• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବର୍ଷାଋତୁ ହେଲେ ବଢ଼ୁଛି ବିଶାକ୍ତ ଜନ୍ତୁଙ୍କ ଭୟ

Proprietor Abhimanyu Maharana by Proprietor Abhimanyu Maharana
July 19, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ବର୍ଷାଋତୁ ହେଲେ ବଢ଼ୁଛି ବିଶାକ୍ତ ଜନ୍ତୁଙ୍କ ଭୟ
Share on FacebookShare on TwitterWhatsapp

୪ ବର୍ଷରେ ୧୫ ଜଣଙ୍କ ସର୍ପାଘାତରେ ହେଲାଣି ମୃତ୍ୟୁ

ମିଳୁନି ଚିକିତ୍ସା, ଗୁଣି ଗାରେଡ଼ି ଉପରେ ଭରସା

୧୯ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଦଶପଲ୍ଲା  :-> ବର୍ଷାଋତୁ ଆସିଲେ ବଢ଼ୁଛି ବିଶାକ୍ତ ଜନ୍ତୁଙ୍କ ଭୟ। ରାସ୍ତାଘାଟ, ବାଡ଼ିମାଳ ଓ ବଣଜଙ୍ଗଲ ଆଦି ଲତାବୁଦାରେ ପରିପୂର୍ଣ୍ଣ ହୋଇ ରହିଥାଏ। ଏଥିସହିତ ବିଭିନ୍ନ ବିଶାକ୍ତ ଜନ୍ତୁ ତଥା ସାପ ଓ ବିଛାଙ୍କ ଅଧିକ ଚଳପ୍ରଚଳ ରହିଥାଏ। ଯାହାକି ସେମାନେ ଆଘାତପ୍ରାପ୍ତ ହେବାପରେ ମନୁଷ୍ୟଙ୍କୁ ଆଘାତ କରିଥାନ୍ତି। ହେଲେ ଅନେକ ସ୍ଥାନରେ ତତ୍କାଳ ଚିକିତ୍ସା ସେବା ମିଳୁନଥିବା ହେତୁ ଅନେକ ବ୍ୟକ୍ତି ପ୍ରାଣ ହରାଇଥାନ୍ତି। ଯାହାକି ଏହି ବର୍ଷାଋତୁରେ ବଣଜଙ୍ଗଲ ଘେରା ଅଞ୍ଚଳ ମାନଙ୍କରେ ଲୋକ ଅଧିକ ସର୍ପାଘାତର ସମ୍ମୁଖୀନ ହୋଇଥାନ୍ତି। ଚିକିତ୍ସା ସେବା ନପାଇ ତଥା ଦେଶୀ ଚିକିତ୍ସା ଓ ଗୁଣି ଗାରେଡ଼ି ଉପରେ ଭରସା କରି ଅନେକଙ୍କ ମୃତ୍ୟୁ ହୋଇଥାଏ। ଦଶପଲ୍ଲା ବ୍ଲକରେ ଏଭଳି ଅନେକ ଘଟଣା ଘଟୁଥିବା ବେଳେ ଆଦିବାସୀ ବହୁଳ ଉପାନ୍ତ ଅଞ୍ଚଳବାସୀଙ୍କୁ ଜରୁରୀକାଳିନ ପରିସ୍ଥିତିରେ ଉପଯୁକ୍ତ ଚିକିତ୍ସା ସେବା ମିଳୁନଥିବା ଅଭିଯୋଗ ହେଉଛି।

ସ୍ବାସ୍ଥ୍ୟକେନ୍ଦ୍ର ଥାଇ ଡ଼ାକ୍ତର ନଥିବା ବେଳେ ରୋଗୀଙ୍କୁ ସ୍ବାସ୍ଥ୍ୟକେନ୍ଦ୍ର ଆଣିବାରେ ଯୋଗାଯୋଗ କରିବା ଓ ଗମନାଗମନ ପାଇଁ ରାସ୍ତା ବାଧକ ସାଜୁଛି। ଯାହାକି ଗତକାଲି ଚଡ଼େୟାପଲ୍ଲୀ ପଞ୍ଚାୟତ ବାଲିବେରେଣା ଗ୍ରାମର ଜଣେ ବ୍ୟକ୍ତି ସର୍ପାଘାତରେ ପ୍ରାଣ ହରାଇଥିବା ଦେଖିବାକୁ ମିଳିଛି। ସେହିଭଳି ଗତବର୍ଷ ମଧ୍ୟ କଳସାଖମଣ ପଞ୍ଚାୟତରେ ଗୋଟିଏ ରାତିରେ ଶୋଇଥିବା ସମୟରେ ୨ ଜଣ ବ୍ୟକ୍ତିଙ୍କ ସର୍ପାଘାତରେ ମୃତ୍ୟୁ ଘଟିଥିଲା। ଏସବୁ ମଧ୍ୟରେ ଦେଖିବାକୁ ଗଲେ ଦଶପଲ୍ଲା ତହସିଲ ଅଧୀନରେ ଗତ ପ୍ରାୟ ୪ ବର୍ଷ ମଧ୍ୟରେ ସର୍ପାଘାତରେ ୧୫ ଜଣଙ୍କ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ପ୍ରାକୃତିକ ବିପର୍ଯ୍ୟୟ ତଥା ସର୍ପାଘାତ, ବଜ୍ରପାତ ଏବଂ ପାଣିରେ ବୁଡି ମୃତ୍ୟୁ ଘଟୁଥିବା ବ୍ୟକ୍ତିଙ୍କ ପରିବାରକୁ ଅନୁକମ୍ପାମୂଳକ ସରକାରୀ ସହାୟତା ଯୋଗାଇ ଦେବାକୁ ସରକାର ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ଏଥିପାଇଁ ୪ ଲକ୍ଷ ଟଙ୍କା ସହାୟତା ରାଶି ଯୋଗାଇ ଦିଆଯାଉଛି। ୨୦୨୦ ମସିହା ଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଅର୍ଥାତ୍ ୪ ବର୍ଷ ମଧ୍ୟରେ ଦଶପଲ୍ଲା ତହସିଲ ଅଧୀନରେ ୩୦ ଜଣ ବ୍ୟକ୍ତିଙ୍କ ଏହି ପ୍ରାକୃତିକ ବିପର୍ଯ୍ୟୟରେ ମୃତ୍ୟୁ ଘଟିଛି। ୩୦ ଜଣଙ୍କ ମଧ୍ୟରେ ୧୫ ଜଣ କେବଳ ସର୍ପାଘାତରେ ମୃତ୍ୟୁ ଘଟିଥିବା ତହସିଲ ପକ୍ଷରୁ ଜଣାପଡ଼ିଛି। ଯାହାକି ୨୦୨୦ରେ ୩ ଜଣ, ୨୦୨୧ରେ ୨ ଜଣ, ୨୦୨୨ରେ ୭ ଜଣ, ୨୦୨୩ରେ ୩ଜଣଙ୍କୁ ଏହି ସରକାରୀ ସହାୟତା ଯୋଗାଇ ଦିଆଯାଇଛି। ଦିନକୁ ଦିନ ସର୍ପାଘାତ ଜନୀତ ମୃତ୍ୟୁ ସଂଖ୍ୟା ବଢ଼ି ଚାଲିଛି। ବର୍ଷାଦିନେ ଏହି ସଂଖ୍ୟା ଅଧିକ ରହୁଥିବାରୁ ଦୂଷିତ ପରିବେଶ ସାଙ୍ଗକୁ ଲୋକଙ୍କ ମଧ୍ୟରେ ସଚେତନତା ଅଭାବ ପାଇଁ ଲୋକ ସଠିକ୍ ସମୟରେ ଚିକିତ୍ସିତ ହୋଇ ନପାରି ମୃତ୍ୟୁ ଘଟୁଛି। ଏଥିପ୍ରତି ଜନ ସଚେତନତା ଆବଶ୍ୟକ ହୋଇପଡ଼ିଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version