• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ରେନ୍‌ବିଜ୍ ସଲ୍ୟୁସନ୍ସ ଲିମିଟେଡ୍‌ର ଇନିସିଆଲ୍ ପବ୍ଲିକ୍ ଅଫର ୨୦୨୪ ଅଗଷ୍ଟ ୬, ମଙ୍ଗଳବାର ଖୋଲିବ

Proprietor Abhimanyu Maharana by Proprietor Abhimanyu Maharana
August 2, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ବ୍ରେନ୍‌ବିଜ୍ ସଲ୍ୟୁସନ୍ସ ଲିମିଟେଡ୍‌ର ଇନିସିଆଲ୍ ପବ୍ଲିକ୍ ଅଫର ୨୦୨୪ ଅଗଷ୍ଟ ୬, ମଙ୍ଗଳବାର ଖୋଲିବ
Share on FacebookShare on TwitterWhatsapp

0୧ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ବ୍ରେନ୍‌ବିଜ୍ ସଲ୍ୟୁସନ୍ସ ଲିମିଟେଡ୍‌ର ଇନିସିଆଲ୍ ପବ୍ଲିକ୍‌ ଅଫର ୨୦୨୪ ଅଗଷ୍ଟ ୬ ତାରିଖ, ମଙ୍ଗଳବାର ଦିନ ଖୋଲିବ ଏବଂ ଅଗଷ୍ଟ ୮, ଗୁରୁବାର ଦିନ ବନ୍ଦ ହେବ । ଆଙ୍କର ନିବେଶକମାନେ ଅଗଷ୍ଟ ୫,ସୋମବାର ଦିନ ବିଡ୍ ଦାଖଲ କରିପାରିବେ । ଏହି ଅଫରରେ ଇକ୍ୱିଟି ସେୟାର ପିଛା ମୂଲ୍ୟ ୪୪୦ ଟଙ୍କାରୁ ୪୬୫ ଟଙ୍କା ଭିତରେ ରହିବ । ନିବେଶକମାନେ ସର୍ବନିମ୍ନ ୩୨ଟି ସେୟାର ପାଇଁ ବିଡ୍ ଦାଖଲ କରିପାରିବେ ଏବଂ ସେଥିରେ ୩୨ଟି ଲେଖାଏଁ ସେୟାର ଯୋଡ଼ିପାରିବେ ।

ଏହି ଅଫରରେ ୧,୬୬୬ କୋଟି ଟଙ୍କାର ନୂଆ ଇକ୍ୟୁଟି ସେୟାର ଜାରି କରାଯିବ ଏବଂ ଅଫର ଫର୍ ସେଲ୍‌ରେ ୫୪,୩୫୯,୭୩୩ ଇକ୍ୱିଟି ସେୟାର ବିକ୍ରି କରାଯିବ । ଦୁଇ କର୍ପୋରେଟ୍ ଅଂଶଧନକାରୀ ୪୬,୮୧୪,୪୫୮ ଇକ୍ୱିଟି ସେୟାର ଏବଂ ଦୁଇ ବ୍ୟକ୍ତିବିଶେଷ ଅଂଶଧନକାରୀ ୭,୫୪୫,୨୭୫ ଇକ୍ୱିଟି ସେୟାର ବିକ୍ରି କରିବେ । ଯୋଗ୍ୟ କର୍ମଚାରୀମାନଙ୍କ ପାଇଁ ୩ କୋଟି ଟଙ୍କାର ଇକ୍ୱିଟି ସେୟାର ସଂରକ୍ଷିତ ରହିବ । ସେହି ଇକ୍ୱିଟି ସେୟାରକୁ ବାଦ ଦେବା ପରେ ଅବଶିଷ୍ଟ ଇସ୍ୟୁକୁ ନେଟ୍ ଅଫର କୁହାଯିବ ।

ଡ୍ରାଫ୍‌ଟ ରେଡ୍ ହେରିଂ ପ୍ରୋସ୍‌ପେକ୍ଟସ୍‌ରେ ପ୍ରସ୍ତାବିତ ଇକ୍ୱିଟି ସେୟାରଗୁଡ଼ିକୁ ବିଏସ୍‌ଇ ଲିମିଟେଡ୍ ଓ ନ୍ୟାସନାଲ୍ ଷ୍ଟକ୍‌ ଏକ୍ସଚେଂଜ୍‌ରେ ତାଲିକାଭୁକ୍ତ କରାଯିବ । ସେଥିପାଇଁ କମ୍ପାନି ୨୦୨୪ ମେ’ ୧୬ରେ ନୀତିଗତ ମଂଜୁରି ହାସଲ କରିସାରିଛି । ଏହି ଅଫରର ବୁକ୍ ରନିଂ ଲିଡ୍ ମ୍ୟାନେଜର ହେଉଛନ୍ତି କୋଟାକ୍ ମହିନ୍ଦ୍ରା କ୍ୟାପିଟାଲ୍ କମ୍ପାନି ଲିମିଟେଡ୍‌, ମୋର୍ଗାନ ଷ୍ଟାନ୍‌ଲି ଇଣ୍ଡିଆ କମ୍ପାନି ଲିମିଟେଡ୍‌, ବିଓଏଫ୍‌ଏ ସିକ୍ୟୁରିଟିଜ୍ ଇଣ୍ଡିଆ ଲିମିଟେଡ୍‌, ଜେଏମ୍‌ ଫାଇନାନ୍ସିଆଲ୍ ଲିମିଟେଡ୍ ଓ ଆଭେଣ୍ଡସ୍ କ୍ୟାପିଟାଲ ପ୍ରାଇଭେଟ୍‌ ଲିମିଟେଡ୍ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ

ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ

October 14, 2026
ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା

ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା

October 14, 2026
ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

ଦିଲ୍ଲୀରେ ପିତୃ ମହୋତ୍ସବ ଆୟୋଜନ

October 14, 2026
ଲବାରସିଂରେ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ ଅନୁଷ୍ଠିତ : ପ୍ରତିଭା ଦେଖାଇଲେ ଛାତ୍ରଛାତ୍ରୀ, କୃତୀ ପ୍ରତିଯୋଗୀ ପୁରସ୍କୃତ

ଲବାରସିଂରେ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’ ଅନୁଷ୍ଠିତ : ପ୍ରତିଭା ଦେଖାଇଲେ ଛାତ୍ରଛାତ୍ରୀ, କୃତୀ ପ୍ରତିଯୋଗୀ ପୁରସ୍କୃତ

October 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ

ଛତିଶା ନିଯୋଗ ବୈଠକରେ କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଚୁଡାନ୍ତ

October 14, 2026
ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା

ସତ୍ୟବାଦୀ ବ୍ଲକ ଅଧକ୍ଷ ଙ୍କ କାର୍ଯ୍ୟାଳୟ ଭଙ୍ଗାରୁଜା, ବିଜେଡି ର ଧାରଣା

October 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version