• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁଣି ଆଜି ଖୋଲାଗଲା ଭିତର ରତ୍ନଭଣ୍ଡାର

Proprietor Abhimanyu Maharana by Proprietor Abhimanyu Maharana
July 18, 2024
in ଓଡ଼ିଶା, ପୁରୀ, ହୋମ୍
0
ପୁଣି ଆଜି ଖୋଲାଗଲା ଭିତର ରତ୍ନଭଣ୍ଡାର
Share on FacebookShare on TwitterWhatsapp

୧୮ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପୁରୀ :-> ଖୋଲିଲା ଭିତର ରତ୍ନ ଭଣ୍ଡାର। ନିର୍ଦ୍ଧାରିତ ସମୟ ୯ଟା ୫୧ରେ ଖୋଲିଲା ରତ୍ନଭଣ୍ଡାର। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀଙ୍କ ସମେତ ୧୧ଜଣିଆ ଟିମ୍‌ଙ୍କ ଉପସ୍ଥିତିରେ ଭଣ୍ଡାର ଖୋଲାଯାଇଛି। ଏସଓପି ଅନୁସାରେ ରତ୍ନ ଅଳଙ୍କାର ସ୍ଥାନାନ୍ତର ହେବ ବୋଲି ନିଷ୍ପତ୍ତି ହୋଇଛି। ଏହି ସମୟରେ ପୁରୀ ରାଜା ଗଜପତି ମହାରାଜ ମଧ୍ୟ ଆସିପାରନ୍ତି ବୋଲି ଜଷ୍ଟିସ ରଥ ସୂଚନା ଦେଇଥିଲେ। ତେବେ ସୂଚନାନୁସାରେ ଗଜପତି ପୁରୀରେ ପହଞ୍ଚି ସାରିଛନ୍ତି। ଆଉ କିଛି ସମୟ ପରେ ସେ ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ଦେଇ ଭିତରେ ପ୍ରବେଶ କରିବେ।ସୂଚନାଯୋଗ୍ୟ, ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ପାଇଁ ଗୁରୁବାର ଖୋଲିଛି। ସେହିପରି ଗୁରୁବାର ସକାଳ ୮ଟା ପରେ ଭକ୍ତଙ୍କ ଶ୍ରୀମନ୍ଦିର ପ୍ରବେଶ ଉପରେ କଟକଣା ଲାଗିଛି।

କେବଳ ଅଧିକୃତ ବ୍ୟକ୍ତି ଓ ସେବା ନିୟୋଜିତ ସେବକମାନେ ମନ୍ଦିର ପ୍ରବେଶ କରିଛନ୍ତିରତ୍ନଭଣ୍ଡାର ଖୋଲିବାକୁ ନିର୍ଦେଶିତ କମିଟି ସଦସ୍ଯ ମାନେ ଆଜି ସକାଳୁ ସିଂହଦ୍ବାର ସମ୍ମୁଖରେ ରଥାରୂଢ ମହାପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ଲାଭ କରିଥିଲେ। ଏହା ପରେ ସମସ୍ତେ ଏକାଠି ଶ୍ରୀମନ୍ଦିରକୁ ପ୍ରବେଶ କରିଥିଲେ। ମା ବିମଳା, ମା ଲକ୍ଷ୍ମୀଙ୍କ ସହ ପାର୍ଶ୍ବ ଦେବାଦେବୀଙ୍କ ଦର୍ଶନ କରିବା ପରେ ପାରମ୍ପରିକ ଧୋତି ଗାମୁଛା ପରିଧାନ କରିଥିଲେ ସମସ୍ତ କମିଟି ସଦସ୍ଯ ଏବଂ ଶୁଭ ମୁହୂର୍ତ୍ତ ଦିନ 9.51 ମିନିଟ୍ ସମୟରେ ଭଣ୍ଡାରକୁ ପ୍ରବେଶ କରିଥିଲେ। ଟ୍ରେଜେରୀରୁ ଆସିଥିବା ଚାବିରେ ଭଣ୍ଡାର ଖୋଲାଯିବା ସହ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗ ରୁମକୁ ନେବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗଜପତି ମହାରାଜ ମଧ୍ଯ ନିଜେ ଉପସ୍ଥିତ ରହିଥିଲେ ।

ସୂଚନା ଯୋଗ୍ଯ ଯେ, ଗତ 14 ତାରିଖ ଦିନ ଭିତର ଭଣ୍ଡାର ମୁଖ୍ୟ ଦ୍ବାରରେ ଲାଗିଥିବା 3ଟି ଯାକ ତାଲା ଟ୍ରେଜେରୀରୁ ଆସିଥିବା ଦୁଇଟି ଚାବିରେ ନ ଖୋଲିବାରୁ ତାଲାଗୁଡିକୁ ଭାଙ୍ଗି କମିଟି ପ୍ରବେଶ କରିଥିଲେ । କିନ୍ତୁ ସମୟ ଅଭାବରୁ ସ୍ଥାନାନ୍ତର ପ୍ରକ୍ରିୟା ସମ୍ଭବପର ହୋଇ ପାରି ନଥିଲା । ସେହିଦିନ ଭିତର ଭଣ୍ଡାର ଦ୍ବାରରେ ଭଙ୍ଗାଯାଇଥିବା 3ଟି ଯାକ ତାଲା ଏବଂ ପୁରୁଣା ଦୁଇଟି ଚାବିକୁ ଜିଲ୍ଲା ଟ୍ରେଜେରିରେ ଜମା କରାଯାଇଛି । ଏଥି ସହିତ 2ଟି ନୂଆ ତାଲା ପକାଯାଇ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ସିଲ୍ କରି ତାହାର ଚାବିକୁ ମଧ୍ୟ ଟ୍ରେଜେରିରେ ଜମା କରାଯାଇଥିଲା । ସେହି ନୂଆ ତାଲାର ଚାବି ଟ୍ରେଜେରିରୁ ଆଣି ଭଣ୍ଡାର ଖୋଲାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ପୋଲିସ ପକ୍ଷରୁ ୩୩୫ ଜଣ ଅସାମାଜିକ ବ୍ୟକ୍ତି ଗିରଫ

ପୁରୀ ପୋଲିସ ପକ୍ଷରୁ ୩୩୫ ଜଣ ଅସାମାଜିକ ବ୍ୟକ୍ତି ଗିରଫ

June 25, 2026
ସ୍ୱାବଲମ୍ବୀ ଯୁବା – ସମୃଦ୍ଧ ଓଡିଶା ସମାବେଶ

ସ୍ୱାବଲମ୍ବୀ ଯୁବା – ସମୃଦ୍ଧ ଓଡିଶା ସମାବେଶ

June 25, 2026
ଧ୍ୟାନକୁଦ ପୀଠରେ ରଥଯାତ୍ରା ଲାଗି ପ୍ରସ୍ତୁତି ବୈଠକ

ଧ୍ୟାନକୁଦ ପୀଠରେ ରଥଯାତ୍ରା ଲାଗି ପ୍ରସ୍ତୁତି ବୈଠକ

June 25, 2026
ବ୍ଲକ ସ୍ତରୀୟ ଜାତି, ଜନଜାତି ସମ୍ବାଦ ବୈଠକ

ବ୍ଲକ ସ୍ତରୀୟ ଜାତି, ଜନଜାତି ସମ୍ବାଦ ବୈଠକ

June 25, 2026

Recent News

ପୁରୀ ପୋଲିସ ପକ୍ଷରୁ ୩୩୫ ଜଣ ଅସାମାଜିକ ବ୍ୟକ୍ତି ଗିରଫ

ପୁରୀ ପୋଲିସ ପକ୍ଷରୁ ୩୩୫ ଜଣ ଅସାମାଜିକ ବ୍ୟକ୍ତି ଗିରଫ

June 25, 2026
ସ୍ୱାବଲମ୍ବୀ ଯୁବା – ସମୃଦ୍ଧ ଓଡିଶା ସମାବେଶ

ସ୍ୱାବଲମ୍ବୀ ଯୁବା – ସମୃଦ୍ଧ ଓଡିଶା ସମାବେଶ

June 25, 2026
ଧ୍ୟାନକୁଦ ପୀଠରେ ରଥଯାତ୍ରା ଲାଗି ପ୍ରସ୍ତୁତି ବୈଠକ

ଧ୍ୟାନକୁଦ ପୀଠରେ ରଥଯାତ୍ରା ଲାଗି ପ୍ରସ୍ତୁତି ବୈଠକ

June 25, 2026
ବ୍ଲକ ସ୍ତରୀୟ ଜାତି, ଜନଜାତି ସମ୍ବାଦ ବୈଠକ

ବ୍ଲକ ସ୍ତରୀୟ ଜାତି, ଜନଜାତି ସମ୍ବାଦ ବୈଠକ

June 25, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ପୋଲିସ ପକ୍ଷରୁ ୩୩୫ ଜଣ ଅସାମାଜିକ ବ୍ୟକ୍ତି ଗିରଫ

ପୁରୀ ପୋଲିସ ପକ୍ଷରୁ ୩୩୫ ଜଣ ଅସାମାଜିକ ବ୍ୟକ୍ତି ଗିରଫ

June 25, 2026
ସ୍ୱାବଲମ୍ବୀ ଯୁବା – ସମୃଦ୍ଧ ଓଡିଶା ସମାବେଶ

ସ୍ୱାବଲମ୍ବୀ ଯୁବା – ସମୃଦ୍ଧ ଓଡିଶା ସମାବେଶ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version