• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୁରୁ ପୂର୍ଣ୍ଣିମାରେ ଗୁରୁଙ୍କ ଭିନ୍ନ ପ୍ରୟାସ : ଗୁରୁ ସମ୍ବର୍ଦ୍ଧନା ଉତ୍ସବ ଓ ସ୍ମରଣିକା ଉନ୍ମୋଚନ

Proprietor Abhimanyu Maharana by Proprietor Abhimanyu Maharana
July 21, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଗୁରୁ ପୂର୍ଣ୍ଣିମାରେ ଗୁରୁଙ୍କ ଭିନ୍ନ ପ୍ରୟାସ : ଗୁରୁ ସମ୍ବର୍ଦ୍ଧନା ଉତ୍ସବ ଓ ସ୍ମରଣିକା ଉନ୍ମୋଚନ
Share on FacebookShare on TwitterWhatsapp

୨୧ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର :->  ଆଜି ପବିତ୍ର ଗୁରୁ ପୂର୍ଣ୍ଣିମା ତିଥିରେ ନୟାଗଡ଼ ଜିଲ୍ଲା ରଣପୁର ବ୍ଲକର ଜଣାଶୁଣା ଶିକ୍ଷାନୁଷ୍ଠାନ ଝାଡପଡା ସ୍ଥିତ ନୀଳକଣ୍ଠେଶ୍ଵର ଦେବ ବିଦ୍ୟାପୀଠ ପରିସରରେ ଗ୍ରାମର ବରିଷ୍ଠ ଶିକ୍ଷାବିତ୍ ଉପେନ୍ଦ୍ର ରାଉତଙ୍କ ସଭାପତିତ୍ବରେ ଓ ଉକ୍ତ ବିଦ୍ୟାଳୟର ଅବସରପ୍ରାପ୍ତ ଶିକ୍ଷକ ଭାସ୍କର ଚନ୍ଦ୍ର ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବିଦ୍ୟାଳୟର ସ୍ମରଣିକା ” ଅନୁଭୂତିରେ ଆମ ବିଦ୍ୟାଳୟ” ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ମହା ସମାରୋହରେ ପାଳନ କରାଯାଇଛି । ୧୯୫୦ ମସିହାରୁ ଗଠିତ ପ୍ରାଥମିକ ବିଦ୍ୟାଳୟ ଓ ୧୯୮୭ ମସିହାରେ ଗଠିତ ନୀଳକଣ୍ଠେଶ୍ଵର ଦେବ ବିଦ୍ୟାପୀଠ ଗଠନର ଇତିବୃତି ସମ୍ପର୍କିତ ସ୍ମରଣିକା ଉନ୍ମୋଚନ ସହିତ ଉଭୟ ବିଦ୍ୟାଳୟରୁ ଅବସର ପ୍ରାପ୍ତ,

ଦିବଙ୍ଗତ ତଥା ଅଧୁନା କାର୍ଯ୍ୟରତ ୭୦ ଜଣ ଶିକ୍ଷକ, ଶିକ୍ଷୟିତ୍ରୀଙ୍କୁ ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରା ଯାଇଥିଲା । ତତ୍ ସହିତ ବିଦ୍ଯାଳୟ ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ସମସ୍ତ ମହାନ ବ୍ୟକ୍ତିତ୍ଵ ତଥା ନିକଟବର୍ତ୍ତୀ ହାଇସ୍କୁଲ ମାନଙ୍କରୁ ଅବସର ନେଇଥିବା ଗୁରୁଜୀମାନେ ମଧ୍ୟ ସମ୍ବର୍ଦ୍ଧିତ ହୋଇଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ରାଜଶ୍ରୀ ପଟ୍ଟନାୟକ, ମୁଖ୍ୟ ବକ୍ତା ଭାବେ ରଣପୁର ବ୍ଳକ୍ ଶିକ୍ଷା ଅଧିକାରୀ ଶ୍ରୀମତୀ ବନଲତା ବେହେରା, ସମ୍ମାନୀତ ଅତିଥି ଭାବେ ଅବସରପ୍ରାପ୍ତ ପ୍ରାଧ୍ୟାପକ ପ୍ରଫେସର ବିଜୟ କୁମାର ଜେନା ଓ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ପ୍ରସନ୍ନ କୁମାର ରଥ ଯୋଗଦେଇ ସେମାନଙ୍କର ବହୁମୂଲ୍ଯ ଅଭିଭାଷଣ ପ୍ରଦାନ କରିବା ସହ ଗୁରୁଜୀମାନଙ୍କୁ ସମ୍ମାନୀତ କରିଥିଲେ ।

ଅଧ୍ୟାପକ ସଞ୍ଜୀବ କୁମାର ପରିଡ଼ା ଓ ସ‍‍ଂସ୍କୁତ ଶିକ୍ଷକ ପ୍ରଦ୍ୟୁମ୍ନ କୁମାର ସାଥୁଆ ମଞ୍ଚ ପରିଚାଳନା କରିଥିଲେ । ଅବସରପ୍ରାପ୍ତ ଶିକ୍ଷକ ଭାସ୍କର ଚନ୍ଦ୍ର ପ୍ରଧାନଙ୍କ ତତ୍ତ୍ଵାବଧାନରେ ବିଦ୍ୟାଳୟରେ ପାଠପଢି ସମାଜର ମୁଖ୍ଯ ସ୍ରୋତରେ ସାମିଲ ହୋଇଥିବା ପାଖାପାଖି ୪୦୦ରୁ ଉର୍ଦ୍ଧ୍ଵ ପ୍ରାକ୍ତନ ଛାତ୍ରଛାତ୍ରୀ ଉକ୍ତ ଭବଦୀୟ କାର୍ଯ୍ୟକ୍ରମରେ ସାମିଲ୍ ହୋଇ ହଜିଲା ଅତୀତକୁ ରୋମନ୍ଥନ କରିଥିଲେ । ବିଦ୍ୟାଳୟର କାର୍ଯ୍ୟରତ ଶିକ୍ଷକମାନଙ୍କ ସହଯୋଗରେ ଏବଂ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ଉପସ୍ଥିତିରେ କାର୍ଯ୍ୟକ୍ରମଟି ସରସ ସୁନ୍ଦର ହୋଇ ପାରିଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026
ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

ମା’ ଜାଗୁଳାଇ ରାମଲୀଳା ସମିତି ମିର୍ଜାଇପୁର ପକ୍ଷରୁ ରାମଲୀଳା ଅନୁଷ୍ଠିତ

June 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version