• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବନ୍ଧନ ବ୍ୟାଙ୍କର ମୋଟ ବ୍ୟବସାୟ ୨୨% ବୃଦ୍ଧି ପାଇ ୨.୫୯ ଲକ୍ଷ କୋଟି ଟଙ୍କା

Proprietor Abhimanyu Maharana by Proprietor Abhimanyu Maharana
July 27, 2024
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
ବନ୍ଧନ ବ୍ୟାଙ୍କର ମୋଟ ବ୍ୟବସାୟ ୨୨% ବୃଦ୍ଧି ପାଇ ୨.୫୯ ଲକ୍ଷ କୋଟି ଟଙ୍କା
Share on FacebookShare on TwitterWhatsapp

a. ମୋଟ ଜମା ରାଶି ବାର୍ଷିକ ୨୩% ବୃଦ୍ଧି ପାଇ ୧.୩୩ ଲକ୍ଷ କୋଟି ଟଙ୍କା

b. ମୋଟ ଜମାରେ ଖୁଚୁରାର ଅଂଶ ପ୍ରାୟ ୬୯%

c. କାସା ଅନୁପାତ ୩୩.୫%ରୁ ଅଧିକ

d.  ମୋଟ ଋଣ ବୁକ ବାର୍ଷିକ ୨୨% ବୃଦ୍ଧି ପାଇ ୧.୨୬ ଲକ୍ଷ କୋଟି ଟଙ୍କା

୨୬ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ବନ୍ଧନ ବ୍ୟାଙ୍କ ୨୦୨୪-୨୫ ଆର୍ôଥକ ବର୍ଷର ପ୍ରଥମ ତ୍ରୈମାସିକ ଆର୍ôଥକ ଫଳାଫଳ ଘୋଷଣା କରିଛି । ବ୍ୟାଙ୍କର ମୋଟ ବ୍ୟବସାୟ ୨୨% ବୃଦ୍ଧି ପାଇ ୨.୫୯ ଲକ୍ଷ କୋଟି ଟଙ୍କାରେ ପହଂଚିଛି । ମୋଟ ଜମାରେ ବ୍ୟାଙ୍କର ଖୁଚୁରା ଅଂଶ ଏବେ ପ୍ରାୟ ୬୯% ରହିଛି । ବିତରଣ, ବ୍ୟବସାୟ ଦକ୍ଷତା ଏବଂ ଅନୁକୂଳ ପରିଚାଳନା ବାତାବରଣରେ ଏହାର ସମ୍ପ୍ରସାରଣ ଯୋଗୁଁ ଗତ ତ୍ରୟମାସରେ ଉତ୍ସାହଜନକ ଅଭିବୃଦ୍ଧି ଘଟିଛି । ବ୍ୟାଙ୍କ ବର୍ତ୍ତମାନ ଭାରତରେ ୬,୩୦୦ ବ୍ୟାଙ୍କିଂ ଆଉଟଲେଟ ମାଧ୍ୟମରେ ୩.୪୪ କୋଟିରୁ ଅଧିକ ଗ୍ରାହକଙ୍କୁ ସେବା ପ୍ରଦାନ କରୁଛି ।

ବନ୍ଧନ ବ୍ୟାଙ୍କରେ କାର୍ଯ୍ୟରତ ମୋଟ କର୍ମଚାରୀଙ୍କ ସଂଖ୍ୟା ଏବେ ପ୍ରାୟ ୭୭,୫୦୦ ରହିଛି । ୨୦୨୪-୨୫ ଆର୍ôଥକ ବର୍ଷର ପ୍ରଥମ ତ୍ରୟମାସରେ ବ୍ୟାଙ୍କର ଜମା ପୂର୍ବ ବର୍ଷର ସମାନ ସମୟ ତୁଳନାରେ ୨୩% ବୃଦ୍ଧି ପାଇଛି । ବର୍ତ୍ତମାନ ମୋଟ ଜମା ୧.୩୩ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଥିବା ବେଳେ ମୋଟ ଅଗ୍ରୀମ ପରିମାଣ ୧.୨୬ ଲକ୍ଷ କୋଟି ଟଙ୍କା ରହିଛି । ଚଳନ୍ତି ଖାତା ଏବଂ ସଞ୍ଚୟ ଖାତା (କାସା) ଅନୁପାତ ସାମଗ୍ରିକ ଜମା ବୁକର ୩୩.୫%ରୁ ଅଧିକ ରହିଛି ।

ପୁଞ୍ଜି ସ୍ୱଚ୍ଛଳତା ଅନୁପାତ (ସିଏଆର) ଯାହା ବ୍ୟାଙ୍କର ସ୍ଥିରତାର ସୂଚକ ତାହା ନିୟାମକ ଆବଶ୍ୟକତା ଠାରୁ ୧୮.୩% ଅଧିକ । ବ୍ୟାଙ୍କର ପ୍ରଦର୍ଶନ ସମ୍ପର୍କରେ ବନ୍ଧନ ବ୍ୟାଙ୍କର ଏମଡି ଓ ସିଇଓ ରତନ କୁମାର କେଶ କହିଛନ୍ତି ଯେ, “ବର୍ଷର ପ୍ରଥମ ତ୍ରୈମାସିକ ହେଉଛି ଆମେ ବର୍ଷସାରା ଯେଉଁ ବ୍ୟବସାୟିକ ପ୍ରଦର୍ଶନ ବଜାୟ ରଖିବାକୁ ଲକ୍ଷ୍ୟ ରଖିଛୁ ତାହାର ପ୍ରମାଣ । ଆମେ ପ୍ରମୁଖ ମାନଦଣ୍ଡରେ ସ୍ଥିରତା ଏବଂ ଅଭିବୃଦ୍ଧି ପ୍ରଦର୍ଶନ କରିଛୁ । ଗ୍ରାହକଙ୍କ ବିଶ୍ୱାସ ଏବଂ କର୍ମଚାରୀଙ୍କ ଅତୁଟ ପ୍ରତିବଦ୍ଧତା ଉପରେ ବନ୍ଧନ ବ୍ୟାଙ୍କର ମୂଳଦୁଆ ଗଢି ଉଠିଛି ।

ବୈଷୟିକ ଜ୍ଞାନକୌଶଳ, ପ୍ରକ୍ରିୟା, ଉତ୍ପାଦ ଏବଂ ଲୋକଙ୍କ ଉପରେ ଗୁରୁତ୍ୱ ଦେବା ସହିତ ବନ୍ଧନ ବ୍ୟାଙ୍କ ୨.୦ର ଅଭିବୃଦ୍ଧି ପଥକୁ ଆଗକୁ ବଢ଼ାଇବ ।” ବ୍ୟାଙ୍କ ଏହାର ଖୁଚୁରା ବୁକ ବୃଦ୍ଧି କରିବା ଉଦ୍ଦେଶ୍ୟରେ ସମ୍ପତ୍ତି ବିବିଧତା ଉପରେ ଧ୍ୟାନ ଜାରି ରଖିଛି । ଅଧିକ ଉତ୍ପାଦକତା ଏବଂ ଦକ୍ଷତା ପାଇଁ ଅଧିକ ଡିଜିଟାଇଜେସନ ଉପରେ ବ୍ୟାଙ୍କ ଧ୍ୟାନ ଦେବାକୁ ଚାହୁଁଛି । ଏହା ଦ୍ୱାରା ଗ୍ରାହକଙ୍କ ଅଭିଜ୍ଞତାରେ ସାମଗ୍ରିକ ବୃଦ୍ଧି ଘଟିବ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version