0୧ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> ବର୍ଷା ଦିନରେ ବିଭିନ୍ନ ସ୍ଥାନରେ ବର୍ଷା ଜଳ ନିଷ୍କାସନ ହୋଇନପାରି ସହରରେ କୃତ୍ରିମ ବନ୍ୟା ସୃଷ୍ଟି ହେବା ସହ ଧନ ଜୀବନ ନଷ୍ଟ ହେବାର ନଜିର ଥିବାବେଳେ ଏହାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନଏସି) ତରଫରୁ ବର୍ଷାଜଳ କିପରି ସହଜରେ ନିଷ୍କାସନ ହୋଇପାରିବ ସେ ନେଇ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି ।















