• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ଗୁପ୍ତ ପୁରୁଷୋତ୍ତମ କ୍ଷେତ୍ର ତଥା ଚକାଶିଳା କ୍ଷେତ୍ରରେ : ଲକ୍ଷାଧିକ ଭକ୍ତ ଶ୍ରୀମନ୍ଦିର ନିକଟରେ ପହଚିଂଲା ତାଳଧ୍ୱଜ ଗୁଣ୍ଡିଚା ମନ୍ଦିର ନିକଟରେ ଦେବଦୋଳନ ଓ ନନ୍ଦିଘୋଷ

Proprietor Abhimanyu Maharana by Proprietor Abhimanyu Maharana
July 17, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ମନୋରଞ୍ଜନ, ହୋମ୍
0
ରଣପୁର ଗୁପ୍ତ ପୁରୁଷୋତ୍ତମ କ୍ଷେତ୍ର ତଥା ଚକାଶିଳା କ୍ଷେତ୍ରରେ : ଲକ୍ଷାଧିକ ଭକ୍ତ ଶ୍ରୀମନ୍ଦିର ନିକଟରେ ପହଚିଂଲା ତାଳଧ୍ୱଜ ଗୁଣ୍ଡିଚା ମନ୍ଦିର ନିକଟରେ ଦେବଦୋଳନ ଓ ନନ୍ଦିଘୋଷ
Share on FacebookShare on TwitterWhatsapp

୧୫ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର :-> ଓଡିଶାର ରଣପୁର ଗୁପ୍ତ ପୁରୁଷୋତ୍ତମ କ୍ଷେତ୍ର ତଥା ଚକାଶିଳା କ୍ଷେତ୍ରରେ ଭାବେ ପରିଚିତ ରଣପୁର ବାହୁଡା ଯାତ୍ରାରେ ଆଜି ଅନୁକୂଳ ପାଗ ଯୋଗୁ ଲକ୍ଷାଧିକ ଜନସମାଗମ ହୋଇଥିବା ଦେଖିବାକୁ ମିଳିଛି । ଗୁଣ୍ଡିଚା ଭଳି ବାହୁଡାରେ ଭଲ ପାଗ ଦେଇଥିବା ରୁ ଲୋକ ଙ୍କ ଭିଡ ଜମିଥିଲା । ଯାହାଫଳରେ ଆଜି ରଣପୁର ରଥ ଯାତ୍ରା ରେ ଲକ୍ଷାଧିକ ଭକ୍ତ ସମା୍‌ଗମ ହୋଇଥିବା ଦେଖିବାକୁ ମିଳିଛି । ବଳଭଦ୍ର ଙ୍କର ତାଳଧ୍ୱଜ ରଥ ଶ୍ରୀମନ୍ଦିର ନିକଟରେ ପହଚିଂଥିଲା ବେଳେ ଶୁଭଦ୍ରା ଙ୍କ ଦେବଦୋଳନ ଓ ଜଗନ୍ନାଥ ଙ୍କ ନନ୍ଦିଘୋଷ ଗୁଣ୍ଡିଚା ମନ୍ଦିର ନିକଟରତେ ଅଟକି ରହିଛି । ଗତକାଲି ସଂନ୍ଧ୍ୟାରେ ଆଡପ ମଣ୍ଡପରେ ଶ୍ରୀ ଜୀଉଙ୍କର ନବମୀ ନିତି ସମାପନ୍ନ କରାଯାଇଥିଲା ।

ଆଜି ସକାଳୁ ଅବକାଶ, ବଲ୍ଲଭ ସହ ଅନ୍ୟାନ୍ୟ ନୀତିକାନ୍ତି ସମାପନ ହୋଇଥିଲା । ଦିନ ୧୨.୩୦ ରେ ପହଣ୍ଡି ପାଇଁ ପ୍ରଶାସନ ନିଷ୍ପତି ନେଇଥିବାବେଳେ ଏଥିରେ ବ୍ୟତିକ୍ରମ ଦେଖାଦେଇଥିଲା । ଦିନ ୨.୩୦ ପରେ ଶ୍ରୀଜିଉ ପହଣ୍ଡି ହୋଇଥିଲା । ପ୍ରଥମେ ସୁଦର୍ଶନ ପହଣ୍ଡି କରାଯାଇଥିଲା । ପରେ ଘରବାହୁ ଠାକୁର ଙ୍କୁ ପହଣ୍ଡି କରାଯାଇଥିଲା । ଶେଷ ରେ ତିନି ଠାକୁରଙ୍କୁ ଧାଡି ପହଣ୍ଡିରେ ରଥା ରୁଢ କରାଯାଇଥିଲା । ଏକ ଅପୂର୍ବ ଶୋଭା ମଧ୍ୟରେ ୩ ଠାକୁର ଙ୍କୁ ଝୁଲାଇ ଝୁଲାଇ ପହଣ୍ଡି କରାଯାଇଥିଲା । ବିଶେଷ କରି ଜଗନ୍ନାଥ ଙ୍କ ପହଣ୍ଡି ବେଶ ଆକର୍ଷଣିିୟ ହୋଇଥିଲା । ରଙ୍ଗ ବେରଙ୍ଗିର ଝରା ଲଗେଇ କାଳିଆ ସାଆନ୍ତ ଝୁଲି ଝୁଲି ଗୁଣ୍ଡିଚା ମନ୍ଦିର ରୁ ଆସିଥିଲେ ।

ଏହି ସମୟରେ ବାହାରେ ହଜାର ହଗଜରା ଲୋକ ରୁଣ୍ଡ ହୋଇ ହରି ବୋଲ ,ହୁଳହୁଳିରେ ଗୁଣ୍ଡିଚା ମନ୍ଦିର ସମ୍ମୁଖ ଏକ ଭକ୍ତି ମୟ ପରିବେଶ ସୃଷ୍ଟିୁ ହୋଇଥିଲା । ବିଶେଷ କରି ଜଗନ୍ନାଥ ଙ୍କ ପହଣ୍ଡି ଆଗରେ ଓଡିଶୀ ନୃତ୍ୟ , ଘଂଟ,ଘଂଟା ଓ ମହୁରି ର ଶଦ୍ଦ ବେଶ ମନ୍ତମୁଗ୍ଧ କରିଦେଇଥିଲା । ଆଜି ଦିନତମାମ ରଣପୁର ରେ ତୁହାକୁ ତୁହା ବର୍ଷା ହୋଇଥିଲେ ମଧ୍ୟ ଭକ୍ତ ଓ କାଳିଆ ମିଳନ କୁ କେହିବା ଅଟକେଇ ପାରିନଥିଲେ । ତିନି ଠାକୁର ୪ .୩୦ରେ ରଥା ରୂଢ ପରେ ଅପରାହ୍ନ ୫ ଟାରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ରଣପୁର ରାଜା ଦିଲ୍ଲିପ ଚନ୍ଦ୍ର ସିଂଦେଓ ତିନି ରଥକୁ ଛେରା ପହଁରା କରିବା ପାଇଁ ରାଜବାଟିରୁ ବିମାନ ରେ ବାହାରିଥିଲେ ।

୩ ରଥ ର ଛେରାପହଁରା ପରେ ବଳଭଦ୍ର ଙ୍କ ରଥ ଟଣାଯାଇଥିଲା । ଅପରାହ୍ନ ୬.୧୫ ଟାରେ ବଳଭଦ୍ର ଙ୍କ ରଥ ଶ୍ରୀମନ୍ଦିର ସମ୍ମୁଖରେ ପହଚିଂଥିଲା । ମଙ୍ଗଳବାର ସୁଭଦ୍ରା ଙ୍କ ରଥ କୁ ମହିଳା ମାନେ ଟାଣିବେ । ମଙ୍ଗଳବାର ସନ୍ଧ୍ୟାରେ ପଚୁଂଦୋଳ ପଡିଆ ଠାରେ ଜଗନ୍ନାଥ ରଥ ସମ୍ମୁଖରେ ଓଡିଶାର ପ୍ରତିଷ୍ଠିତ କଳାକାରଙ୍କୁ ନେଇ ଏକ ଭଜନ ସମାରୋହ ଅନୁଷ୍ଠିତ ହେବ । ଏଥିରେ ମାନସି ପାତ୍ର,ନରେନ୍ଦ୍ର କୁମାର,ରବିନ୍ଦ୍ର ମହାପାତ୍ର , ପିନାକି ନାୟକ ଯୋଗ ଦେଇଉଥିବା ବେଳେ ମଚଂ ପରିଚଳନା କରିବେ ମନୋଜ ପ୍ରଧାନ । ବୁଧବାର ଦିନ ଶ୍ରୀଜିଉ ଙ୍କର ଏକାଦଶୀ ନିଥି ସମ୍ପନ୍ନ ହେବ ବୋଲି ପ୍ରଶାସନ ଠାରୁ ଜଣାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

କାଳବୈଶାଖୀର କରାଳ ରୂପ : ପ୍ରବଳ ଝଡ଼ ତୋଫାନ ସହ ବର୍ଷା : ବିଦ୍ୟୁତ ସେବା ବିଛିନ୍ନ – ବ୍ୟାପକ କ୍ଷୟକ୍ଷତି

May 2, 2026
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

ଓଡଖଣ୍ଡ କଲେଜ ଅଧ୍ୟକ୍ଷାଙ୍କୁ ଅବସର ସମ୍ବର୍ଦ୍ଧନା

May 2, 2026
ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

ବୁଦ୍ଧ ଆମ୍ବେଦକର ମିଶନ ପକ୍ଷରୁ ପବିତ୍ର ବୁଦ୍ଧ ଜୟନ୍ତୀ ଉତ୍ସବ ପାଳିତ

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version