• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଦ୍ୟାଳୟସ୍ତରୀୟ ବାର୍ଷିକ ଜ୍ଞାନ – ବିଜ୍ଞାନ ମେଳା 

Proprietor Abhimanyu Maharana by Proprietor Abhimanyu Maharana
August 6, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବିଦ୍ୟାଳୟସ୍ତରୀୟ ବାର୍ଷିକ ଜ୍ଞାନ – ବିଜ୍ଞାନ ମେଳା 
Share on FacebookShare on TwitterWhatsapp

୦୬ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ରଣପୁର  :->  ରଣପୁର ଶିକ୍ଷା ବ୍ଲକ ଅନ୍ତର୍ଗତ ରାଜସୁନାଖଳାଗ୍ରାମସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ସୋମବାର ଦିନ ଓଡିଶା ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଓ ରାଜସୁନାଖଳା ବିଦ୍ୟାଳୟସ୍ତରୀୟ ବାର୍ଷିକ ଜ୍ଞାନ, ବିଜ୍ଞାନ ମେଳା ପ୍ରଧାନ ଆଚାର୍ଯ୍ୟ ବିଚିତ୍ର କୁମାର ରଥ ଆବାହକତ୍ୱରେ ଅନୁଷ୍ଠିତ ହୋଇଯାଇଅଛି  l ଏହି ବାର୍ଷିକ ଜ୍ଞାନ,ବିଜ୍ଞାନ ମେଳା ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା l

ଏହି ଉଦ୍ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ପ୍ରଶିକ୍ଷଣ ଅନୁଷ୍ଠାନର ଅଧକ୍ଷ ବିଜୟ କୁମାର ତ୍ରିପାଠୀ ଯୋଗଦେଇ ଏହାକୁ ଶୁଭ ଉଦଘାଟନ କରି ଶିଶୁ ବୈଜ୍ଞାନିକମାନଙ୍କୁ ଉତ୍ସାହିତ କରିଥିଲେ । ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ବିଚିତ୍ର କୁମାର ରଥ ଅତିଥି ପରିଚୟ କରିବା ସହ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ବନ୍ଧରେ ଆଲୋଚନା କରିଥିଲେ । ମଧ୍ୟହ୍ନ ୨ଟା ସମୟରେ ବିଦ୍ୟାଳୟର ସଂପାଦକ ଗୌରଚରଣ ସାମନ୍ତସିଂହାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ବିଶିଷ୍ଟ ଶିକ୍ଷାବିତ ତଥା ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବିଜୟ କୁମାର ମିଶ୍ର ଯୋଗଦାନ କରି ଶିଶୁମାନଙ୍କର ବୈଜ୍ଞାନିକ ଚିନ୍ତାଧାରାର ଭୂୟସୀ ପ୍ରଶଂସା କରିଥିଲେ ।

ବିଦ୍ୟାଳୟର କୋଷାଧ୍ୟକ୍ଷ ମାନସ କୁମାର ସାହୁ ଶିଶୁମାନଙ୍କର ବିଭିନ୍ନ ପ୍ରକାରର ପ୍ରକଳ୍ପ ଦେଖି କୁନି ବୈଜ୍ଞାନିକ ମାନଙ୍କୁ ଉଚ୍ଚ ପ୍ରଶଂସା କରିଥିଲେ l ଏହି ବାର୍ଷିକ ଜ୍ଞାନ ବିଜ୍ଞାନ ମେଳାରେ ମୋଟ ୬୮ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଗଣିତ,ବିଜ୍ଞାନ,ସଂସ୍କୃତିବୋଧ ପରିଯୋଜନା ପ୍ରଶ୍ନମଞ୍ଚ,ଗଣିତ ପ୍ରକଳ୍ପ ଓ ପ୍ରୟୋଗ ଆଦି ବିଷୟରେ ମୋଟ ୨୧୫ ଜଣ ଶିଶୁ ଅଂଶ ଗ୍ରହଣ କରିଥିଲେ ଓ ବିଭିନ୍ନ ପ୍ରତିଯୋଗିତାରେ ସଫଳ ହୋଇ ୪୨ଜଣ କୃତି ଛାତ୍ରଛାତ୍ରୀ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳାରେ ଅଂଶ ଗ୍ରହଣ କରିବାକୁ ଚୟନିତ ହୋଇଥିଲେ । କୃତିତ୍ୱ ହାସଲ କରିଥିବା ପ୍ରତିଯୋଗୀମାନଙ୍କୁ ଏହି ଉତ୍ସବରେ ଟ୍ରଫି ସହିତ ପୁରସ୍କୃତ କରାଯାଇଥିଲା ।

ସହ ପ୍ରଧାନାଚାର୍ଯ୍ୟ ଶ୍ରୀଯୁକ୍ତ ବୈକୁଣ୍ଠ କର, ବରିଷ୍ଠ ଆଚାର୍ଯ୍ୟ ଶ୍ରୀଯୁକ୍ତ ନିରଞ୍ଜନ ଦାଶ ଓ ବିଜ୍ଞାନ ପ୍ରମୁଖ ପ୍ରଶାନ୍ତ ଚିନରା ଉକ୍ତ କାର୍ଯ୍ୟକ୍ରମର ପରିଚାଳନା କରିଥିଲେ । ସମସ୍ତ ଆଚାର୍ଯ୍ୟ ଓ ଆଚାର୍ଯ୍ୟା,ପରିଚାଳନା ସମିତି,ମାତୃଭାରତୀ ଓ ବିଦ୍ବତ ପରିଷଦର ସଦସ୍ୟ,ସଦସ୍ୟାମାନଙ୍କ ସହଯୋଗରେ କାର୍ଯ୍ୟଟି ସଫଳ ରୂପାୟନ ହୋଇ ଥିବାରୁ ପ୍ରଧାନାଚାର୍ଯ୍ୟ ଶ୍ରୀଯୁକ୍ତ ରଥ ସମସ୍ତଙ୍କ ଉଚ୍ଚ ପ୍ରଶଂସା କରିଥିଲେ l ପରିଶଶେଷରେ ସହ ପ୍ରଧାନାଚାର୍ଯ୍ୟ ଶ୍ରୀଯୁକ୍ତ ବୈକୁଣ୍ଠ କର ସମସ୍ତଙ୍କର ନିରୋଗ ଜୀବନ କାମନା କରି ଧନ୍ୟବାଦ ଅର୍ପଣ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

ଘୁଷୁରାମୁଣ୍ଡା ଅଙ୍ଗନବାଡି ବିବାଦର ଅନ୍ତ : ମାତୃମଣ୍ଡଳୀଙ୍କୁ ରୋଷେଇ ଦାୟିତ୍ୱ, ଖୋଲିଲା ତାଲା

July 2, 2026
କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

କଣ୍ଟାବାଞ୍ଜି ଉତ୍କଳ ବାଳାଶ୍ରମରେ 4 ଦିନିଆ ସ୍ୱଚ୍ଛତା ଅଭିଯାନ ସମ୍ପନ୍ନ : ଶିଶୁଙ୍କୁ ସ୍ୱାସ୍ଥ୍ୟ-ସଚେତନତାର ପାଠ

July 2, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

୩୪ ବର୍ଷର ଶିକ୍ଷା ସେବାରେ ପୂର୍ଣଚ୍ଛେଦ : ଅଧ୍ୟକ୍ଷ ପ୍ରମୋଦ ରଥଙ୍କ ଭାବବିହ୍ୱଳ ବିଦାୟ

July 2, 2026
ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

ଶିକ୍ଷା ଦୀପ ଜାଳି ଅବସର : ତୁରେକେଲାରେ ଗୁରୁଜନଙ୍କୁ ସ୍ନେହ-ସମ୍ମାନରେ ବିଦାୟ

July 2, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version