• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୁତିବଧିତ ପିଲାଙ୍କ ପାଇଁ ଉପଯୋଜିତ ପୁସ୍ତିକା ପ୍ରସ୍ତୁତି କାର୍ମଶାଳା

Proprietor Abhimanyu Maharana by Proprietor Abhimanyu Maharana
July 31, 2024
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ଶ୍ରୁତିବଧିତ ପିଲାଙ୍କ ପାଇଁ ଉପଯୋଜିତ ପୁସ୍ତିକା ପ୍ରସ୍ତୁତି କାର୍ମଶାଳା
Share on FacebookShare on TwitterWhatsapp

୩୧ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା :->  ଜିଲ୍ଲାର ଅଗ୍ରଣୀ ସ୍ଵେଚ୍ଛାସେବୀ ଅନୁଷ୍ଠାନ “ସାଧନା” ଓ “ସମଗ୍ର ଶିକ୍ଷା, ମୟୁରଭଞ୍ଜର ମିଳିତ ସହଯୋଗରେ ବାରିପଦାସ୍ଥିତ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ମୟୁରଭଞ୍ଜ, ସମିଳନୀ କକ୍ଷରେ ଏକ ତିନିଦିନିଆ କର୍ମଶାଳା ଆୟୋଜିତ ହୋଇଯାଇଅଛି । ଏହି କର୍ମଶାଳାରେ ସାଧାରଣ ବିଦ୍ୟାଳୟରେ ପଢୁଥିବା ଶ୍ରୁତିବାଧିତ ପିଲାମାନଙ୍କ ପାଇଁ ପୂର୍ବ ପ୍ରସ୍ତୁତ ଉପଯୋଜିତ ଶିକ୍ଷଣ ପୁସ୍ତିକାର ସମୀକ୍ଷା ଓ ସଂଶୋଧନ କରଯାଇଥିଲା । ଉକ୍ତ କର୍ମଶାଳାକୁ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଶଶିଧର ସିଂହ, ମୁଖ୍ୟ ଅତିଥିଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ସେ ତାଙ୍କ ବକ୍ତବ୍ୟରେ ପ୍ରତ୍ୟେକ ପିଲା କିଭଳି ଗୁଣାତ୍ମକ ଶିକ୍ଷା ପାଇବା ସହ ନିଜ ଶିକ୍ଷଣ କୁ ସୁନିଶ୍ଚିତ କରିପାରିବେ ସେହି ସମ୍ପର୍କରେ ଆଲୋଚନା କରିବା ସହ ଶ୍ରୁତିବାଧିତ ପିଲାଙ୍କ ପାଇଁ ପୁସ୍ତିକା ସଂଶୋଧନ କାର୍ଯ୍ୟକୁ ସ୍ଵାଗତ କରିଥିଲେ ।

ଅନ୍ୟତମ ଅତିଥିଭାବେ ଶିକ୍ଷା ପ୍ରତିଷ୍ଠାନର ଅଧକ୍ଷ ଶ୍ରୀଯୁକ୍ତ ପ୍ରମୋଦ ଡାକୁଆ ଯୋଗଦେଇ ଭିନ୍ନକ୍ଷମ ପିଲାମାନଙ୍କୁ ଆନ୍ତରିକ ସ୍ନେହ ପ୍ରଦାନ କରି ଉପଯୁକ୍ତ ଶିକ୍ଷଣ ସୁଯୋଗ ସୃଷ୍ଟିକଲେ ସେମାନେ ସମାଜର ମୁଖ୍ୟ ସ୍ରୋତରେ ସାମିଲ ହୋଇପାରିବେ ବୋଲି ମତ ରଖିଥିଲେ । ଶିକ୍ଷା ଅଧିକାର ଓ ଭିନ୍ନକ୍ଷମ ଅଧିକାର ଅଧିନିୟମକୁ ପାଥେୟ କରି ଭିନ୍ନକ୍ଷମ ପିଲାମାନଙ୍କର ସମନ୍ୱିତ ଶିକ୍ଷାର ଉନ୍ନତି ନିମନ୍ତେ ସାଧାରଣ ବିଦ୍ୟାଳୟର ପଢୁଥିବା ଶ୍ରୁତିବାଧିତ ପରିବେଶକୁ ସୁଗମ ତଥା ସୁନ୍ଦର କରିବା ଓ ସମସ୍ତ ପିଲାମାନଙ୍କ ସହିତ ମିଶି ଶିକ୍ଷା ଗ୍ରହଣ କରିବା ନିମନ୍ତେ ଏହି ପୁସ୍ତିକା ଗୁଡିକ ସହାୟକ ହେବ ବୋଲି ଜିଲ୍ଲା ସମନ୍ଵିତ ଶିକ୍ଷା ସଂଯୋଜକ ନିରଞ୍ଜନ ନାୟକ ପ୍ରକାଶ କରିଥିଲେ ।

ସାଧନାର ନିର୍ଦେଶକ ଶ୍ରୀଯୁକ୍ତ ରଞ୍ଜିତ ମହାପାତ୍ର କାର୍ଯ୍ୟକ୍ରମର ଆଭିମୁଖ୍ୟ ବିଷୟରେ ଆଲୋକପାତ କରିବା ସହିତ ସମାଜରେ ଭିନ୍ନକ୍ଷମ ପିଲାମାନଙ୍କର ଶିକ୍ଷା ବ୍ୟବସ୍ଥାର ନିୟମମାନ ଉପସ୍ଥାପନ କରିଥିଲେ । ସମଗ୍ର ଶିକ୍ଷାର ସମନ୍ୱିତ ଶିକ୍ଷା ସଂଯୋଜକ ଶ୍ରୀଯୁକ୍ତ ନାୟକଙ୍କ ଅଧକ୍ଷତାରେ ଉକ୍ତ କାର୍ମଶାଳାଟି ପରିଚାଳିତ ହୋଇଥିଲା । ସମୀକ୍ଷା ତଥା କାର୍ଯ୍ୟକ୍ରମ ପରିଚାଳନରେ ଶିକ୍ଷକ ପ୍ରଶିକ୍ଷକ ବଶିଷ୍ଟ ନାଏକ, ସମ୍ବଳ ସାଧକ ସନ୍ତୋଷ କୁମାର ସାହୁ, ପ୍ରକଳ୍ପ ସଂଯୋଜକ ଲାଲୁପ୍ରସାଦ ଖଣ୍ଡୁଆଲ ସହୋଯୋଗ କରିଥିଲେ । କର୍ମଶାଳାର ସଫଳ ରୂପାଯନ ଓ ଏହି ପ୍ରକ୍ରରିୟାରେ ପ୍ରସ୍ତୁତ ଉପଯୋଜିତ ପୁସ୍ତିକା ଗୁଡିକୁ ସମସ୍ତ ବିଦ୍ୟାଳୟରେ ପହଞ୍ଚାଇବା ପାଇଁ ଡି. ସି. ଡବ୍ଲୁ (Deaf Child Worldwide, UK) ସମ୍ପୂର୍ଣ ସହଯୋଗ କରିଛନ୍ତି। ଏହି କାର୍ମଶାଳାରେ ବିଭିନ୍ନ ବିଦ୍ୟାଳୟରୁ ଶିକ୍ଷକ, ଆଞ୍ଚଳିକ ଗୋଷ୍ଠୀ ସାଧନ କେନ୍ଦ୍ରର ସଂଯୋଜକ, ଗୋଷ୍ଠୀ ସମ୍ବଳ ଶିକ୍ଷକ, ସ୍ଵତନ୍ତ୍ର ବିଦ୍ୟାଳୟର ଶିକ୍ଷକ ଓ ସାଧନାର କର୍ମୀମାନେ ଉପସ୍ଥିତ ଥିଲେ ।

ମୟୂରଭଞ୍ଜ, ବାରିପଦାରୁ ଗୌର ଦାସ ଗିରି

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

April 28, 2026
ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Junior & Senior Artistic Gymnastics National Championships 2026–27

Junior & Senior Artistic Gymnastics National Championships 2026–27

April 28, 2026
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version