• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଗତବର୍ଷ ତୁଳନାରେ ଚଳିତବର୍ଷ ୨୦ ପ୍ରତିଶତ ଅଧିକ ଡାଲି ଓ ତୈଳବୀଜ ସଂଗ୍ରହ କରାଯାଇଛି : ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

Proprietor Abhimanyu Maharana by Proprietor Abhimanyu Maharana
August 10, 2020
in Uncategorized, ଓଡ଼ିଶା, ବାଣିଜ୍ୟ, ହୋମ୍
0
ଗତବର୍ଷ ତୁଳନାରେ ଚଳିତବର୍ଷ ୨୦ ପ୍ରତିଶତ ଅଧିକ ଡାଲି ଓ ତୈଳବୀଜ ସଂଗ୍ରହ କରାଯାଇଛି  : ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୧୦ ଅଗଷ୍ଟ ସୋମବାର ) ଭୁବନେଶ୍ୱର :- କୋଭିଡ୍‌-୧୯ ସ୍ଥିତିରେ ରାଜ୍ୟର ଚାଷୀମାନଙ୍କ ଠାରୁ ମୂଲ୍ୟ ସହାୟକ ଯୋଜନାରେ ଡାଲି ଓ ତୈଳବୀଜ ସଂଗ୍ରହ କରିବାକୁ ରାଜ୍ୟ ସରକାର ପ୍ରାଥମିକତା ପ୍ରଦାନ କରିଥିବାବେଳେ ଚଳିତ ବର୍ଷ ପ୍ରାୟ ଦଶକୋଟି ଟଙ୍କାରୁ ଊର୍ଦ୍ଧ ମୂଲ୍ୟର ଡାଲି ଓ ତୈଳବୀଜ ଗତବର୍ଷ ତୁଳନାରେ ଅଧିକ ସଂଗ୍ରହ କରାଯାଇଛି । ସାରା ରାଜ୍ୟରେ କୋଭିଡ୍‌-୧୯ ସ୍ଥିତିରେ ଉ ପୁଜୁଥିବା ଆହ୍ୱାନକୁ ମୁକାବିଲା କରିବା ସହିତ ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଓ ସାମାଜିକ ଦୂରତ୍ୱ ବଜାୟ ରଖି ଏବଂ ସଂ ପୃକ୍ତ ଅଧିକାରୀଙ୍କ ସହିତ ସ୍ଥିତିର ନିୟମିତ ସମୀକ୍ଷା କରି ଗତବର୍ଷ ତୁଳନାରେ ଅଧିକ ଡାଲି ଓ ତୈଳବୀଜ ସଂଗ୍ରହ କରାଯାଇପାରିଛି ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ପ୍ରକାଶ କରିଛନ୍ତି । ଗତବର୍ଷ ମୋଟ ୫୦ କୋଟି ୮୩ ଲକ୍ଷ ୮୪ ହଜାର ୯୦୦ ଟଙ୍କା ମୂଲ୍ୟର ଡାଲି ଓ ତୈଳବୀଜ ଚାଷୀ ମାନଙ୍କ ଠାରୁ ମୂଲ୍ୟ ସହାୟକ ଯୋଜନାରେ ସଂଗ୍ରହ କରାଯାଇଥିବା ବେଳେ ଚଳିତ ବର୍ଷ ୬୦ କୋଟି ୨୩ ଲକ୍ଷ ୯୨ ହଜାର ୩୪୬ ଟଙ୍କା ମୂଲ୍ୟର ସଂଗ୍ରହ କରାଯାଇଛି । ଏଥି ମଧ୍ୟରେ ୬୯୯୫.୩୮୨ ମେଟ୍ରିକ୍‌ ଟନ୍‌ ମୁଗ, ୨୦୧୧.୩୩୫ ମେଟ୍ରିକ୍‌ ଟନ୍‌ ଚିନାବାଦାମ ଏବଂ ୧୨୧.୦୭୯ ମେଟ୍ରିକ୍‌ ଟନ୍‌ ସୂର୍ଯ୍ୟମୁଖୀ ମଂଜି ଅନ୍ତର୍ଭୁକ୍ତ ।

ଗତବର୍ଷ ସମୁଦାୟ ୭୫୯୩.୨୮୦ ମେଟ୍ରିକ ଟନ୍‌ ଡାଲି ଓ ତୈଳବୀଜ ସଂଗ୍ରହ କରାଯାଇଥିବା ବେଳେ ୨୦୧୯-୨୦ ରବି ଋତୁରେ ୯୧୨୭.୭୯୬ ମେଟ୍ରିକ୍‌ ଟନ ସଂଗ୍ରହ କରାଯାଇଛି । ଗତବର୍ଷ ତୁଳନାରେ ଚଳିତ ବର୍ଷ ୨୦ ପ୍ରତିଶତ ଅଧିକ ଡାଲି ଓ ତୈଳବୀଜ ସଂଗ୍ରହ କରାଯାଇଛି । ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସମବାୟ ବିଭାଗ ପକ୍ଷରୁ ମାର୍କଫେଡ୍‌ ଦ୍ୱାରା ରାଜ୍ୟର ଗତବର୍ଷ ୮ଟି ଜିଲ୍ଲା ତୁଳନାରେ ଚଳିତ ବର୍ଷ ୧୩ଟି ଜିଲ୍ଲାରୁ ବିଭିନ୍ନ ପ୍ୟାକସ୍‌ ଜରିଆରେ ସର୍ବନିମ୍ନ ସହାୟକ ମୂଲ୍ୟରେ ଚାଷୀ ମାନଙ୍କ ଠାରୁ ମୁଗ, ଚିନାବାଦାମ ଓ ସୂର୍ଯ୍ୟମୁଖୀ ମଂଜି ସଂଗ୍ରହ କରାଯାଇଛି । ଏଥି ମଧ୍ୟରେ ଯାଜପୁର ଜିଲ୍ଲାରୁ ମୋଟ ୨୫ କୋଟି ୨୪ ଲକ୍ଷ ୪୯ ହଜାର ୯୨୫ ଟଙ୍କା ମୂଲ୍ୟର ଡାଲି ଓ ତୈଳବୀଜ ସଂଗ୍ରହ କରାଯାଇଥିବା ବେଳେ ମାଲକାନଗିରି ଜିଲ୍ଲାରୁ ୯ କୋଟି ୮୬ ଲକ୍ଷ ୭୩ ହଜାର ୪୪୦ ଟଙ୍କା ମୂଲ୍ୟର, ଜଗତସିଂହ ପୁର ଜିଲ୍ଲାରୁ ୮ କୋଟି ୯୮ ଲକ୍ଷ ୪୭ ହଜାର ୩୧୫ ଟଙ୍କାର ଏବଂ ପୁରୀ ଜିଲ୍ଲାରୁ ୬ କୋଟି ୬୬ ଲକ୍ଷ ୩୭ ହଜାର ୧୫୮ ଟଙ୍କା ମୂଲ୍ୟର ଡାଲି ଓ ତୈଳବୀଜ ସଂଗ୍ରହ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

June 28, 2026
State Bank of India Approves Metro Kinaaraa

ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ମେଟ୍ରୋ କିନ୍ନାରାକୁ ଅନୁମୋଦନ କଲା

June 28, 2026
State Bank of India Approves Metro Kinaaraa

State Bank of India Approves Metro Kinaaraa

June 28, 2026
କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

କେବେ ସୁଧୁରିବ ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା : ବିଜେଡି

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

ମହାନଦୀ ଜଳ ବିବାଦ ପ୍ରସଙ୍ଗ : ଛତିଶଗଡ ନିକଟରେ ମୁଣ୍ଡ ବିକିଦେଲା ଓଡିଶା ବିଜେପି ସରକାର – ବିଜେଡି

June 28, 2026
State Bank of India Approves Metro Kinaaraa

ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ ମେଟ୍ରୋ କିନ୍ନାରାକୁ ଅନୁମୋଦନ କଲା

June 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version