• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

୫ ଥର ର ମୁଖ୍ୟମନ୍ତ୍ରୀ ଥିବା ପରେ ବିଧାନସଭାରେ ବଦଳିଲା ନବୀନଙ୍କ ଆସନ : ବସିଲେ ବିରୋଧୀ ଦଳ ନେତାଙ୍କ ସିଟ୍‌ରେ

Proprietor Abhimanyu Maharana by Proprietor Abhimanyu Maharana
July 23, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
୫ ଥର ର ମୁଖ୍ୟମନ୍ତ୍ରୀ ଥିବା ପରେ ବିଧାନସଭାରେ ବଦଳିଲା ନବୀନଙ୍କ ଆସନ : ବସିଲେ ବିରୋଧୀ ଦଳ ନେତାଙ୍କ ସିଟ୍‌ରେ
Share on FacebookShare on TwitterWhatsapp

ନବୀନ ପଟ୍ଟନାୟକଙ୍କ ସିଟ୍‌ରେ ବସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ।

୨୨  ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :->  ୫ ଥରର ମୁଖ୍ୟମନ୍ତ୍ରୀ ଥିବା ନବୀନ ଆଜି ବିରୋଧୀ ଆସନରେ ବସିଛନ୍ତି । ୨୪ ବର୍ଷ ପରେ ବିଧାନସଭାରେ ନବୀନ ପଟ୍ଟନାୟକଙ୍କ ଆସନ ବଦଳିଛି । ନବୀନ ପୂର୍ବତନ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଆସନରେ ବସିଛନ୍ତି । ନବୀନ ପଟ୍ଟନାୟକଙ୍କ ସିଟ୍‌ରେ ବସିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ।

ସେହିପର ଯେଉଁ ଆସନରେ ପୂର୍ବତନ ମନ୍ତ୍ରୀ ବିକ୍ରମ ଆରୁଖ ବସୁଥିଲେ, ସେଥିରେ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂ ଦେଓ ଏବଂ ପ୍ରଦୀପ ଅମାତ ବସୁଥିବା ସିଟରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବସିଛନ୍ତି। ବିଜେଡିର ପାୱାରଫୁଲ ନେତା ପ୍ରଣବ ପ୍ରକାଶ ଦାସ ବସୁଥିବା ଆସନରେ ବସିଲେ ଆକାଶ ଦାସ ନାୟକ । ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଛି l ତେବେ ଗୃହ ଆରମ୍ଭରୁ ଓଡ଼ିଆ ଅସ୍ମିତା କଥା ଉଠାଇ ବିଜେଡି ଓ କଂଗ୍ରେସ ବିଧାୟକ ପ୍ରତିବାଦ କରିଥିଲେ ।

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଛିଡା ହେଇ ପ୍ରତିବାଦ କରିଥିଲେ । ଏହା ସହିତ କଂଗ୍ରେସ ବିଧାୟକମାନେ ଗୃହ ମଧ୍ୟ ଭାଗକୁ ଆସି ପ୍ରତିବାଦ କରିଥିଲେ । ଶେଷରେ ରାଜ୍ୟପାଳଙ୍କ ଅଭିଭାଷଣ ଚାଲିଥିବା ସମୟରେ ବିରୋଧୀ କକ୍ଷତ୍ୟାଗ କରିଥିଲେ । ଏହି ଏହି ଅଧିବେଶନରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ମୋହନ ସରକାର ପୂର୍ଣ୍ଣାଙ୍ଗ ବଜେଟ ଆଗତ କରିବେ । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

May 4, 2026
ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version