• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ପକ୍ଷରୁ ‘ଜଳବାୟୁ ପରିବର୍ତ୍ତନ’ ଉପରେ ଜାତୀୟ ଆଲୋଚନାଚକ୍ର ଓ ପରିବେଶ ରତ୍ନ ସମ୍ମାନ ସମାରୋହ

Proprietor Abhimanyu Maharana by Proprietor Abhimanyu Maharana
July 21, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ପକ୍ଷରୁ ‘ଜଳବାୟୁ ପରିବର୍ତ୍ତନ’ ଉପରେ ଜାତୀୟ ଆଲୋଚନାଚକ୍ର ଓ ପରିବେଶ ରତ୍ନ ସମ୍ମାନ ସମାରୋହ
Share on FacebookShare on TwitterWhatsapp

୨୦ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :->  ଅଗ୍ରଣୀ ସାମାଜିକ ସଂଗଠନ ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନ ପକ୍ଷରୁ ଭବନେଶ୍ୱର ଜୟଦେବ ଭବନଠରେ ଜଳବାୟୁ ପରିବର୍ତ୍ତନ ଶୀର୍ଷକ ଏକ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନାଚକ୍ରକୁ ଉଦ୍‌ଘାଟନ କରି ଓଡ଼ିଶା ବିଧାନସଭାର ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢୀ କହିଥିଲେ ଯେ, ଜଳବାୟୁ ପରିବର୍ତ୍ତନ ଆଜିକା ଦିନରେ ବିଶ୍ୱବାସୀଙ୍କ ପାଇଁ ଏକ ଆହ୍ୱାନ ଏବଂ ତାହାର ସଫଳ ମୁକାବିଲା କରିବାରେ ବ୍ୟକ୍ତିବିଶେଷଙ୍କ ଠାରୁ ଆରମ୍ଭ କରି ଅନୁଷ୍ଠାନଙ୍କ ସଂସ୍ଥାମାନଙ୍କର ଗୁରୁଦାୟିତ୍ୱ ରହିଛି ।

ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନର ଏଭଳି ଉଦ୍ୟମକୁ ସେ ପ୍ରଶଂସା କରିଥିଲେ । ରାଜ୍ୟ ଗୃହ, ନଗର ଉନ୍ନୟନ, ସାଧାରଣ ଉଦ୍ୟେଗ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର ଯୋଗଦେଇ ଏହି ସମସ୍ୟାର ନିରନ୍ତର ସମାଧାନ କରିବା ଉପରେ ଗୁରୁତ୍ୱ ପ୍ରଦାନ କରିଥିଲେ । ‘ମେକନ’ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ସଞ୍ଜୟ କୁମା ବର୍ମା ଏହି ଅବସରରେ ଜଳବାୟୁ ପରିବର୍ତ୍ତନ ତଥା ପରିବେଶ ସୁରକ୍ଷା ପାଇଁ ତାଙ୍କର ସୁଚିନ୍ତିତ ମତାମତ ପ୍ରକଶ କରିଥିଲେ । ରାଜ୍ୟର ମୁଖ୍ୟ ବନ ସଂରକ୍ଷକ ଶ୍ରୀ ଦେବୀଦତ୍ତ ବିଶ୍ୱାଳ ଜଳବାୟୁ ପରିବର୍ତ୍ତନର ବିଭନ୍ନ ଦିଗ ପ୍ରତି ଆଲୋକପାତ କରିବା ସହ ଏହାକୁ ମୁକାବିଲା କରିବା ପାଇଁ ଛାତ୍ରଛାତ୍ରୀମାନଙ୍କୁ ଆହ୍ୱାନ କରିଥିଲେ ।

ଜିନ୍ଦଲ କମ୍ପାନୀର ଅଧ୍ୟକ୍ଷ ଶ୍ରୀ ଅନୁପ କୁମାର ସିଂହ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏ ସମ୍ବନ୍ଧୀୟ ବ୍ୟାପକ ଜନ ସଚେତନତା ସୃଷ୍ଟି କରିବା ଉପରେ ଗୁରୁତ୍ୱ ପ୍ରଦାନ କରିଥିଲେ । ସ୍ୱତନ୍ତ୍ର ଅତିଥି ଭାବେ ଟ୍ରଷ୍ଟି ଅକ୍ଷୟ କୁମାର ପାଣି, ଓଡ଼ିଶା ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼ର ସଦସ୍ୟ ସମ୍ପାଦକ ଡଃ କେ. ମୁରୁଗେସାନ ଯୋଗଦେଇ ନିଜ ନିଜର ବକ୍ତବ୍ୟ ଉପସ୍ଥାପନ କରିଥିଲେ । ଏହି ଅବସରରେ ପରିବେଶ ସୁରକ୍ଷା ପାଇଁ ବିଭିନ୍ନ ଅନୁଷ୍ଠାନ ତଥା ବ୍ୟକ୍ତିବିଶେଷଙ୍କୁ ‘ପରିବେଶ ରତ୍ନ ସମ୍ମାନ-୨୦୨୪’ରେ ସମ୍ମାନିତ କରାଯାଇଥିଲା ।

ଏହି ଆଲୋଚନାଚକ୍ରକୁ ସୂର୍ଯ୍ୟକ୍ଷେତ୍ର ଫାଉଣ୍ଡେସନର ପ୍ରତିଷ୍ଠାତା ଅଧ୍ୟକ୍ଷ ଡଃ ବିପିନ ବିହାରୀ ମିଶ୍ର ଏବଂ ସମ୍ପାଦିକା ଡଃ ସୁକାନ୍ତି ମିଶ୍ର ପରିଚାଳନା କରିଥିଲେ । ଉପସ୍ଥାପକ ଭାବେ ସୁଚାରୁ ରୂପେ କାର୍ଯ୍ୟ ନିର୍ବାହ କରିଥିଲେ ଡଃ ମୃତ୍ୟୁଞ୍ଜୟ ରଥ । ଆଲୋଚନାଚକ୍ରକୁ ସାଫଲ୍ୟମଣ୍ଡିତ କରିଥିଲେ ଶ୍ରୀ ରବିନାରାୟଣ ରାଉତରାୟ, ବାଳକୃଷ୍ଣ ରାଉତ, ମିଲନ କୁମାର ପ୍ରଧାନ । ପରିଶେଷରେ ଧନ୍ୟବାଦ ପ୍ରଦାନ କରିଥିଲେ ଅନୁଷ୍ଠାନର ଟ୍ରଷ୍ଟି ଶ୍ରୀ କିରଣ ମିଶ୍ର ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କାଶୀନଗର ବ୍ଲକ ଅନ୍ତର୍ଗତ ବୁଦୂରା ଗ୍ରାମ ଠାରେ କୋଠ ଗୃହ ର ଶୁଭ ଉଦଘାଟନ କଲେ ବିଧାୟକ ରୂପେଶ ପାଣିଗ୍ରାହୀ

କାଶୀନଗର ବ୍ଲକ ଅନ୍ତର୍ଗତ ବୁଦୂରା ଗ୍ରାମ ଠାରେ କୋଠ ଗୃହ ର ଶୁଭ ଉଦଘାଟନ କଲେ ବିଧାୟକ ରୂପେଶ ପାଣିଗ୍ରାହୀ

June 18, 2026
ଓଡିଆ ପାଠ୍ୟ ପୁସ୍ତରେ ଅକ୍ଷମଣୀୟ ତ୍ରୁଟି ପାଇଁ ଗଣଶିକ୍ଷାମନ୍ତ୍ରୀ, ବିଭାଗୀୟ ସଚିବ, ନିର୍ଦ୍ଦେଶକ ଏବଂ ଅନ୍ୟାନ୍ୟ ଅଧିକାର/କର୍ମଚାରୀ ମାନଙ୍କ ବିରୁଦ୍ଧରେ ମାମଲା ରୁଜୁ

ଓଡିଆ ପାଠ୍ୟ ପୁସ୍ତରେ ଅକ୍ଷମଣୀୟ ତ୍ରୁଟି ପାଇଁ ଗଣଶିକ୍ଷାମନ୍ତ୍ରୀ, ବିଭାଗୀୟ ସଚିବ, ନିର୍ଦ୍ଦେଶକ ଏବଂ ଅନ୍ୟାନ୍ୟ ଅଧିକାର/କର୍ମଚାରୀ ମାନଙ୍କ ବିରୁଦ୍ଧରେ ମାମଲା ରୁଜୁ

June 18, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

June 18, 2026
ସିପିଆଇ ଏମ୍ ଏଲ ନେତାଙ୍କ ପରଲୋକ

ସିପିଆଇ ଏମ୍ ଏଲ ନେତାଙ୍କ ପରଲୋକ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କାଶୀନଗର ବ୍ଲକ ଅନ୍ତର୍ଗତ ବୁଦୂରା ଗ୍ରାମ ଠାରେ କୋଠ ଗୃହ ର ଶୁଭ ଉଦଘାଟନ କଲେ ବିଧାୟକ ରୂପେଶ ପାଣିଗ୍ରାହୀ

କାଶୀନଗର ବ୍ଲକ ଅନ୍ତର୍ଗତ ବୁଦୂରା ଗ୍ରାମ ଠାରେ କୋଠ ଗୃହ ର ଶୁଭ ଉଦଘାଟନ କଲେ ବିଧାୟକ ରୂପେଶ ପାଣିଗ୍ରାହୀ

June 18, 2026
ଓଡିଆ ପାଠ୍ୟ ପୁସ୍ତରେ ଅକ୍ଷମଣୀୟ ତ୍ରୁଟି ପାଇଁ ଗଣଶିକ୍ଷାମନ୍ତ୍ରୀ, ବିଭାଗୀୟ ସଚିବ, ନିର୍ଦ୍ଦେଶକ ଏବଂ ଅନ୍ୟାନ୍ୟ ଅଧିକାର/କର୍ମଚାରୀ ମାନଙ୍କ ବିରୁଦ୍ଧରେ ମାମଲା ରୁଜୁ

ଓଡିଆ ପାଠ୍ୟ ପୁସ୍ତରେ ଅକ୍ଷମଣୀୟ ତ୍ରୁଟି ପାଇଁ ଗଣଶିକ୍ଷାମନ୍ତ୍ରୀ, ବିଭାଗୀୟ ସଚିବ, ନିର୍ଦ୍ଦେଶକ ଏବଂ ଅନ୍ୟାନ୍ୟ ଅଧିକାର/କର୍ମଚାରୀ ମାନଙ୍କ ବିରୁଦ୍ଧରେ ମାମଲା ରୁଜୁ

June 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version