• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମସ୍ତ ଆଦିବାସୀ ଗ୍ରାମ ସମାଜରେ ସମ୍ବିଧାନ ଆଇନ ଏବଂ ଜନତନ୍ତ୍ର ଶୀଘ୍ର ଲାଗୁ କରନ୍ତୁ : ସେଙ୍ଗେଲ

Proprietor Abhimanyu Maharana by Proprietor Abhimanyu Maharana
July 31, 2024
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ସମସ୍ତ ଆଦିବାସୀ ଗ୍ରାମ ସମାଜରେ ସମ୍ବିଧାନ ଆଇନ ଏବଂ ଜନତନ୍ତ୍ର ଶୀଘ୍ର ଲାଗୁ କରନ୍ତୁ : ସେଙ୍ଗେଲ
Share on FacebookShare on TwitterWhatsapp

ସେଙ୍ଗେଲର ପ୍ରେସ ଇସ୍ତାହାର, 30.07.2024, ବାରିପଦା

ସାମାଜିକ ବାସନ୍ଦ, କଙ୍ଗାରୁ କୋର୍ଟ, ଡାହାଣୀ ପ୍ରଥା ସମାପ୍ତ ଲାଗି ସମ୍ବିଧାନ ଲାଗୁ କରାଯାଉ : ସେଙ୍ଗେଲ

ମାଝୀ-ପାର୍ଗାନାଙ୍କ ଗୁଣ୍ଡାରାଜରୁ ଆଦିବାସୀ ଗ୍ରାମ-ସମାଜକୁ ମୁକ୍ତ କରାଯାଉ : ସେଙ୍ଗେଲ

ଆଦିବାସୀ ଗ୍ରାମ ସମାଜରେ ସମ୍ବିଧାନ ଆଇନ ମାନୁନଥିବା ମାଝୀ-ପାର୍ଗାନା ଏବଂ ସମ୍ବିଧାନ ଆଇନ ଲାଗୁ କରୁନଥିବା ପ୍ରଶାସନ ଦୋଷୀ ଅଟନ୍ତି : ସେଙ୍ଗେଲ

୩୦ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା :-> ମୟୂରଭଞ୍ଜ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆଦିବାସୀ ସେଙ୍ଗେଲ ଅଭିଯାନ ବାରିପଦା ଜୋନାଲ କମିଟିର ସେଙ୍ଗେଲ ସଭାପତି ସହ ଅଲ୍ ଇଣ୍ଡିଆ ମାଝୀ ପାର୍ଗାନା ମାଡୱା ଓଡିଶା ପ୍ରଦେଶ କମିଟିର ସେଙ୍ଗେଲ ପାର୍ଗାନା ଶ୍ରୀ ନାରାନ ମୁର୍ମୁଙ୍କ ନେତୃତ୍ବରେ ଗଣଧାରଣା ପ୍ରଦର୍ଶନ କରାଯାଇଛି ଏବଂ ରାଷ୍ଟ୍ର-ହିତ, ଜନହିତ, ଆଦିବାସୀ ହିତରେ ସମସ୍ତ ଆଦିବାସୀ ଗ୍ରାମ ସମାଜରେ ସମ୍ବିଧାନ ଆଇନ ଏବଂ ଗଣତନ୍ତ୍ର ବ୍ୟବସ୍ଥାକୁ ଲାଗୁ କରାଯିବା ଦାବିରେ ଓଡିଶା ପ୍ରଦେଶ ସେଙ୍ଗେଲ ସଭାପତି ନରେନ୍ଦ୍ର ହେମ୍ବ୍ରମଙ୍କ ଉପସ୍ଥିତରେ ଭାରତର ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉଦ୍ଦେଶ୍ୟରେ ମୟୂରଭଞ୍ଜ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା ।

ତତପଶ୍ଚାତ୍ ଏହାର ପ୍ରତିଲିପି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ମୟୂରଭଞ୍ଜ, ଉପଜିଲ୍ଲାପାଳ ମୟୂରଭଞ୍ଜ, ଜିଲ୍ଲା ମଙ୍ଗଳ ଅଧିକାରୀ ମୟୂରଭଞ୍ଜ ଏବଂ ସମସ୍ତ ଉପଖଣ୍ଡ ପୋଲିସ ଅଧିକାରୀ, ସମସ୍ତ ଉପଖଣ୍ଡ ଅଧିକାରୀ ଏବଂ ଜିଲ୍ଲାର ସମସ୍ତ ଥାନା ପ୍ରଭାରୀ, ତହସିଲଦାର, ପଞ୍ଚାୟତ ପ୍ରତିନିଧିଙ୍କୁ ଏହାର କାର୍ଯ୍ୟକାରୀ କରିବା ଲାଗି ପ୍ରଦାନ କରାଯାଇଛି । କାରଣ, ସମସ୍ତ ଆଦିବାସୀ ଗ୍ରାମ ସମାଜରେ ସମ୍ବିଧାନ ଆଇନ ଏବଂ ଗଣତନ୍ତ୍ର ବ୍ୟବସ୍ଥା ଆଜି ପର୍ଯ୍ୟନ୍ତ ଲାଗୁ ନାହିଁ । ଏଥିପାଇଁ ରାଷ୍ଟ୍ରପତିଙ୍କ ଠାରୁ ଆରମ୍ଭ କରି ବିଡିଓ ଏବଂ ପଞ୍ଚାୟତ ପ୍ରତିନିଧି ପର୍ଯ୍ୟନ୍ତ ଦୋଷୀ ଅଟନ୍ତି । ତତସହିତ ସମ୍ବିଧାନ ଆଇନ ମାନୁନଥିବା ମାଝୀ-ପାର୍ଗାନା ଏବଂ ସମ୍ବିଧାନ ଆଇନ ଲାଗୁ କରୁନଥିବା ପୋଲିସ ପ୍ରଶାସନ ମଧ୍ୟ ଦୋଷୀ ଅଟନ୍ତି ।

ତେଣୁ ସେଙ୍ଗେଲର ରାଷ୍ଟ୍ରୀୟ ସଭାପତି ସହ ପୂର୍ବତନ ସାଂସଦ ସାଲଖାନ ମୁର୍ମୁଙ୍କ ଆହ୍ବାନରେ ରାଷ୍ଟ୍ରୀୟ ସ୍ତରରେ ମହାମହିମ ରାଷ୍ଟ୍ରପତିଙ୍କ ଦାବିପତ୍ର ମାଧ୍ୟମରେ ସମସ୍ତ ଆଦିବାସୀ ଗ୍ରାମ ସମାଜରେ ସମ୍ବିଧାନ, କାନୁନ ଏବଂ ଗଣତନ୍ତ୍ର ଶୀଘ୍ର ଲାଗୁ କରାଯାଇ ବଂଶାନୁଗତ ମାଝୀ-ପାର୍ଗାନାଙ୍କ ରାଜତାନ୍ତ୍ରୀକ ଏକଛତ୍ରବାଦୀ ଗୁଣ୍ଡାରାଜ ଶାସନ ତଥା ସାମାଜିକ ବାସନ୍ଦ, କଙ୍ଗାରୁ କୋର୍ଟ ଦ୍ୱାରା ମନଇଚ୍ଛା ଜରିମାନା, ଡାହାଣୀ ନାମରେ ହତ୍ୟା, ଅନ୍ଧବିଶ୍ୱାସ, ଇର୍ଷା-ଦ୍ଵେଷ, ମଦ-ହାଣ୍ଡିଆ ନିଶାର ଉତ୍ପାଦନ, ଭୋଟ୍ କ୍ରୟ ବିକ୍ରୟ, ଆଦିବାସୀ ମହିଳା ବିରୋଧୀ ମାନସିକତା ଭଳି ଅସାମ୍ବିଧାନିକ କୁପ୍ରଥା ଦ୍ୱାରା ଅନ୍ଯାୟ, ଅତ୍ୟାଚାର, ଶୋଷଣରୁ ଆଦିବାସୀ ଗ୍ରାମ ସମାଜକୁ ମୁକ୍ତ କରାଯିବା ପାଇଁ ଦୃଢ ଦାବି କରାଯାଇଛି ।

ସମ୍ବିଧାନ, ଆଇନ ଲାଗୁ-ନହେବାରୁ ସମସ୍ତ ଆଦିବାସୀ ଗ୍ରାମ-ସମାଜର ଜନଜୀବନ ଗୁଲାମୀର ଜୀବନ ଯାପନ କରିବା ପାଇଁ ବାଧ୍ୟ ହେବାକୁ ପଡୁଛି । ପ୍ରଦର୍ଶନ ବେଳେ କେନ୍ଦ୍ରୀୟ ସେଙ୍ଗେଲ ସଂଯୋଜକ ବୁଢାନ ମାର୍ଣ୍ଡି, ଓଡିଶା ସେଙ୍ଗେଲ ପାର୍ଗାନା କାଳୁରାମ ମୁର୍ମୁ, ଜିତେନ୍ଦ୍ରନାଥ ହେମ୍ବ୍ରମ, ବାହାଦୁର ମୁର୍ମୁ, ବିକାଶ ଚନ୍ଦ୍ର ହେମ୍ବ୍ରମ, ମେଘ୍ରାୟ ସୋରେନ, ପାନମଣି ହେମ୍ବ୍ରମ, ଉଦୟନାଥ ହେମ୍ବ୍ରମ, ଲବ କିଶୋର ନାଏକ ସହିତ ରାଇରଙ୍ଗପୁର ଜୋନାଲ କମିଟିର ସେଙ୍ଗେଲ କାର୍ଯ୍ୟକର୍ତ୍ତା ନେତାମାନେ ଉପସ୍ଥିତ ଥିଲେ ।

ମୟୂରଭଞ୍ଜ, ବାରିପଦାରୁ -ଗୌର ଦାସଗିରି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

April 28, 2026
ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version