• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଲ୍ଲବୀ ନାଟ୍ୟକଳା ପରିଷଦର ନାଟକ ତୁ ମୋ ଆଖିର ତାରା ର ଵହିପୂଜା ଉତ୍ସବ

Proprietor Abhimanyu Maharana by Proprietor Abhimanyu Maharana
August 5, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ପଲ୍ଲବୀ ନାଟ୍ୟକଳା ପରିଷଦର ନାଟକ ତୁ ମୋ ଆଖିର ତାରା ର ଵହିପୂଜା ଉତ୍ସବ
Share on FacebookShare on TwitterWhatsapp

୦୫ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଚିଲିକା :-> ଚିଲିକା ବ୍ଲକ ଅନ୍ତର୍ଗତ ଘିଅଖଳା ମଠପୁର ସ୍ଥିତ ପଲ୍ଲବୀ ନାଟ୍ୟ କଳା ପରିଷଦ ର ନାଟକ ତୁ ମୋ ଆଖିର ତାରା ସ୍ଥାନୀୟ ଶ୍ରୀ ଶ୍ରୀ କଳିଯୁଗେଶ୍ଵର ଙ୍କ ମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ ହୋଇଯାଇଛି। ଏହି ଉପଲକ୍ଷେ ଆୟୋଜିତ ସାରସ୍ଵତ ସମାବେଶରେ ମୁଖ୍ୟ ଅତିଥି ଭାବେ ୟୂକ ବ୍ୟାଙ୍କ, ବାଲୁଗାଁ ର ପ୍ରାକ୍ତନ ଶାଖା ପ୍ରବନ୍ଧକ ତଥା ସୁସାହିତ୍ୟିକ ରବୀନ୍ଦ୍ର ନାଥ ପ୍ରଧାନ, ମୁଖ୍ୟ ବକ୍ତା ଭାବେ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ର ଉପାଧ୍ୟକ୍ଷ ଭଗବାନ ପ୍ରଧାନ ଏବଂ ସମ୍ମାନିତ ଅତିଥି ଭାବେ ସଙ୍ଗୀତ ନିର୍ଦ୍ଦେଶକ ଗୈ।ରାଙ୍ଗ ଚରଣ ମୁଦୁଲି ,

ନାଟ୍ୟକାର ଭିକାରୀ ଚରଣ ପ୍ରଧାନ,ନାଟ୍ୟ ନିର୍ଦ୍ଦେଶକ ପ୍ରମୋଦ କୁମାର ସ୍ଵାଇଁ,ନାଟ୍ୟକର୍ମୀ ରଞ୍ଜୁଵାଳା ଚମ୍ପତିରାୟ, ପ୍ରମୁଖ ଯୋଗଦେଇ ଆଗାମୀ ଆନ୍ତର୍ଜାତୀୟ ବହୁଭାଷୀ ନାଟକ ପ୍ରତିଯୋଗିତା ପାଇଁ ଅଶୋକ କୁମାର ପ୍ରଧାନ ଙ୍କ ରଚିତ ନାଟକ ତୁ ମୋ ଆଖିର ତାରା ର ପାଣ୍ଡୁଲିପି ପୂଜା ରେ ଯୋଗଦେବା ସହ ନାଟକର ସଫଳତା କାମନା କରିଥିଲେ ଏହି ଅବସରରେ ୨୬ତମ ବିଶ୍ଵ ନାଟ୍ୟ ମେଳା ରେ ଭାଗ ନେଇ ପୁରସ୍କୃତ ହୋଇଥିବା ଫେରାଇ ଦିଅ ମୋ ପିଲାଦିନ ର‌ ଶିଶୁ କଳାକାର ପ୍ରୀତି ବରାଳ, ଅର୍ଚ୍ଚିତା ପରିଡ଼ା,

ବର୍ଷା ପ୍ରଧାନ, ବର୍ଷା ପ୍ରିୟଦର୍ଶିନୀ ବରାଳ,ପ୍ରାଚୀ ଭୂୟାଁ,ମାମାଲୀ ପ୍ରଧାନ,ପ୍ରିୟାଲୀ ବେହେରା, ଶ୍ରଦ୍ଧାଞ୍ଜଳି ବେହେରା, ଅନ୍ନପୂର୍ଣ୍ଣା ପ୍ରଧାନ, ଅନନ୍ୟା ସାହୁ, ମନୀଷା ବରାଳ, କଣ୍ଢେଇ ଦାସ ଓ ଗୁଞ୍ଜନ ପ୍ରଧାନ ଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଶ୍ରେଷ୍ଠ ଅଭିନୟ ପାଇଁ ପ୍ରୀତି ବରାଳ ଙ୍କୁ ଏବଂ ଶ୍ରେଷ୍ଠ ନିର୍ଦ୍ଦେଶକ ପାଇଁ ଅଶୋକ କୁମାର ପ୍ରଧାନ ଙ୍କୁ ଟ୍ରଫି ଓ ଆଓ୍ଵାଡ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା। ସାମଗ୍ରିକ ଭାବେ ଉକ୍ତ କାର୍ଯ୍ୟକ୍ରମକୁ ବସୁଦେବ ପ୍ରଧାନ, ଜିତେନ୍ଦ୍ର କୁମାର ସାହୁ, ସୁଶାନ୍ତ କୁମାର ସାହୁ,ପ୍ରୃଥ୍ଵୀଧର ପ୍ରଧାନ, ପ୍ରଶାନ୍ତ ଯୁଝାର ସିଂହ ଓ ଜ୍ୟୋ।ତ୍ସାମୟୀ ବେହେରା ପ୍ରମୁଖ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

July 2, 2026
କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

July 2, 2026
ପ୍ରେମିକାକୁ ନପାଇ ଝିଅ ଉପରେ ଆକ୍ରମଣ : ଛୁରି ଦେଖାଇ ଅପହରଣ ଉଦ୍ୟମ, ଜଣେ ଗିରଫ

ପ୍ରେମିକାକୁ ନପାଇ ଝିଅ ଉପରେ ଆକ୍ରମଣ : ଛୁରି ଦେଖାଇ ଅପହରଣ ଉଦ୍ୟମ, ଜଣେ ଗିରଫ

July 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

July 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version