• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

 ଅନ୍ତର୍ଜାତୀୟ ୨ ରଗବୀ ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ଜିଲ୍ଲାପାଳ

Proprietor Abhimanyu Maharana by Proprietor Abhimanyu Maharana
July 25, 2024
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
 ଅନ୍ତର୍ଜାତୀୟ ୨ ରଗବୀ ଖେଳାଳିଙ୍କୁ ସମ୍ବର୍ଦ୍ଧିତ କଲେ ଜିଲ୍ଲାପାଳ
Share on FacebookShare on TwitterWhatsapp

୨୪ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା  :->  ଜୁନ୍ ମାସ ୧୦ ତାରିଖରୁ ୧୨ ତାରିଖ ପର୍ଯ୍ୟନ୍ତ ଫ୍ରାନ୍ସଠାରେ ଅନୁଷ୍ଠିତ ହୋଇଥିବା ଆନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ ସ୍ତରୀୟ ରଗବୀ ପ୍ରତିଯୋଗିତାରେ ଭାରତୀୟ ଦଳକୁ ପ୍ରତିନିଧିତ୍ୱ କରି ପ୍ରତ୍ୟାବର୍ତ୍ତନ କରିଥିବା ମୟୁରଭଞ୍ଜ ଜିଲ୍ଲାର ସନ୍ଧ୍ୟାରାଣୀ ଟୁଡୁ ଓ ଡୁମୁନି ମାର୍ଣ୍ଡୀଙ୍କୁ ଜିଲ୍ଲାପାଳ ଦତ୍ତIତ୍ରେୟ ଭାଉସାହେବ ଶିନ୍ଦେ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରିବା ସହ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ଏବଂ ଉଭୟ ଖେଳାଳିଙ୍କୁ ପ୍ରତ୍ସାହନ ରାଶି ସ୍ୱରୂପ ୧୦ ହଜାର ଲେଖାଏଁ ଟଙ୍କା ପ୍ରଦାନ କରିଛନ୍ତି I

ଫ୍ୟୁଚର ଷ୍ଟାର ସ୍ପୋର୍ଟ ଏକାଡେମୀ ତରଫରୁ ମଧ୍ୟ ଜିଲ୍ଲାପାଳଙ୍କୁ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା I ତତସହିତ ଅତିରିକ୍ତ ଜିଲ୍ଲାପାଳ ନେତ୍ରାନନ୍ଦ ମଲ୍ଲିକ, ଦୌଲତ ଚନ୍ଦ୍ରକାର, ଉଦୟନାଥ ମହାପାତ୍ର, ଉପ ଜିଲ୍ଲାପାଳ ଈଶ୍ବର ଚନ୍ଦ୍ର ନାଏକ, ଜିଲ୍ଲା କ୍ରୀଡା ଅଧିକାରୀ ଅବନୀ ମୋହନ ମହାନ୍ତି ପ୍ରମୁଖ ଉଭୟ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଛନ୍ତି I ସନ୍ଧ୍ୟାରାଣୀ ବାରିପଦା ବ୍ଲକ୍ ଅନ୍ତର୍ଗତ ରାଧିକାଶୋଳ ଲକ୍ଷ୍ମୀଧର ଟୁଡୁ ଓ ଫୁଲମଣୀ ଟୁଡୁଙ୍କ କନିଷ୍ଠ ଝିଅ ହୋଇଥିବା ବେଳେ ଡୁମୁନି କୁଳିଅଣା ବ୍ଲକ ଅନ୍ତର୍ଗତ ଗେଣ୍ଡାପୋଖରୀ ଗ୍ରାମର ଦୁଲବ କିଶୋର ମାର୍ଣ୍ଡି ଓ ସାଲଖା ମାର୍ଣ୍ଡିଙ୍କ ଝିଅ ଅଟନ୍ତି। ସନ୍ଧ୍ୟାରାଣୀ ଫ୍ୟୁଚର ଷ୍ଟାର ସ୍ପୋର୍ଟସ ଏକାଡେମୀରେ ରହି ଖେଳ ଜାରି ରଖିଥିବା ବେଳେ ଡୁମୁନି ଭୁବନେଶ୍ଵର ସ୍ଥିତ କିସ୍ ବିଦ୍ୟାଳୟରେ ପ୍ରଶିକ୍ଷଣ ନେଉଥିଲେ ।

ପୂର୍ବରୁ ଦୁହେଁ ବହୁ ଜାତୀୟ ସ୍ତରୀୟ ପ୍ରତିଯୋଗିତାରେ ଓଡ଼ିଶାକୁ ପ୍ରତିଧ୍ଵନିତ କରି ରାଜ୍ୟ ପାଇଁ ଗୌରବ ଆଣି ଦେଇଛନ୍ତି। ସୂଚନା ଯୋଗ୍ୟ ଯେ ଭାରତ ପ୍ରଥମ ଥର ପାଇଁ ବିଶ୍ଵ ବିଶ୍ଵବିଦ୍ୟାଳୟ ସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ନବମ ସ୍ଥାନରେ ରହିଥିଲେ I ଏହି କାର୍ଯ୍ୟକ୍ରମରେ ଜିଲ୍ଲା କ୍ରୀଡ଼ା ସଂଘର ସମ୍ପାଦକ ବିଜୟ କୁମାର ଦାସ, ଫ୍ୟୁଚର ଷ୍ଟାର ସ୍ପୋର୍ଟସ ଏକାଡେମୀର ନିର୍ଦ୍ଦେଶକ ତଥା ସମାଜସେବୀ ଅମର ସେଠୀ, ଉପଦେଷ୍ଟା ସୋମନାଥ ସିଂ, ଜିଲ୍ଲାଶିକ୍ଷା କ୍ରୀଡ଼ା ଅଧିକାରୀ ଭାଗିରଥି ମଲ୍ଲିକ ଓ ଏକାଡେମୀ ପ୍ରତିଷ୍ଠାତା ଦିବ୍ୟରଞ୍ଜନ ଦାସ, କୋଚ ଚନ୍ଦନ ସିଂ ଓ ତରଣୀସେନ ନାଏକ ପ୍ରମୁଖ ଉପସ୍ଥିତ ଥିଲେ I

ମୟୁରଭଞ୍ଜ ବାରିପଦା ରୁ ଗୌର ଦାସଗିରି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

July 23, 2026
ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

ପ୍ରଧାନମନ୍ତ୍ରୀ ଆବାସ ସାମ୍ନାରେ ରାହୁଲ ଗାନ୍ଧୀଙ୍କ ଉପରେ ଦିଲ୍ଲୀ ପୋଲିସ ଦମନଲୀଳା ପ୍ରତିବାଦରେ ନୟାଗଡ ଡିସିସି ମୋଦି-ଶାହ କୁଶପୁତ୍ତଳିକା ଦାହ

July 23, 2026
ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

ରାହୁଲ-ନବୀନ : ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ୱ – ବାବୁ ସିଂହ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

ସାରା ରାଜ୍ୟରେ ସାରର ଘୋର ଅଭାବ : ପ୍ରଶାସନିକ ବିଫଳତା ଓ ସାର କଳାବଜାରୀ ଯୋଗୁଁ
ଚାଷୀ ହନ୍ତସନ୍ତ : ବିଜେଡି

July 23, 2026
ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

ଦଳ ବଦଳାଇଲେ, ଇତିହାସ ବଦଳେ ନାହିଁ ’

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version