• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭବାନିପାଟଣାଠାରେ ଜିଲ୍ଲାସ୍ତରୀୟ ୭୮ତମ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ

Proprietor Abhimanyu Maharana by Proprietor Abhimanyu Maharana
July 24, 2024
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ଭବାନିପାଟଣାଠାରେ ଜିଲ୍ଲାସ୍ତରୀୟ ୭୮ତମ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ
Share on FacebookShare on TwitterWhatsapp

୨୪ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କଳାହାଣ୍ଡି :->  ଜିଲ୍ଲା ସଦର ମହକୁମା ଭବାନୀପାଟଣାଠାରେ ଆସନ୍ତା ୭୮ ତମ ସ୍ବାଧିନତା ଦିବସ ପାଳନ ଉପଲକ୍ଷେ ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅତିରିକ୍ତ ଜିଲ୍ଲାପାଳ ତ୍ରିଲୋଚନ ପାତ୍ରଙ୍କ ସମେତ ଆମନ୍ତ୍ରିତ ବିଭିନ୍ନ ଶିକ୍ଷାନଷ୍ଠାନର କର୍ମକର୍ତ୍ତା, ଦିବସ ପାଳନ ସହ ସଂପୃକ୍ତ ବିଭାଗୀୟ ଅଧିକାରୀ, ବିଶିଷ୍ଟ ବ୍ୟକ୍ତି,ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା ତଥା ଗଣମାଧ୍ୟମ ପ୍ରତନିଧି ଉପସ୍ଥିତ ଥିଲେ । ଡି.ଆଇ.ପି.ଆର୍.ଓ ମନୋଜ କୁମାର ବେହେରା ଦିବସ ପାଳନର କାର୍ଯ୍ୟକ୍ରମ ବିବରଣୀ ପାଠ କରିଥିଲେ । ୧୪.୮.୨୦୨୪ ରିଖ ମଧ୍ୟରାତ୍ର ରେ ମଶାଲ ଶୋଭାଯାତ୍ରା,

ସ୍ୱାଧୀନତା ଦିବସ ୧୫.୮.୨୦୨୪ ରିଖରେ ଦିନ ସକାଳ ଘ ୪.୩୦ ମି ସମୟରେ ରାମଧୂନ୍, ସକାଳ ଘ୬.୩୦ ମୀ ସମୟରେ ବିଭିନ୍ନ ଶିକ୍ଷାନୁଷ୍ଠାନ ଛାତ୍ର ଛାତ୍ରୀଙ୍କ ଦ୍ୱାରା ପ୍ରଭାତ ଫେରି ସହ ସହରସ୍ଥିତ ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ, ସକାଳ ୭.୩୦ ମି. ସମୟରେ ସରକାରୀ ଓ ବେସରକାରୀ ଅନୁଷ୍ଠାନମାନଙ୍କରେ ଜାତୀୟ ପତାକା ଉତ୍ତୋଳନ ଏବଂ ସକାଳ ୯.୧୫ ମି. ସମୟରେ ମୁଖ୍ୟ ଅତିଥିଙ୍କ ଦ୍ଵାରା ଜାତୀୟ ପତାକା ଉତ୍ତୋଳନ, ପ୍ୟାରେଡ ଅଭିବାଦନ ସହ ଉଦବୋଧନ କାର୍ଯ୍ୟକ୍ରମ ରହିଛି । ବ୍ୟାରିକେଡିଂ, ରାସ୍ତା ଓ ନାଳନର୍ଦ୍ଦମା ସଫା ସୁତୁରା, ଟ୍ରାଫିକ ନିୟନ୍ତ୍ରଣ , ସାମୁହିକ ପ୍ୟାରେଡ୍, ଅଭିବାଦନ ମଞ୍ଚକୁ ସୁସଜ୍ଜିତ, ବିଭିନ୍ନ ଅନୁଷ୍ଠାନମାନଙ୍କରେ ଫଳ ଓ ମିଷ୍ଟାନ୍ନ ବଣ୍ଟନ, ଅବକାରୀ,ବିଭିନ୍ନ ପ୍ରତିଯୋଗିତା,

ସୁନ୍ଦର ଶିଶୁ ସ୍ୱାସ୍ଥ୍ୟ ପ୍ରତିଯୋଗିତା, ଜିଲ୍ଲାପାଳ ଏକାଦଶ ଓ ସାମ୍ବାଦିକ ଏକାଦଶ ମଧ୍ୟରେ ଏକ ପ୍ରଦର୍ଶନୀ ଫୁଟବଲ ମ୍ୟାଚ୍ , ପିଇବା ପାଣି, ପ୍ରାଥମିକ ଚିକିତ୍ସା,ଆମ୍ବୁଲାନ୍ସ, କୋଠା ବାଡି ଆଲୋକ ସଜ୍ଜା, ସାଂସ୍କୃତିକ କାର୍ଯ୍ୟକ୍ରମ ଓ ପୁରସ୍କାର ବିତରଣ କାର୍ଯ୍ୟକ୍ରମ ସୂଚାରୁରୂପେ ନିର୍ବାହ କରିବା ପାଇଁ ସଂପୃକ୍ତ ଆର୍ ଏଣ୍ଡ ବି, ପୌର ପରିଷଦ, ସ୍ବାସ୍ଥ୍ୟ ,ପୋଲିସ୍, ଉଦ୍ୟାନ ବିଭାଗ, କ୍ରୀଡା ବିଭାଗ, ପି.ଏଚ୍. ଡି. ,ଯୋଗାଣ ବିଭାଗ, ଅବକାରୀ ବିଭାଗ , ଶିକ୍ଷା ବିଭାଗ, ସମାଜ କଲ୍ୟାଣ , ସଂସ୍କୃତି ବିଭାଗ ଅଧିକାରୀ ଏବଂ ଦାତା ଅନୁଷ୍ଠାନଙ୍କୁ ଦାୟିତ୍ଵ ଦିଆଗଲା ।

ବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ସ୍ଥାନୀୟ ବ୍ରଜ ମୋହନ ଉଚ୍ଚ ବିଦ୍ୟାଳୟରେ ଏବଂ ମା ମାଣିକେଶ୍ଵରୀ ବିଶ୍ଵବିଦ୍ୟାଳୟ ଠାରେ କଲେଜ ସ୍ତର ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଆସନ୍ତା ୨୯ ତାରିଖ ଦିନ ଅନୁଷ୍ଠିତ ହେବ। ଚଳିତ ବର୍ଷ ପ୍ୟାରେଡରେ ୪୩ଟି ପ୍ଲାଟୁନ୍ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ପ୍ୟାରେଡ୍ ଅଭ୍ୟାସ ପାଇଁ ପ୍ରତ୍ୟେକ ପ୍ଲାଟୁନ୍ ୧୧/୦୮,ଏବଂ ୧୨/୦୮ ଅପରାହ୍ନ ଘ: ୦୨.୩୦ ମି ଏବଂ ୧୩/୦୮/୨୦୨୪ ସକାଳ ୦୮.୦୦ ଘ: ସମୟରେ ଲାଲ୍ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଉପସ୍ଥିତ ରହି ପ୍ୟାରେଡ ଅଭ୍ୟାସ କରିବେ । ଜିଲ୍ଲାପାଳ ସମସ୍ତ ସମ୍ପୃକ୍ତ ଅଧିକାରୀ ଓ ଅନୁଷ୍ଠାନ ନିଜ ନିଜର ଦାୟିତ୍ଵ ଠିକ୍ ରୂପେ ତୁଲାଇବାକୁ କହିବା ସହ ସମସ୍ତଙ୍କ ସହଯୋଗ କାମନା କରି ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପ୍ରୟାସ ର ରଜ ଉତ୍ସବ ପାଳିତ

ପ୍ରୟାସ ର ରଜ ଉତ୍ସବ ପାଳିତ

June 16, 2025
Sainik School Bhubaneswar Stands Champion of the Tournament & Sainik School Kodagu is Runners up

Sainik School Bhubaneswar Stands Champion of the Tournament & Sainik School Kodagu is Runners up

June 16, 2025
ମୃତ୍ୟୁଞ୍ଜୟ ବୈଦ୍ୟ ସଂଘ ପକ୍ଷରୁ ଆଚାର୍ଯ୍ୟ ସୁଶୃତଙ୍କର ଜୟନ୍ତୀ ପାଳିତ

ମୃତ୍ୟୁଞ୍ଜୟ ବୈଦ୍ୟ ସଂଘ ପକ୍ଷରୁ ଆଚାର୍ଯ୍ୟ ସୁଶୃତଙ୍କର ଜୟନ୍ତୀ ପାଳିତ

June 16, 2025
ଜିଲ୍ଲାସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭ ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା

ଜିଲ୍ଲାସ୍ତରୀୟ ଓଡ଼ିଶା ଭିଜନ ୨୦୩୬ ଓ ୨୦୪୭ ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ପରାମର୍ଶ କର୍ମଶାଳା

June 16, 2025

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପ୍ରୟାସ ର ରଜ ଉତ୍ସବ ପାଳିତ

ପ୍ରୟାସ ର ରଜ ଉତ୍ସବ ପାଳିତ

June 16, 2025
Sainik School Bhubaneswar Stands Champion of the Tournament & Sainik School Kodagu is Runners up

Sainik School Bhubaneswar Stands Champion of the Tournament & Sainik School Kodagu is Runners up

June 16, 2025
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version