• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୟୂରଭଞ୍ଜ ଜିଲ୍ଲାରେ ରାଜ୍ୟସ୍ତରୀୟ ବୃହତ ତାଳତେଲ ବୃକ୍ଷରୋପଣ ଅଭିଯାନ ଶୁଭାରମ୍ଭ

Proprietor Abhimanyu Maharana by Proprietor Abhimanyu Maharana
August 4, 2024
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ମୟୂରଭଞ୍ଜ ଜିଲ୍ଲାରେ ରାଜ୍ୟସ୍ତରୀୟ ବୃହତ ତାଳତେଲ ବୃକ୍ଷରୋପଣ ଅଭିଯାନ ଶୁଭାରମ୍ଭ
Share on FacebookShare on TwitterWhatsapp

ଗୋଟିଏ ତାଳତେଲ ବୃକ୍ଷରୁ ବର୍ଷକରେ ୨୦୦୦ ଟଙ୍କାର ତେଲ ପାଇ ପାରିବେ ଏବଂ ସ୍ୱାବଲମ୍ବୀ ହୋଇପାରିବେ : ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ

୦୩ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାରିପଦା/ବେତନଟୀ  :->  ମୟୂରଭଞ୍ଜ ଜିଲ୍ଲାର ବାରିପଦା ସବଡିଭିଜନ ଅନ୍ତର୍ଗତ ବେତନଟୀ ବ୍ଲକ ଅଧୀନରେ ଥିବା ଧନପୁର ଗ୍ରାମରେ କୃଷି ଓ କୃଷ୍କକ ସଶକ୍ତିକରଣ ବିଭାଗ ତରଫରୁ ରାଜ୍ୟସ୍ତରୀୟ ବୃହତ ତାଳତେଲ (Oil Palm) ବୃକ୍ଷରୋପଣ ଅଭିଯାନ ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ, ଶ୍ରୀଯୁକ୍ତ କନକ ବର୍ଦ୍ଧନ ସିଂହଦେଓଙ୍କ ଦ୍ୱାରା ଶନିବାର ଦିନ ଶୁଭାରମ୍ଭ ହୋଇଯାଇଛି । ଏହି ଅଭିଯାନ ଅନ୍ତର୍ଗତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଓଡିଶାର ମାନ୍ୟବର ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ସିଂଦେଓ ଯୋଗ ଦେଇ ଏହି ରାଜ୍ୟସ୍ତରୀୟ ଅଭିଯାନକୁ ଉଦଘାଟନ କରିଥିବା ବେଳେ, ଅନ୍ୟ ମାନଙ୍କ ମଧ୍ୟରେ ମାନ୍ୟବର ସାଂସଦ ଲୋକସଭା, ବାଲେଶ୍ଵର, ଶ୍ରୀ ପ୍ରତାପ ଚନ୍ଦ୍ର ଷଡଙ୍ଗୀ, ମାନ୍ୟବର ସାଂସଦ ଲୋକସଭା,

ମୟୂରଭଞ୍ଜ, ଶ୍ରୀଯୁକ୍ତ ନବଚରଣ ମାଝୀ, ମାନ୍ୟବର ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ, ଡ. କୃଷ୍ଣଚନ୍ଦ୍ର ମହାପାତ୍ର, ମାନ୍ୟବର ବିଧାୟକ, ବଡ଼ସାହି, ଶ୍ରୀଯୁକ୍ତ ସନାତନ ବିଜୁଳି, ମାନ୍ୟବର ବିଧାୟକ, ବାରିପଦା, ଶ୍ରୀଯୁକ୍ତ ପ୍ରକାଶ ସୋରେନ, ମାନ୍ୟବର ବିଧାୟିକା, ବ।ଙ୍ଗିରିପୋଷି କୁମାରୀ ସଞ୍ଜଳୀ ମୁର୍ମୁ,ମାନ୍ୟବର ବିଧାୟକ, ସାରସକଣ। , ଶ୍ରୀଯୁକ୍ତ ଭାଦବ ହଂ।ସଦା, ମାନ୍ୟବର ବିଧାୟକ, ରାଇରଙ୍ଗପୁର, ଶ୍ରୀଯୁକ୍ତ ଜଲେନ ନାୟକ, ମାନ୍ୟବର ବିଧାୟକ, ଉଦଳା, ଶ୍ରୀଯୁକ୍ତ ଭାଷ୍କର ଚନ୍ଦ୍ର ମଢେଇ, ମାନ୍ୟବର ବିଧାୟକ, କରଞ୍ଜିଆ ଶ୍ରୀଯୁକ୍ତ ପଦ୍ମଚରଣ ହାଇବୁରୁ, ମାନ୍ୟବର ଅଧ୍ୟକ୍ଷ୍ୟା, ଜିଲ୍ଲା ପରିଷଦ, ମୟୂରଭଞ୍ଜ, ଶ୍ରୀମତୀ ଭାରତୀ ହଂ।ସଦ।, କୃଷି ଓ ଖାଦ୍ୟ ଉତ୍ପାଦନ ବିଭାଗ, ଓଡିଶା ସରକାର, ନିର୍ଦ୍ଦେଶକ ତଥା ଉଦ୍ୟାନ କୃଷି ନିର୍ଦ୍ଦେଶକ, ଶ୍ରୀଯୁକ୍ତ ପ୍ରେମ ଚନ୍ଦ୍ର ଚୌଧୁରୀ, ଭ।.ପ୍ର.ସେ. , ଜିଲ୍ଲାପାଳ, ମୟୂରଭଞ୍ଜ ଶ୍ରୀଯୁକ୍ତ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ,

ଭ।.ପ୍ର.ସେ. ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଉକ୍ତ ଉଦଘାଟନୀ ଉତ୍ସବରେ ଅତିଥିମାନେ ତାଳତେଲର ଉତ୍କର୍ଷତା ଏବଂ ଏହି ଫସଲ ଚାଷ ଫଳରେ ଚାଷୀ ମ।ନେ କିପରି ଅ।ତ୍ମନିର୍ଭରଶୀଳ, ସ୍ଵାବଲମ୍ବୀ ଏବଂ ରୋଜଗାରକ୍ଷମ ହେବେ ତାହା ବିଷୟରେ ଅଭିଭାଷଣ ରଥିଥିଲେ । ନିଜ ବକ୍ତବ୍ୟରେ, ମୁଖ୍ୟ ଅତିଥି ତଥା ମାନ୍ୟବର ଉପ ମୁଖ୍ୟ ମନ୍ତ୍ରୀ ଶ୍ରୀ ସିଂଦେଓ, ତାଳ ତେଲର ଚାହିଦା, ରପ୍ତାନୀରେ ଓଡିଶାର ଲାଭ, ଓ ଏହାର ବ୍ୟବହାରରେ ଲୋକଙ୍କର ଲାଭ ବିଷୟରେ କହିଥିଲେ ସୂଚନା ଥାଉକି, ଆମ ରାଜ୍ୟର ୨୦ଟି ଜିଲ୍ଲାରେ ୧୧ଗୋଟି ତାଳତେଲ କମ୍ପାନି ର ସହଯୋଗ ରେ ଏହି ଫସଲ ର କାର୍ଯ୍ୟକ୍ରମ ଚାଲୁ ରହିଛି । ଏଥିରେ ୧୧ ଗୋଟି ତାଳତେଲ କମ୍ପାନୀ ତାଙ୍କର ପ୍ରଦର୍ଶନୀସାମଗ୍ରୀ ପ୍ରଦର୍ଶନ କରିଥିଲେ ।

ଏହି ଫସଲ ର ପ୍ରଚାର ଓ ପ୍ରସାର ନିମନ୍ତେ କୃଷକ ମାନଙ୍କୁ ଜାତୀୟ ଖାଇବା ତେଲ ମିଶନ ଯୋଜନାରେ କେନ୍ଦ୍ର ସରକାର ଙ୍କ ତରଫରୁ ପ୍ରତ୍ସାହନ ପ୍ରଦାନ କରାଯାଉଅଛି। ଏହି ରାଜ୍ୟସ୍ତରୀୟ ବୃହତ ତାଳତେଲ (Oil Palm) ବୃକ୍ଷରୋପଣ ଅଭିଯାନ ଉତ୍ସବ କାର୍ଯ୍ୟକ୍ରମରେ – ଅତିରିକ୍ତ ଉଦ୍ୟାନ କୃଷି ନିର୍ଦେଶକ, ଭୁବନେଶ୍ବର, ସୁକାନ୍ତ କୁମାର ସୁବୁଦ୍ଧି, ଉପ ଉଦ୍ୟାନ କୃଷି ନିର୍ଦେଶକ, ଭୁବନେଶ୍ବର, ଶ୍ରୀ ସୁବ୍ରତ କୁମାର ଚାନ୍ଦ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଶ୍ରୀ ସିଦ୍ଧାର୍ଥ ବେହୁରା, ଉଦ୍ୟାନ କୃଷି ନିର୍ଦେଶକ, ମୟୂରଭଞ୍ଜ ଶ୍ରୀ ଟଙ୍କଧର କାଲୋ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ଏହାର ପରିଚାଳନା କରିଥିଲେ ଏବଂ ସର୍ବୋପରି, ମୟୂରଭଞ୍ଜ ଜିଲ୍ଲାର ସମସ୍ତ ବ୍ଲ ରୁ ଅନ୍ୟୁନ ୩୦୦୦ ଚାଷୀ ଭାଇ ଓ ଭଉଣୀ ମାନେ ଯୋଗ ଦାନ କରି ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମକୁ ସଫଳ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

April 28, 2026
ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

ଜାତିଗତ ଜନ ଗଣନାର ୧୨ ନମ୍ବର କଲମରେ ପଚାରା ଯାଉଥିବା ପ୍ରଶ୍ନରେ ଓବିସି ସାମିଲ କରିବା ଦାବି ନେଇ ରାଜଧାନୀ ରେ ବିକ୍ଷୋଭ ଓ ଧାରଣା

April 28, 2026
ଗୋମାତା ସମ୍ମାନ ପାଇଁ ଗୋପରୁ ଆରମ୍ଭ ହେଲା ଜାତୀୟ ସ୍ୱର  

ଗୋମାତା ସମ୍ମାନ ପାଇଁ ଗୋପରୁ ଆରମ୍ଭ ହେଲା ଜାତୀୟ ସ୍ୱର  

April 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି

April 28, 2026
ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

ବିରୋଧୀ ଦଳମାନଙ୍କର ମହିଳା ବିରୋଧୀ ମାନସିକତା ବିରୁଦ୍ଧରେ ନୟାଗଡ଼ରେ ବିଜେପିର ସାମ୍ବାଦିକ ସମ୍ମିଳନୀ

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version