• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରସନ୍ନ ଙ୍କ ହେଲା ଚକ୍ଷୁ ଅସ୍ତ୍ରୋପଚାର

Proprietor Abhimanyu Maharana by Proprietor Abhimanyu Maharana
August 5, 2024
in ଓଡ଼ିଶା, ସମ୍ବଲପୁର, ହୋମ୍
0
ପ୍ରସନ୍ନ ଙ୍କ ହେଲା ଚକ୍ଷୁ ଅସ୍ତ୍ରୋପଚାର
Share on FacebookShare on TwitterWhatsapp

୦୪ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ସମ୍ବଲପୁର  :->  ବରିଷ୍ଠ ବିଜେଡି ନେତା, ପୂର୍ବତନ ମନ୍ତ୍ରୀ ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟ ଙ୍କ ଚକ୍ଷୁ ଅସ୍ତ୍ରୋପଚାର ହୋଇଛି I ଗତ ସପ୍ତାହ ରେ ଦିଲ୍ଲୀ ସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମସ୍) ହସ୍ପିଟାଲ ର ଚକ୍ଷୁ ବିଭାଗର ଡାକ୍ତର ଙ୍କ ପରାମର୍ଶ କ୍ରମେ ରାଜଧାନୀ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲ ରେ ଶନିବାର ପ୍ରସନ୍ନ ଙ୍କ ବାମ ଆଖିର ସଫଳ ଅସ୍ତ୍ରୋପଚାର କରାଯାଇଥିବା ସୂଚନା ମିଳିଛି I

ନିର୍ବାଚନ ପୂର୍ବରୁ ଗତ ମାର୍ଚ୍ଚ ମାସ ୧୪ ତାରିଖ ବିଳମ୍ବିତ ରାତିରେ ଭୁବନେଶ୍ୱର ରୁ ବରଗଡ ଫେରୁଥିବା ସମୟରେ ରେଢ଼ାଖୋଲ ନିକଟରେ ଆକସ୍ମିକ ଦୁର୍ଘଟଣାରେ ଗୁରୁତର ଆହତ ହୋଇଥିଲେ ପ୍ରସନ୍ନ ଆଚାର୍ଯ୍ୟ I ଏହି ଦୁର୍ଘଟଣା ରେ ପ୍ରସନ୍ନଙ୍କୁ ପ୍ରଥମେ ସମ୍ବଲପୁର ଏବଂ ପରେ ଏୟାର ଆମ୍ବୁଲାନ୍ସ ଯୋଗେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା I ଦୀର୍ଘ ୧୭ ଦିନ ର ଚିକିତ୍ସା ପରେ ସେ ଘରକୁ ଫେରିଥିଲେ I

ଏହି ଦୁର୍ଘଟଣା ସମୟରେ ତାଙ୍କ ଆଖିରେ ଗଭୀର ଆଘାତ ଲାଗିଥିଲା ଏବଂ ସେ ସମୟରେ ମଧ୍ୟ ଜରୁରୀକାଳୀନ ଅସ୍ତ୍ରୋପଚାର କରାଯାଇଥିଲା I ଏହି ଅସ୍ତ୍ରୋପଚାର ସଫଳ ହୋଇଛି ଏବଂ ପ୍ରସନ୍ନ ଆଚାର୍ଯ୍ୟ ସୁସ୍ଥ ଅଛନ୍ତି ବୋଲି ବରିଷ୍ଠ ବିଜେଡି ନେତା ହୀରାଲାଲ ବେହେରା ପ୍ରକାଶ କରିଛନ୍ତି I ଭୁବନେଶ୍ୱର ଏଲ. ବି. ପ୍ରସାଦ ଚକ୍ଷୁ ବିଭାଗ ବିଭାଗୀୟ ମୁଖ୍ୟ ଡ଼ଃ ସମୀର ମହାପାତ୍ର ଏବଂ ତାଙ୍କ ଡାକ୍ତରୀ ଟିମ୍ ଶ୍ରୀ ଆଚାର୍ଯ୍ୟ ଙ୍କ ସଫଳ ଅସ୍ତ୍ରୋପଚାର କରିଥିବା ଜଣାଯାଇଛି I

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ

ବେଆଇନ ମଦ ବିକ୍ରୟ କରୁଥିବା ଅଭିଯୁକ୍ତଙ୍କ ଘର ଉଚ୍ଛେଦ କଲା ପୁରୀ ପୋଲିସ

March 8, 2026
ମହିଳା ଦିବସ ଉପଲକ୍ଷେ ଯୋଗ ଶିବିର ଅନୁଷ୍ଠିତ

ମହିଳା ଦିବସ ଉପଲକ୍ଷେ ଯୋଗ ଶିବିର ଅନୁଷ୍ଠିତ

March 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

ଗାଡିଶାଗଦା ରେ ୮୫ କେଜି ଗନ ପାଉଡର ଜବତ : ଅଭିଯୁକ୍ତ ଫେରାର

March 8, 2026
ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

ପୁରୀ ଜିଲ୍ଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ

March 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version