• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିରୋଧୀ ଦଳର ନେତା ଶ୍ରୀ ନବୀନ ପଟ୍ଟନାୟକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ନିଜର କ୍ଷୋଭ ପ୍ରକାଶ କରିଛନ୍ତି

Proprietor Abhimanyu Maharana by Proprietor Abhimanyu Maharana
July 12, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ବିରୋଧୀ ଦଳର ନେତା ଶ୍ରୀ ନବୀନ ପଟ୍ଟନାୟକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ନିଜର କ୍ଷୋଭ ପ୍ରକାଶ କରିଛନ୍ତି
Share on FacebookShare on TwitterWhatsapp

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧି ଦଳ ନେତା

୧୧ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ଶ୍ରୀଜିଉମାନଙ୍କୁ ଆଡ଼ପ ମଣ୍ଡପରେ ବିଜେ କରାଯିବା ପୂର୍ବରୁ ଗତ ମଙ୍ଗଳବାର ଦିନ ପହଣ୍ଡି ସମୟରେ ଘଟିଥିବା ଅଘଟନ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ଚିନ୍ତା ପ୍ରକଟ କରିଛନ୍ତି । ଶ୍ରୀ ପଟ୍ଟନାୟକ ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି ନିଜର କ୍ଷୋଭ ପ୍ରକାଶ କରିଛନ୍ତି । ଚିଠିରେ ସେ ଉଲ୍ଲେଖ କରିଛନ୍ତି, ଚଳିତ ବର୍ଷ ଆଡ଼ପ ମଣ୍ଡପକୁ ବଡ଼ଠାକୁରଙ୍କ ପହଣ୍ଡି ବେଳେ ଯେଉଁ ଅଘଟଣ ଘଟିଲା, ତାହା ସାରା ବିଶ୍ୱର ଜଗନ୍ନାଥପ୍ରେମୀଙ୍କୁ ଗଭୀର ଭାବରେ ବ୍ୟଥିତ କରିଛି । ମୁଁ ମଧ୍ୟ ଏହି ଘଟଣାରେ ଅତ୍ୟନ୍ତ ମର୍ମାହତ । ମହାପ୍ରଭୁ ହେଉଛନ୍ତି ଓଡ଼ିଆ ଜାତିର ଶ୍ରେଷ୍ଠ । ତାଙ୍କର ପହଣ୍ଡି ବେଳେ ଏଭଳି ଅଘଟଣ ଅଶୃତପୂର୍ବ । ଚାରମାଳରେ ପହଣ୍ଡି ସମୟରେ ବଡ଼ଠାକୁର ମୁହଁ ମାଡ଼ି ପଡ଼ିଯିବାର ଦୃଶ୍ୟ ଥିଲା ଅତ୍ୟନ୍ତ ହୃଦୟ ବିଦାରକ ।

ରଥଯାତ୍ରାର ହଜାର ହଜାର ବର୍ଷର ପରଂପରାରେ ଏଭଳି ଘଟଣା କେବେ ଘଟି ନଥିଲା । ଆଖିରେ ଦେଖି ମଧ୍ୟ ଏଭଳି ଅଘଟଣାକୁ ବିଶ୍ୱାସ କରି ହେଲା ନାହିଁ । ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ଓଡ଼ିଆ ଅସ୍ମିତାର ପ୍ରତୀକ । ଓଡ଼ିଆ ଜାତିର ସର୍ବଶ୍ରେଷ୍ଠ ପରିଚୟ । ସେ ହେଉଛନ୍ତି ଏଜାତିର ମଉଡ଼ମଣି । ମହାପ୍ରଭୁଙ୍କ ରଥଯାତ୍ରାରେ ଭାଗ ନେବା ପାଇଁ ଦେଶବିଦେଶରୁ ଲକ୍ଷଲକ୍ଷ ଜଗନ୍ନାଥପ୍ରେମୀ ପୁରୀଧାମ ଆସିଥାନ୍ତି । ସାରା ବିଶ୍ୱର କୋଣ ଅନୁକୋଣରେ ରଥଯାତ୍ରା ବିପୁଳ ଶ୍ରଦ୍ଧା ଓ ଭକ୍ତିର ସହ ପାଳନ କରାଯାଇଥାଏ । ଏତ୍‌ଦ ବ୍ୟତୀତ ଟିଭି ଓ ସାମାଜିକ ଗଣମାଧ୍ୟମ ଜରିଆରେ ସାରା ବିଶ୍ୱର କୋଟିକୋଟି ଜଗନ୍ନାଥପ୍ରେମୀ ମହାପ୍ରଭୁଙ୍କର ଏହି ମାନବୀୟ ଲୀଳାକୁ ସଂଦର୍ଶନ କରି ଦିବ୍ୟ ଆନନ୍ଦ ଲାଭ କରିଥାନ୍ତି ।

ଚିଠିରେ ଶ୍ରୀ ପଟ୍ଟନାୟକ ଆହୁରି ଲେଖିଛନ୍ତି ଯେ, ଏଭଳି ସ୍ପର୍ଶକାତର ବିଷୟରେ ରାଜ୍ୟ ମନ୍ତ୍ରିମଣ୍ଡଳର କିଛି ସଦସ୍ୟ ଯେଭଳି ହାଲୁକା ମନ୍ତବ୍ୟ ଦେଲେ, ତାହା ଜଗନ୍ନାଥପ୍ରେମୀଙ୍କ ଦୁଃଖକୁ ଦ୍ୱିଗୁଣିତ କରିଛି । ଭକ୍ତର ଭାବାବେଗକୁ ଗଭୀର ଆଘାତ ଦେଇଛି । ସରକାରଙ୍କର ଏଭଳି ଆଭିମୁଖ୍ୟ ଜଗନ୍ନାଥପ୍ରେମୀଙ୍କୁ ଆଶ୍ୱସ୍ତ କରିବାରେ ସମର୍ଥ ହେଲା ନାହିଁ । ସୂଚନାଯୋଗ୍ୟ, ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଶ୍ରୀଜିଉମାନଙ୍କର ଗୋଟି ପହଣ୍ଡି ଆରମ୍ଭ ହୋଇଥିଲା । ଚକ୍ରରାଜ ସୁଦର୍ଶନ ପ୍ରଥମେ ପହଣ୍ଡିରେ ଆଡ଼ପମଣ୍ଡପରେ ବିଜେ ହୋଇଥିଲେ ।

ଏହା ପରେ ବଡ଼ଠାକୁର ବଳଭଦ୍ରଙ୍କୁ ତାଳଧ୍ୱଜରୁ ପହଣ୍ଡିରେ ତଳକୁ ଅଣାଯାଉଥିଲା । ମହାପ୍ରଭୁଙ୍କୁ ଚାଳମାଳର ଅଧବାଟରେ ଥିବା ବେଳେ କୌଣସି ତ୍ରୁଟି କାରଣରୁ ଝୁଙ୍କି ପଡ଼ିଥିଲେ । କିନ୍ତୁ ସେବାୟତମାନେ ସତର୍କତାର ସହିତ ଠାକୁରଙ୍କୁ ଧରିଥିଲେ । ତେବେ ଏହି ଅପ୍ରୀତିକର ଘଟଣାରେ ୧୦ରୁ ଊର୍ଦ୍ଧ୍ୱ ସେବାୟତ ଆହତ ହୋଇଥିଲେ । ଆହତମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ତିନି ଠାକୁର ଆଡ଼ପ ମଣ୍ଡପରେ ବିରାଜମାନ କରିବା ବେଳକୁ ରାତି ୧୨ଟା ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜିଲ୍ଲା ପ୍ରଶାସନ ଙ୍କ ସମେତ ବହୁ ବିଧାୟକ ଙ୍କ ଖଣ୍ଡପଡ଼ା ସୁନାମୁହିଁ ଡ୍ୟାମ ପରିଦର୍ଶନ

ଜିଲ୍ଲା ପ୍ରଶାସନ ଙ୍କ ସମେତ ବହୁ ବିଧାୟକ ଙ୍କ ଖଣ୍ଡପଡ଼ା ସୁନାମୁହିଁ ଡ୍ୟାମ ପରିଦର୍ଶନ

August 19, 2026
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ

Rashtriya Prabasi Odia Paribar hosts Health Camp

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜିଲ୍ଲା ପ୍ରଶାସନ ଙ୍କ ସମେତ ବହୁ ବିଧାୟକ ଙ୍କ ଖଣ୍ଡପଡ଼ା ସୁନାମୁହିଁ ଡ୍ୟାମ ପରିଦର୍ଶନ

ଜିଲ୍ଲା ପ୍ରଶାସନ ଙ୍କ ସମେତ ବହୁ ବିଧାୟକ ଙ୍କ ଖଣ୍ଡପଡ଼ା ସୁନାମୁହିଁ ଡ୍ୟାମ ପରିଦର୍ଶନ

August 19, 2026
ରାଷ୍ଟ୍ରୀୟ ପ୍ରବାସୀ ଓଡିଆ ପରିବାର ଦ୍ୱାରା ସ୍ୱାସ୍ଥ୍ୟ ଶିବିର ଆୟୋଜନ

Rashtriya Prabasi Odia Paribar hosts Health Camp

August 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version