• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କେ .ଏସ୍ . ଆର୍ ରୟାଲ୍ ବେଙ୍ଗଲ ଟାଇଗର ଟାଏକୋଣ୍ଡୋ ଏକାଡେମୀର ସଫଳତା ୨୧ପଦକ ହାସଲ

Proprietor Abhimanyu Maharana by Proprietor Abhimanyu Maharana
July 31, 2024
in ଓଡ଼ିଶା, କଳାହାଣ୍ଡି, ଖୋର୍ଦ୍ଧା, ପୁରୀ, ହୋମ୍
0
କେ .ଏସ୍ . ଆର୍ ରୟାଲ୍ ବେଙ୍ଗଲ ଟାଇଗର ଟାଏକୋଣ୍ଡୋ ଏକାଡେମୀର ସଫଳତା ୨୧ପଦକ ହାସଲ
Share on FacebookShare on TwitterWhatsapp

୩୧ ଜୁଲାଇ ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )  ପୁରୀ ଜିଲ୍ଲା :-> ଚଳିତ ମାସ ଜୁଲାଇ ୨୭ ଓ ୨୮ ଦୁଇ ଦିନ ଧରି ପୁରୀର ଗରୁଡ଼ ଛକ ସ୍ଥିତ ରେଲୱେ କଲ୍ୟାଣ ମଣ୍ଡପ ଠାରେ ବ୍ୟୋମକେଶ ଟାଏକୋଣ୍ଡୋ ଏକାଡେମୀ ଓ ଟାଏକୋଣ୍ଡୋ ଆସୋସିଏସନ ଅଫ ପୁରୀ ମିଳିତ ଆନୁକୂଲ୍ୟରେ ପୁରୀ ଜିଲ୍ଲା ସ୍ତରୀୟ ୧୭ତମ କିରୋଗୀ ଓ ୯ତମ ପୁମସି ଟାଏକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ଦିବସରେ ମୁଖ୍ୟ ଅତିଥି ଭାବରେ ଓଡିଶା ଆଥଲେଟିକ ସଙ୍ଘର କୋଷାଧକ୍ଷ ଶ୍ରୀ ରବି ଶଙ୍କର ପ୍ରତିହାରୀ,ଜିଲ୍ଲା ସଙ୍ଘର ସଭାପତି ଶ୍ରୀ ଧବଳେଶ୍ବର ମହାପାତ୍ର, ଓଡିଶା ଟାଏକୋଣ୍ଡୋ ସଙ୍ଘର ସଭାପତି ଶ୍ରୀ ବ୍ୟୋମକେଶ ଅଭିଳାଷ ପ୍ରସାଦ ଅତିଥି ଭାବେ ପ୍ରତିଯୋଗିତାରେ ଉପସ୍ଥିତ ରହି ଉତ୍ସାହିତ କରିଥିଲେ । ଏହି ପ୍ରତିଯୋଗିତାରେ ପୁରୀ ଜିଲାରୁ ୧୧ ଟ୍ରେନିଂ ସେଣ୍ଟରରୁ ୩୦୦ ଜଣ ପ୍ରତିଯୋଗୀ ଉଭୟ ଇଭେଣ୍ଟରେ ଅଂଶଗ୍ରହଣ କରିଥିଲେ ।

ଏହି ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ପୁରୀ କେ .ଏସ୍ . ଆର୍ ରୟାଲ୍ ବେଙ୍ଗଲ ଟାଇଗର ଟାଏକୋଣ୍ଡୋ ଏକାଡେମୀର ୧୩ ଜଣ ଛାତ୍ରଛାତ୍ରୀ ଭାଗନେଇ ୧୩ ଜଣ ପଦକ ସହ ସଫଳତା ହାସଲ କରିଥିବା ଜଣାପଡ଼ିଛି । ପୁରୀ କେ .ଏସ୍ . ଆର୍ ରୟାଲ୍ ବେଙ୍ଗଲ ଟାଇଗର ଟାଏକୋଣ୍ଡୋ ଏକାଡେମୀର ମୁଖ୍ୟ କୋଚ୍ କେ ଶଙ୍କର ରେଡ୍ଡୀଙ୍କ ନେତୃତ୍ଵରେ ଉଚ୍ଚକୋଟିର ପ୍ରଶିକ୍ଷଣ ପାଇ ଏହି ପ୍ରତିଯୋଗିତାରେ ପୁରୀ ଅଞ୍ଚଳର ସଫଳତା ପାଇଥିବା ୧୩ ଜଣଙ୍କ ମଧ୍ୟରୁ ୫ଜଣ କେ ମେଘନା ରେଡ୍ଡୀ , କେ କନ୍ୟନା ରେଡ୍ଡୀ , ଭିରାଟ କୁମାର ଗୋଛାୟତ , ଡ଼ି ରାଜେଶ୍ଵରୀ ରେଡ୍ଡୀ ଓ ଶ୍ରୀୟାଂସି ଭୋଇ ସ୍ଵର୍ଣ୍ଣପଦକ ପାଇଥିଲା ବେଳେ ୩ଜଣ ଓମ୍ ସାଇ ମହାପାତ୍ର , ଦେବିସ୍ମିତା ଶାସମଲ୍ ଓ ଧୈର୍ୟ ଅଗ୍ରୱାଲ ରୌପ୍ୟପଦକ ପାଇଥିଲେ । ସେହିପରି ୫ଜଣ ଅଭିମନ୍ୟୁ ଲେଙ୍କା , ଆର୍ ଜୟସନ୍ ରେଡ୍ଡୀ , ଶୁଭସ୍ମିତା ଶାସମଲ୍ , ଆକାଂକ୍ଷ୍ୟା ପଲେଇ ଓ ସ୍ୱାଧୀନ ବଡ଼ରଇତ ବ୍ରୋଞ୍ଜପଦକ ପାଇଥିଲେ ।

ଏହିପରି ସମୁଦାୟ କିରୋଗୀ ଇଭେଣ୍ଟ ରେ ୫ଟି ସ୍ଵର୍ଣ୍ଣପଦକ , ୩ଟି ରୌପ୍ୟପଦକ ଓ ୪ଟି ବ୍ରୋଞ୍ଜ ପଦକ ଏବଂ ପୁମସି ଇଭେଣ୍ଟରେ ୨ଟି ରୌପ୍ୟପଦକ ଓ ୭ଟି ବ୍ରୋଞ୍ଜ ପଦକ ହାସଲ କରି ପୁରୀ ଅଞ୍ଚଳ ପାଇଁ ଗୌରବ ଅର୍ଜନ କରିଛନ୍ତି । ଏହି ଜିଲ୍ଲାସ୍ତରୀୟ ପ୍ରତିଯୋଗିତାରେ ସ୍ଵର୍ଣ୍ଣପଦକ ହାସଲ କରିଥିବା କ୍ରୀଡ଼ାବିତମାନେ ଆଗାମୀ ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ସିଧାସଳଖ ଅଂଶଗ୍ରହଣ କରିପାରିବେ ବୋଲି ସୂଚନା ମିଳିଛି । ପୁରୀ କେ .ଏସ୍ . ଆର୍ ରୟାଲ୍ ବେଙ୍ଗଲ ଟାଇଗର ଟାଏକୋଣ୍ଡୋ ଏକାଡେମୀର ସଫଳତାକୁ ନେଇ ପୁରୀ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି । ଓଡିଶା ଟାଏକୋଣ୍ଡୋ ସଙ୍ଘର ସଭାପତି ଶ୍ରୀ ବ୍ୟୋମକେଶ ଅଭିଳାଷ ପ୍ରସାଦ ବିଜେତା ମାନଙ୍କୁ ପଦକ ପ୍ରଦାନ କରିଥିଲେ । ଜିଲ୍ଲା ସଙ୍ଘର ସମ୍ପାଦକ ଶ୍ରୀ ମନମୋହନ ଭଞ୍ଜ ପ୍ରତିଯୋଗିତା ଅଂଶଗ୍ରହଣ କରିଥିବା ସମସ୍ତ ପ୍ରତିଯୋଗୀ ଓ ଅଫିସିଆଲ ମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ

April 30, 2026
ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

ବାରଖମାରେ ନୂତନ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ନେଇ ପଞ୍ଚାୟତ ବାସୀଙ୍କ ବିରୋଧ

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

ପୁରୀ ଆନ୍ତର୍ଜାତୀୟ ବିମାନ ବନ୍ଦର କୁ ବିରୋଧ : ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର

April 30, 2026
ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା ୧୮ କୁଇଣ୍ଟାଲ ଭାଙ୍ଗ ସହ ପିକଅପ୍ ଜବତ, ଜଣେ ଗିରଫ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version