ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି ।

ଏପଟେ ପାନୀୟଜଳର ସମସ୍ୟା ନେଇ ପ୍ରାୟ ୩୯ ଲକ୍ଷ ଟଙ୍କା ବ୍ୟୟରେ ହୋଇଥିବା ପାନୀୟଜଳ ପ୍ରକଳ୍ପ ଫେଲ ମାରିଥିବା ହେତୁ ବାଧ୍ୟହୋଇ ଅନ୍ତେବାସୀ ମାନେ ଶୈାଚ ଓ ଗାଧୋଇବା ପାଇଁ ବୃତ୍ତଙ୍ଗ ନଦୀକୁ ଯାଉଥିବା କହିଛନ୍ତି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମୁକେଶ ଦୁଗଲ। ଯାହାକି ଘଟଣା ସମ୍ପର୍କରେ ସମସ୍ତ ଅଧିକାରୀ ଅବଗତ ଥିବା କହିଛନ୍ତି। ବିଶେଷକରି ଦେଖିବାକୁ ଗଲେ ଉକ୍ତ ବିଦ୍ୟାଳୟଟି ବିଭିନ୍ନ ଘଟଣାକୁ ନେଇ ପୂର୍ବରୁ ଚର୍ଚ୍ଚାରେ ରହି ଆସିଛି। ଚଳିତବର୍ଷ ଉକ୍ତ ବିଦ୍ୟାଳୟରେ ପ୍ରଥମ ଠାରୁ ୧୦ମ ପର୍ଯ୍ୟନ୍ତ ୩୧୦ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଥିବା ବେଳେ ହଷ୍ଟେଲରେ ୨୪୦ ଜଣ ଅନ୍ତେବାସୀ ଛାତ୍ର ରହୁଛନ୍ତି। ହେଲେ ଅନ୍ତେବାସଙ୍କ ପାଇଁ ଆବଶ୍ୟକ ସଂଖ୍ୟକ ଶୈାଚାଳୟ ନଥିବା ପ୍ରଧାନ ଶିକ୍ଷକ କହିଛନ୍ତି।

୧୨ଟି ଶୈାଚାଳୟ ରହିଥିବା ବେଳେ ବାଧ୍ୟହୋଇ ଛାତ୍ରମାନେ ନଦୀକୁ ଶୈାଚ ପାଇଁ ଯାଇଥାନ୍ତି। ସେହିଭଳି ପାଣିର ସମସ୍ୟା ପାଇଁ ଏଭଳି ଦୈନିକ ନଦୀକୁ ଗାଧୋଇ ଯିବାକୁ ପଡ଼ୁଥିବା କହିଛନ୍ତି। ବଡ଼କଥା ହେଉଛି ବର୍ଷାଦିନେ ନଦୀରେ ଖରସ୍ରୋତା ପାଣି ପ୍ରବାହିତ ହେଉଛି। ନଦୀରେ ବଡ଼ବଡ଼ ପଥର ରହିଥିବା ବେଳେ ବିଗତ ଦିନରେ ମଧ୍ୟ ଅନେକ ବ୍ୟକ୍ତି ଭାସି ପ୍ରାଣ ହରାଇଛନ୍ତି। ହେଲେ ଶିକ୍ଷାଲାଭ ପାଇଁ ଦୂରଦୂରାନ୍ତରୁ ଆସି ରହୁଥିବା ଛାତ୍ରଙ୍କୁ ବିପଦ ମୁହଁକୁ ଠେଲି ଦିଆଯାଉଥିବା ଦେଖିବାକୁ ମିଳିଛି ।

୩୯ ଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା ପାନୀୟଜଳ ପ୍ରକଳ୍ପଟି ବୃତ୍ତଙ୍ଗ ନଦୀ କୂଳରେ ନିର୍ମାଣ ହୋଇଥିବା ବେଳେ ଏହା ଶୁଖିଲା ପଡ଼ିବା ଉକ୍ତ ପ୍ରକଳ୍ପର ନିର୍ମାଣ ଶୈଳୀକୁ ନେଇ ସନ୍ଦେହ ସୃଷ୍ଟି କରିଛି । ସେହିଭଳି ପୂର୍ବରୁ ମଧ୍ୟ ଉକ୍ତ ବିଦ୍ୟାଳୟରେ ଖାଦ୍ୟ ନିମ୍ନମାନରକୁ ନେଇ ନାନା ସମସ୍ୟା ସୃଷ୍ଟି ହୋଇଛି । ଶିକ୍ଷକଙ୍କ ମେରୀରାୟ ନୀତିକୁ ନେଇ ତତ୍କାଳୀନ ଜିଲ୍ଲାପାଳ ଡ଼. ପୋମା ଟୁଡ଼ୁ କିଛି ଶିକ୍ଷକଙ୍କୁ ଅନ୍ୟତ୍ର ବଦଳି କରିଥିବା ବେଳେ ପରବର୍ତ୍ତି ସମୟରେ ପୁଣି ଉକ୍ତ ବିଦ୍ୟାଳୟରେ ଅବସ୍ଥାପିତ ହୋଇଛନ୍ତି। ଏସମ୍ପର୍କରେ ଡ଼ବ୍ଲୁଇଓ ଜୋର୍ତିମୟୀ ନାୟକ କହିଛନ୍ତି ପିଲାଙ୍କୁ ନଦୀକୁ ଛାଡ଼ିବାକୁ ବାରଣ କରାଯାଇଥିଲା । ଏସମ୍ପର୍କରେ ଦେଖୁଛି ବୋଲି କହିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version