୧୩ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବେଗୁନିଆ :-> ଖୋର୍ଦ୍ଧା ଜିଲ୍ଲା ଅବକାରୀ ବିଭାଗ ଅଧିକ୍ଷିକା ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶରେ ଖୋର୍ଦ୍ଧା ସଦର ରେଞ୍ଜ,ଜିଲ୍ଲା ଭ୍ରାମ୍ୟମାଣ ଅବକାରୀ ବିଭାଗ ଓ ବେଗୁନିଆ ଅବକାରୀ ଥାନା ପକ୍ଷରୁ ମିଳିତ ଚଢାଉ କରି ୧୧ ହଜାର ୮ଶହ ଲିଟର ପୋଚ,୧ ହଜାର ୧୨ ଲିଟର ଦେଶୀ ମଦ ଓ ବ୍ୟବହୃତ ସରଞ୍ଜାମ ସହ ଜଣେ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି ।















