• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମହଣ ମହଣ ସୁନାରେ ବେଶ ହେଲେ ଶ୍ରୀବିଗ୍ରହ : ଶ୍ରୀବିଗ୍ରହ ଙ୍କ ଆଗରେ ବସିଲେ ସେବକ ଦର୍ଶନ ରୁ ବଞ୍ଚିତ ଭକ୍ତ

Proprietor Abhimanyu Maharana by Proprietor Abhimanyu Maharana
July 18, 2024
in ଓଡ଼ିଶା, ପୁରୀ, ମନୋରଞ୍ଜନ, ହୋମ୍
0
ମହଣ ମହଣ ସୁନାରେ ବେଶ ହେଲେ ଶ୍ରୀବିଗ୍ରହ : ଶ୍ରୀବିଗ୍ରହ ଙ୍କ ଆଗରେ ବସିଲେ ସେବକ ଦର୍ଶନ ରୁ ବଞ୍ଚିତ ଭକ୍ତ
Share on FacebookShare on TwitterWhatsapp

୧୭ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :->  ଆଷାଢ଼ ଶୁକ୍ଳ ଏକାଦଶୀ ରେ ରଥାରୁଢ଼ ଶ୍ରୀବିଗ୍ରହ ମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି | ମହଣ ମହଣ ସୁନାରେ ମହାପ୍ରଭୁ ଝଟକୁଥିଲେ | ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ ସୁନାବେଶ ସରିବା ପରେ କେତେକ ସେବକ ଠାକୁର ଙ୍କ ଆଗରେ ଠିଆ ହେବା ସହ ବସିଥିବା ଦେଖିବାକୁ ମିଳିଥିଲା | ଶ୍ରୀମନ୍ଦିର ଭଣ୍ଡାର ଘରରୁ ସୁନା ବେଶ ପାଇଁ ଅଳଙ୍କାର ରଥ ଉପରକୁ ଆସିଥିଲା | ଅଳଙ୍କାର ମଧ୍ୟରେ ଶ୍ରୀପୟର, ଶ୍ରୀଭୁଜ, କିରିଟ, କୁଣ୍ଡଳ,ବାହାଡାମାଳୀ, ତାବିଜ ମାଳି, ହରିଡ଼ାକଦମ୍ବ ମାଳି, ବାଘନଖିମାଳି, କଦମ୍ବମାଳି, ସେବତୀମାଳି, ତିଳକ, ଆଡକାନି, ଚନ୍ଦ୍ରସୂର୍ଯ୍ୟ, ଅଳକା,  ଓଡ଼ିଆଣୀ, ଚନ୍ଦ୍ରିକା, ତଡକି, ତ୍ରି ଖଣ୍ଡିକା କମରପଟି, ଝୋବାକଣ୍ଠି, ବଳଭଦ୍ର ଙ୍କ ହଳମୁଷଳ, ଶ୍ରୀଜଗନ୍ନାଥ ଙ୍କ ଚକ୍ର ଓ ରୂପାରେ ଶଙ୍ଖ ଲାଗି ହୋଇଥିଲା | ସୁନାବେଶ ରେ ମେକାପ, ପୁଷ୍ପାଳକ, ଖୁଣ୍ଟିଆ ସେବକ ସହଯୋଗ କରିଥାନ୍ତି |

ସୁନାବେଶରଅନ୍ୟନାମସୁନାବେଶ ,ରାଜବେଶ , ବଡ଼ତଢାଉ ବେଶ| ମହାପ୍ରଭୁ ଶ୍ରଜଗନ୍ନାଥଙ୍କର ଏକ ବିଶେଷ ବେଶ, ଯହିଁରେ ଦିଅଙ୍କୁ ସୁବର୍ଣ୍ଣ ଆଭୂଷଣରେ ଭୂଷଣ କରାଯାଏ । ପ୍ରତିବର୍ଷ ସୁନାବେଶ ପାଞ୍ଚଥର ଅନୁଷ୍ଠିତ ହୋଇଥାଏ ।  ପୁଷ୍ୟାଭିଷେକ, ଫାଲଗୁନ ପୂର୍ଣ୍ଣିମା (ଦୋଳ ପୂର୍ଣ୍ଣିମା), ସିଂହଦ୍ୱାର ରେ ବାହୁଡ଼ା ଏକାଦଶୀ, କାର୍ତ୍ତିକ ପୁର୍ଣିମା ଓ ବିଜୟାଦଶମୀ ଦିନ ଅନୁଷ୍ଠିଏଥିମଧ୍ୟରୁ ଶ୍ରୀମନ୍ଦିରସ୍ଥ ରତ୍ନସିଂହାସନ ଉପରେ ଶ୍ରୀଜୀଉମାନେ କାର୍ତ୍ତିକ ପୂର୍ଣ୍ଣିମା, ପୌଷ ପୂର୍ଣ୍ଣିମା, ଦୋଳ ପୂର୍ଣ୍ଣିମା ଓ ଦଶହରା ତିଥି ଗୁଡ଼ିକରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି ଓ କେବଳ ଥରେ ମାତ୍ର ସମସ୍ତବର୍ଗର ଜନତାଙ୍କ ପାଇଁ ଆଷାଢ଼ ଶୁକ୍ଲ ଏକାଦଶୀଦିନ ସିଂହଦ୍ୱାରଠାରେ ରଖାଯାଇଥିବା ତିନିରଥ ଉପରେ ସୁନାବେଶରେ ସଜ୍ଜିତ ହୋଇଥାନ୍ତି । ଶ୍ରୀଜୀଉମାନଙ୍କର ମଧ୍ୟାହ୍ନ ଧୂପ ଶେଷ ହେବା ପରେ, ପ୍ରାୟ ୨ଘଣ୍ଟା ସମୟ ବିନିମୟରେ ତିନିରଥ ଉପରେ ସୁନାବେଶ ଅନୁଷ୍ଠିତ ହୋଇଥାଏ ।

ଶ୍ରୀଜୀଉମାନେ ସୁନାବେଶରେ ପ୍ରାୟ ୬ଘଣ୍ଟା ପର୍ଯ୍ୟନ୍ତ ଭକ୍ତମାନଙ୍କୁ ଦର୍ଶନ ଦିଅନ୍ତି ।ଭିତିରଚ୍ଛ ମହାପାତ୍ର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ, ତଳିଚ୍ଛ ମହାପାତ୍ର ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ବାଡ଼ରେ ଓ ପୁଷ୍ପାଳକ ସେବାୟତ ଦେବୀ ସୁଭଦ୍ରାଙ୍କ ବାଡ଼ରେ ଯଥାକ୍ରମେ ନନ୍ଦିଘୋଷ, ତାଳଧ୍ୱଜ ଓ ଦର୍ପଦଳନ ରଥରେ ଶ୍ରୀବିଗ୍ରହମାନଙ୍କୁ ସୁନାବେଶରେ ସଜ୍ଜିତ କରିବାର ପରମ୍ପରା ରହିଛି। ରାଜା ମହାରାଜାମାନେ ପ୍ରଭୁଙ୍କ ଆଦେଶ ବାହକ ସେବକ ରୂପେ ସେବା କରୁଥିଲେ । କିଛି ରାଜା ମହାପ୍ରଭୁଙ୍କୁ ଓଡ଼ିଶାର ରାଜା ରୂପେ ଘୋଷଣାକରି ରାଜଭିଷେକ ମଧ୍ୟ କରିଥିଲେ । କିଛି ଗବେଷକଙ୍କ ମତରେ ରାଜା ଅନଙ୍ଗଭୀମ ଦେବ ପବିତ୍ର ଆଷଆଷାଢ଼ ମାସରେ ଏହି ବେଶ କରା ଇଥିଲେ । ଅନ୍ୟ କେତେ ଗବେଷକଙ୍କ ମତରେ ରଥଉପରେ ସୁନାବେଶ ବଡ଼ତଢାଉଙ୍କ ପରାମର୍ଶରେ ରାଜା କରେଇଥିଲେ ।

ବଡ଼ତଢାଉ ବେଶ ମତରେ ରାଜା କପିଳେନ୍ଦ୍ର ଦେବ ୧୪୬୦ରେ ଦକ୍ଷିଣ ବିଜୟରୁ ଫେରିବା ବେଳେ ୧୬ଟି ହାତୀ ପିଠିରେ ବୋଝେଇ ସୁନାଅଳଙ୍କାର ଆଣିଥିଲେ |ସମର୍ପଣ କରିଥିବା ନେଇ ଜୟବିଜୟ ଦ୍ୱାରସ୍ଥିତ ଶିଳାଲେଖରେ ସୂଚନା ରହିଛି । ଅଳଙ୍କାର ସମ୍ପର୍କରେ ରାଜା ବଡ଼ତଢାଉଙ୍କ ପରାମର୍ଶ ନେଇଥିଲେ । ରତ୍ନବେଦିରେ ମହାପ୍ରଭୁଙ୍କ ବିଭିନ୍ନ ବେଶକୁ ସବୁବର୍ଗରେ ଭକ୍ତ ଦର୍ଶନ କରି ପାରୁନାହାନ୍ତି ତେଣୁ ରଥ ଉପରେ ସବୁବର୍ଗର ଦର୍ଶନ ପାଇଁ ମହାପ୍ରଭୁଙ୍କ ସୁନାବେଶ କରେଇବାକୁ ବଡ଼ତଢାଉ ରାଜାଙ୍କୁ ବିନତି କରିଥିଲେ । ଦକ୍ଷିଣାଭିମୁଖୀ ଯାତ୍ରାରେ ତିନି ରଥ ସିଂହଦ୍ୱାରରେ ପହଞ୍ଚିବା ପରେ ବଡ଼ ଏକାଦଶୀ ଦିନ ରଥ ଉପରେ ସୁନାବେଶ କରିବାକୁ ରାଜା ଅନୁମତି ଦେଇଥିଲେ ।

ବହୁବର୍ଷ ଧରି ରଥ ଉପରେ ସୁନାବେଶରେ ମହାପ୍ରଭୁଙ୍କୁ ୧୩୮ ପ୍ରକାର ରତ୍ନ ଖଚିତ ସ୍ୱର୍ଣ୍ଣାଳଙ୍କାର ଲାଗି ହେଇଥିଲା । ଏବେ ଏଥିରେ କିଛି ପରିବର୍ତ୍ତନ ହୋଇଛି । ମହାପ୍ରଭୁଙ୍କ ମଧ୍ୟାହ୍ନ ଧୂପ ପରେ ରଥ ଉପରେ ସୁନାବେଶ ପାଇଁ ଭଣ୍ଡାର ଗୃହରୁ ପାଳିଆ ଭଣ୍ଡାରି ମେକାପ, ପାଳିଆ ଖୁଣ୍ଟିଆ ସେବକ, ମାଜିଷ୍ଟ୍ରେଟ ପୋଲିସ ଓ ଶ୍ରୀମନ୍ଦିର ଅଫିସରଙ୍କ ଉପସ୍ଥିତିରେ ବେଶ ଅଳଙ୍କାର ଗଣତି କରି ଆଣିଥାନ୍ତି । ତିନି ରଥରେ ରଥାରୂଢ଼ ଦାରୁଦେବତାଙ୍କୁ ପାଳିଆ ପୁଷ୍ପାଳକ, ଦଇତାପତି, ଖୁଣ୍ଟିଆ ମେକାପ, ତଳୁଚ୍ଛ, ଭିତରଚ୍ଛ ପ୍ରମୁଖ ସୁନାବେଶ ଆଭୁଷଣ ଲାଗି କରିଥାନ୍ତି ।

 (ଦେବୀ ପ୍ରସନ୍ନ ଗାଙ୍ଗୁଲି, ଫଟୋ ସାମ୍ବାଦିକ, ପୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026
ଓଡିଶା ଗ୍ରାମୀଣ ବ୍ଯାଙ୍କ ପକ୍ଷରୁ ରକ୍ତଦାନ ଶିବିର…ଏହି ଶିବିର ରେ 15 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି

ଓଡିଶା ଗ୍ରାମୀଣ ବ୍ଯାଙ୍କ ପକ୍ଷରୁ ରକ୍ତଦାନ ଶିବିର…ଏହି ଶିବିର ରେ 15 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି

May 2, 2026
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

ନୟାଗଡ, ଆନ୍ତର୍ଜାତିକ ଶ୍ରମିକ ଦିବସ-୨୦୨୬

May 2, 2026
ଓଡିଶା ଗ୍ରାମୀଣ ବ୍ଯାଙ୍କ ପକ୍ଷରୁ ରକ୍ତଦାନ ଶିବିର…ଏହି ଶିବିର ରେ 15 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି

ଓଡିଶା ଗ୍ରାମୀଣ ବ୍ଯାଙ୍କ ପକ୍ଷରୁ ରକ୍ତଦାନ ଶିବିର…ଏହି ଶିବିର ରେ 15 ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି

May 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version