• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏନ୍‌ଡିଏକୁ ଶକ୍ତ ଝଟକା ଦେଲା ଇଣ୍ଡିଆ ମେଣ୍ଟ : ୧୩ ଆସନରେ ଉପ ନିର୍ବାଚନ 

Proprietor Abhimanyu Maharana by Proprietor Abhimanyu Maharana
July 14, 2024
in ଓଡ଼ିଶା, ଦେଶ, ମହାନଗର, ରାଜନୀତି, ହୋମ୍
0
ଏନ୍‌ଡିଏକୁ ଶକ୍ତ ଝଟକା ଦେଲା ଇଣ୍ଡିଆ ମେଣ୍ଟ : ୧୩ ଆସନରେ ଉପ ନିର୍ବାଚନ 
Share on FacebookShare on TwitterWhatsapp

୧୩ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୂଆଦିଲ୍ଲୀ :-> ଲୋକସଭା ନିର୍ବାଚନରେ ବିଜେପିକୁ କଡ଼ା ଟକ୍କର ଦେଇଥିବା ବିରୋଧୀ ମେଣ୍ଟ ଇଣ୍ଡିଆ ଏବେ ୭ ରାଜ୍ୟରେ ଅନୁଷ୍ଠିତ ଉପ ନିର୍ବାଚନରେ ମଧ୍ୟ ଦମଦାର ପ୍ରଦର୍ଶନ କରିଛି । ୭ ରାଜ୍ୟରେ ୧୩ଟି ବିଧାନସଭା ଆସନ ପାଇଁ ଉପ ନିର୍ବାଚନ ହୋଇଥିବା ବେଳେ ଇଣ୍ଡିଆ ମେଣ୍ଟ ବୃହତ୍ତ ବିଜୟ ଦିଗରେ ଆଗକୁ ମାଡ଼ି ଚାଲିଛି । ବର୍ତ୍ତମାନ ସୁଦ୍ଧା ୧୩ଟି ଆସନରୁ ଇଣ୍ଡିଆ ମେଣ୍ଟ ୬ଟିରେ ବାଜିମାତ କରି ସାରିଥିବା ବେଳେ ଆଉ ୫ଟିରେ ଆଗୁଆ ରହିଛି । ବିଜେପି କେବଳ ହିମାଚଳ ପ୍ରଦେଶର ହମିରପୁର ବିଧାନସଭା ଆସନ ଜିତିବାକୁ ସକ୍ଷମ ହୋଇଛି । ଦଳର ବିହାର ସହଯୋଗୀ ଜେଡିୟୁ ଗୋଟିଏ ଆସନରେ ଲିଡ୍ କରୁଛି । ବୁଧବାର ୧୩ ଆସନ ପାଇଁ ହୋଇଥିବା ଉପ ନିର୍ବାଚନରେ କଂଗ୍ରେସ, ଟିଏମସି, ଆପ୍ ଓ ଡିଏମକେ ପ୍ରାର୍ଥୀ ଦେଇଥିଲେ ।

ପଞ୍ଜାବ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ପଶ୍ଚିମବଙ୍ଗ, ମଧ୍ୟପ୍ରଦେଶ, ବିହାର ଓ ତାମିଲନାଡୁର ୧୩ଟି ଆସନ ପାଇଁ ୧୦ ତାରିଖରେ ଭୋଟ ପଡ଼ିଥିଲା । ଆଜି ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବାରେ ଲାଗିଛି । ପଞ୍ଜାବରେ ଆପ୍‌ର ମୋହିନ୍ଦର ଭଗତ ଜଲନ୍ଧର ଅରସନରୁ ୨୩ ହଜାରରୁ ଅଧିକ ଭୋଟରେ ବିଜୟୀ ହୋଇଛନ୍ତି । ପଶ୍ଚିମବଙ୍ଗର ସମସ୍ତ ୪ ଆସନରେ ଟିଏମସି ଜିତିବା ଏକ ପ୍ରକାରର ନିଶ୍ଚିତ ହୋଇସାରିଛି । କେବଳ ଔପଚାରିକ ଘୋଷଣାକୁ ବାକି ରହିଛି । ହିମାଚଳ ପ୍ରଦେଶରେ ମୁଖମନ୍ତ୍ରୀ ସୁଖବିନ୍ଦର ସିଂହ ସୁଖୁଙ୍କ ପତ୍ନୀ କମଲେଶ ଠାକୁର ପ୍ରଥମଥର ପାଇଁ ନିର୍ବାଚନ ମୈଦାନକୁ ଓହ୍ଲାଇଥିଲେ । ସେ ବିଜେପିର ଗଡ଼ ଭାବେ ପରିଚିତ ଦେହରା ଆସନରୁ ଲଢ଼ିଥିଲେ ।

ଏଠାରେ କମଲେଶ ବିଜୟୀ ହୋଇଛନ୍ତି । ନାଲାଗଡ଼ରେ ମଧ୍ୟ କଂଗ୍ରେସ ପ୍ରାର୍ଥୀ ୭ ରାଜ୍ୟର ଉପ ନିର୍ବାଚନରେ ଏନଡିଏକୁ ଝଟ୍‌କା ହରଦୀପ ସିଂହ ବାୱା ଜିତିଛନ୍ତି । ସେ ୩୪,୬୦୮ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପିର କେଏଲ ଠାକୁରଙ୍କୁ କେବଳ ୨୫,୬୧୮ ଖଣ୍ଡ ଭୋଟ ମିଳିଛି । ହମିରପୁର ବିଧାନସଭା ଆସନ ବିଜେପି ଖାତାକୁ ଯାଇଛି । ଏଠାରେ ବିଜେପିର ଆଶୀଷ ଶର୍ମା ୧୫୭୧ ଖଣ୍ଡ ଭୋଟରେ ଜିତିଛନ୍ତି । ଉତ୍ତରାଖଣ୍ଡର ବଦ୍ରିନାଥ ଧଓ ମାଙ୍ଗଲାଉର ଆସନରେ କଂଗ୍ରେସ ପ୍ରାର୍ଥୀମାନେ ବହୁ ଆଗରେ ରହିଛନ୍ତି । ମଧ୍ୟପ୍ରଦେଶର ଅମରୱାର ସିଟରେ କଂଗ୍ରେସ ପ୍ରାର୍ଥୀ ଧୀରନ ଶାହ ଇନଭାତି ବିଜୟ ହେବା ସ୍ଥିତିରେ ଅଛନ୍ତି । ବିହାରର ରୁପାଉଲି ଆସନରେ ଜେଡିୟୁର କଳାଧର ପ୍ରସାଦନ ମଣ୍ଡଳ ଓ ସ୍ୱାଧୀନ ପ୍ରାର୍ଥୀ ଶଙ୍କର ସିଂହଙ୍କ ମଧ୍ୟରେ କଡ଼ା ଟକ୍କର ହେଉଛି । ତଥାପି କଳାଧର ସାମାନ୍ୟ ଆଗରେ ରହିଛନ୍ତି । ତାମିଲନାଡୁର ବିକ୍ରବନ୍ଦି ଆସନରେ ଡିଏମକେର ଅନ୍ନିୟୁର ଶିବା ବିଜୟୀ ହୋଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version