• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶରତ ମିଶ୍ର ସ୍ମୃତି କମିଟି ପକ୍ଷରୁ ବିବିଧ କାର୍ଯ୍ୟକ୍ରମ

Proprietor Abhimanyu Maharana by Proprietor Abhimanyu Maharana
July 13, 2024
in ଓଡ଼ିଶା, ଗଞ୍ଜାମ, ହୋମ୍
0
ଶରତ ମିଶ୍ର ସ୍ମୃତି କମିଟି ପକ୍ଷରୁ ବିବିଧ କାର୍ଯ୍ୟକ୍ରମ
Share on FacebookShare on TwitterWhatsapp

୧୩ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :->  ପୂର୍ବତନ ବିଜେପି ରାଜ୍ୟ ଯୁବମୋର୍ଚ୍ଚା ସଭାପତି ତଥା ହିଞ୍ଜିଳିକାଟୁ ବିଜ୍ଞାନ ମହାବିଦ୍ୟାଳୟର ପ୍ରାକ୍ତନ ଛାତ୍ରନେତା ସ୍ବର୍ଗତ ଶରତ କୁମାର ମିଶ୍ରଙ୍କର ଉନବିଂଶ ଶ୍ରାଦ୍ଧ ବାର୍ଷିକୀ ଉତ୍ସବ ଶନିବାର ଏକ ଭାବପୂର୍ଣ୍ଣ ପରିବେଶରେ ସମ୍ପନ୍ନ ହୋଇଛି। ହିଞ୍ଜିଳି ବିଧାନସଭା ବିଜେପି ବିଧାୟକ ପ୍ରାର୍ଥୀ ଶିଶିର କୁମାର ମିଶ୍ରଙ୍କ ସଂଯୋଜନାରେ ସହର ଉପକଣ୍ଠ ନୂଆଁ ବୁରୁପଡା ମା ଶ୍ୟାମଳାଇ ଶକ୍ତିପୀଠ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ବଶିଷ୍ଠ ଆଇନଜୀବି ନିର୍ମଳ କୁମାର ସାହୁ ସଭାପତିତ୍ବ କରିଥିଲେ। ମୁଖ୍ୟ ଅତିଥି ଭାବେ ମାନ୍ୟବର ଖଣି, ଇସ୍ପାତ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମୁଖ୍ୟ ବକ୍ତା ଭାବେ ମାନ୍ୟବର ଆସ୍କା ସାଂସଦ ଅନିତା ଶୁଭଦର୍ଶିନୀ ଓ ସମ୍ମାନିତ ଅତିଥି ଭାବେ ମାନ୍ୟବର ବିଧାୟକ ଭଞ୍ଜନଗର ପ୍ରଦ୍ୟୁମ୍ନ ନାୟକ, ମାନ୍ୟବର ବିଧାୟକ ସୋରଡ଼ା ନୀଳମଣି ବିଷୋୟୀ, ମାନ୍ୟବର ବିଧାୟକ କବିସୂର୍ଯ୍ୟ ନଗର ପ୍ରତାପ ଚନ୍ଦ୍ର ନାୟକ,

ମାନ୍ୟବର ବିଧାୟକ ଛତ୍ରପୁର କୃଷ୍ଣଚନ୍ଦ୍ର ନାୟକ ଓ ଘୁମୁସର ମଣ୍ଡଳ ସଭାପତି ବିଜୟ କୁମାର ସ୍ଵାଇଁ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ସକାଳ ସାଢେ଼ ଆଠଟା ବେଳେ ମାନ୍ୟବର କବିସୂର୍ଯ୍ୟ ନଗର ବିଧାୟକଙ୍କ ନେତୃତ୍ୱରେ ଆରଏମସି ଛକ ଠାରୁ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ପର୍ଯ୍ୟନ୍ତ ଏକ ଗଣଦୌଡର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ପରେ ଶ୍ୟାମଳାଇ ଶକ୍ତିପୀଠ ପରିସରରେ ଆୟୋଜିତ ସ୍ୱେଚ୍ଛାକୃତ ରକ୍ତଦାନ ଶିବିରକୁ ମାନ୍ୟବର ଆସ୍କା ସାଂସଦ ରିବନ କାଟି ଆନୁଷ୍ଠାନିକ ଭାବେ ଶୁଭ ଉଦଘାଟନ କରି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। ପରେ “ଓଡ଼ିଶାର ଅର୍ଥନୀତିରେ ଗଞ୍ଜାମର ଅବଦାନ” ଶୀର୍ଷକ ପାଠଚକ୍ର ଅନୁଷ୍ଠିତ ହୋଇଥିଲା ।

ମୁଖ୍ୟ ଅତିଥିଙ୍କ ସମେତ ମଞ୍ଚାସିନ ଅତିଥିବୃନ୍ଦ ପୂର୍ବତନ ବିଜେପି ରାଜ୍ୟ ଯୁବମୋର୍ଚ୍ଚା ସଭାପତି ତଥା ଦିବଙ୍ଗତ ଶରତ କୁମାର ମିଶ୍ରଙ୍କର ସାଙ୍ଗଠନିକ ଦକ୍ଷତା,ଲୋକପ୍ରିୟତା ଓ ଅନ୍ୟାନ୍ୟ ଗୁଣାବଳୀ ସହ ତାଙ୍କ ଅବର୍ତ୍ତମାନ ଆମ ସମସ୍ତଙ୍କ ହୃଦୟରେ ଚୀରଦିନ ପାଇଁ ଏକ ସ୍ମୃତି ସଦୃଶ୍ୟ ଉଜ୍ଜୀବିତ ହୋଇ ପ୍ରେରଣା ପ୍ରଦାନ କରିବ ବୋଲି ଭାବପୂର୍ଣ୍ଣ ଅଭିବ୍ୟକ୍ତ କରିଥିଲେ। ସ୍ଵେଚ୍ଛାକୃତ ରକ୍ତଦାନ ଶିବିରରେ ସମୁଦାୟ ୩୮ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ବିଜେପି ନଗର ସଭାପତି ସନ୍ତୋଷ କୁମାର ପାଣିଗ୍ରାହୀ ଓ ଘୁମୁସର ଜିଲ୍ଲା ଉପସଭାପତି ମାଧବ ଗୌଡ଼ ପ୍ରମୁଖ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ। ବ୍ରହ୍ମପୁର ଏମକେସିଜି ସ୍ଥିତ ରକ୍ତଭଣ୍ଡାରର କର୍ମଚାରୀ ମାନେ ରକ୍ତ ସଂଗ୍ରହରେ ସହଯୋଗ କରିଥିବା ବେଳେ ଶତାଧିକ କର୍ମୀ ଓ ସମର୍ଥକ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026
ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

ମଧୁବାବୁଙ୍କ ଜୟନ୍ତୀରେ ପୁରୀ ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version