୨୩ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଖୋର୍ଦ୍ଧା-ଜଟଣୀ :-> ଇଷ୍ଟ କୋଷ୍ଟ ରେଲୱେ ଖୋର୍ଦ୍ଧାରୋଡ଼ ରେଳ ମଣ୍ଡଳର ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ (ପରିଚାଳନା) ଭାବେ ଶ୍ରୀ ପ୍ରଦୀପ କୁମାର ବେହେରା ଦାୟିତ୍ଵ ଗ୍ରହଣ କରିଛନ୍ତି । ସେ,ଏହା ପୂର୍ବରୁ ପୂର୍ବତଟ ରେଳବାଇ, ଭୁବନେଶ୍ୱରରେମୁଖ୍ୟ ବୈଦ୍ୟୁତିକ ଇଞ୍ଜିନିୟର (ନିର୍ମାଣ) I ଭାବରେ କାର୍ଯ୍ୟ କରୁଥିଲେ । ଶ୍ରୀ ପ୍ରଦୀପ ବେହେରା ୧୯୯୮ ବ୍ୟାଚ୍ ଅଫ୍ ଇଣ୍ଡିଆନ୍ ରେଲୱେ ସର୍ଭିସେସ୍ ଅଫ୍ ଇଲେକ୍ଟ୍ରିକାଲ୍ ଇଞ୍ଜିନିୟରିଂ (IRSEE) ଅଟନ୍ତି ।















