• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏକ ସପ୍ତାହରୁ ଉର୍ଦ୍ଧ ଦିନହେଲା ଜିଓ ନେଟ୍‌ୱର୍କ ସେବା ବାଧାପ୍ରାପ୍ତ

Proprietor Abhimanyu Maharana by Proprietor Abhimanyu Maharana
August 6, 2024
in ଓଡ଼ିଶା, କନ୍ଧମାଳ, ହୋମ୍
0
ଏକ ସପ୍ତାହରୁ ଉର୍ଦ୍ଧ ଦିନହେଲା ଜିଓ ନେଟ୍‌ୱର୍କ ସେବା ବାଧାପ୍ରାପ୍ତ
Share on FacebookShare on TwitterWhatsapp

୦୬ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବାଲିଗୁଡା :-> କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ କାଟିଙ୍ଗିଆ ପଞ୍ଚାୟତର ମିଞ୍ଜାପଙ୍କାରେ ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ ହୋଇ ପଡ଼ିରହିଛି । ଦୀର୍ଘ ଦିନ ଧରି ନେଟୱାର୍କ ଠିକ୍ ଭାବରେ କାମକରୁ ନ ଥିବାରୁ ଗ୍ରାହକଙ୍କୁ ବହୁ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ୁଛି । ବାରମ୍ବାର ଅଭିଯୋଗ ହେବାପରେ ମଧ୍ୟ କମ୍ପାନୀ କର୍ତ୍ତୃପକ୍ଷ ଏଥିପ୍ରତି ଧ୍ୟାନ ଦେଉନଥିବାରୁ ଅଞ୍ଚଳର ଜିଓ ଗ୍ରାହକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ଅଞ୍ଚଳରେ ସଂଖ୍ୟାଧିକ ଗ୍ରାହକ ରହିଥ‌ିବା ବେଳେ ନେଟୱର୍କ କାମ କରୁନଥିବାରୁ ବିଭିନ୍ନ ଜରୁରୀ କାଳୀନ ସେବା ବାଧାପ୍ରାପ୍ତ ହୋଇଛି ।

ସ୍କୁଲ କଲେଜରେ ପାଠ ପଢୁଥିବା ଛାତ୍ରଛାତ୍ରୀଙ୍କଠାରୁ ଆରମ୍ଭ କରି ବ୍ୟାଙ୍କ ସେବା, ବିଭିନ୍ନ ପ୍ରକାର ଅନଲାଇନ ସେବା ସମ୍ପୂର୍ଣ୍ଣ ପ୍ରଭାବିତ ହୋଇଛି । ମାସକୁ ମାସ ଜିଓ ଗ୍ରାହକ ଶତାଧିକ ଟଙ୍କାର ରିଚାର୍ଜ କରୁଥିବା ବେଳେ କର୍ତ୍ତୃପକ୍ଷଙ୍କ ଅବହେଳା ପାଇଁ ଜିଓ ନେଟୱାର୍କ ଆସୁ ନଥିବା ଅଭିଯୋଗ ହୋଇଛି । ଜିଓ କମ୍ପାନୀ ସେବା ଯୋଗାଇବାରେ ବିଫଳ ହୋଇଥିବା ବେଳେ ତୁରନ୍ତ ଏହାର ସମାଧାନ ନ କଲେ ଆଗାମୀ ଦିନରେ ଜିଓ ନେଟୱାର୍କ ବିରୋଧରେ ବଡ଼ଧରଣର ଆନ୍ଦୋଳନ କରାଯିବ ବୋଲି ଗ୍ରାମବାସୀ ମତ ଦେଇଛନ୍ତି ।

ସେହିଭଳି ସାମାନ୍ୟ ବର୍ଷା ଝଡ଼ ହେଉ କିମ୍ବା ବିଦ୍ୟୁତ କାଟ୍‌ ହେଲେ ନେଟୱାର୍କ ଘଣ୍ଟା ଘଣ୍ଟା ଧରି ବନ୍ଦ ହୋଇ ଯାଉଥିବା ମଧ୍ୟ ଅଭିଯୋଗ ହେଉଛି । ଅନ୍ୟପଟେ ଟାୱାର ଦାୟିତ୍ବରେ ଥିବା କର୍ମଚାରୀଙ୍କ ଖାମଖିଆଲ ମନୋଭାବରୁ ଏଭଳି ସମସ୍ୟା ସୃଷ୍ଟି ହେଉଥ‌ିବା କୁହାଯାଇଛି । କମ୍ପାନୀ କର୍ତ୍ତୃପକ୍ଷ ତୁରନ୍ତ ପଦକ୍ଷେପ ଗ୍ରହଣ କରିବାକୁ ମିଞ୍ଜାପଙ୍କା ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରୋଗୀ କଲ୍ୟାଣ ସମିତି : ନୟାଗଡ ବ୍ଲକ ବଡପଣ୍ଡୁସର ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ପରିସରରେ ରୋଗୀ କଲ୍ୟାଣ ସମିତି ବୈଠକ

ରୋଗୀ କଲ୍ୟାଣ ସମିତି : ନୟାଗଡ ବ୍ଲକ ବଡପଣ୍ଡୁସର ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ପରିସରରେ ରୋଗୀ କଲ୍ୟାଣ ସମିତି ବୈଠକ

March 14, 2026
ଜଙ୍ଗଲ ନିଆଁ ନିୟନ୍ତ୍ରଣ ଓ ବନ୍ୟଜନ୍ତୁ ସୁରକ୍ଷା ନେଇ ସଚେତନତା ଶିବିର

ଜଙ୍ଗଲ ନିଆଁ ନିୟନ୍ତ୍ରଣ ଓ ବନ୍ୟଜନ୍ତୁ ସୁରକ୍ଷା ନେଇ ସଚେତନତା ଶିବିର

March 14, 2026
Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

Ekaa – The One : National Art Exhibition Celebrating the 64 Yoginis Arrives in Bhubaneswar

March 13, 2026
ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

ସ୍ଥାୟୀ ବିକାଶ ପାଇଁ ଦୃଢ଼ ଶିଳ୍ପ-ସରକାର ସହଭାଗୀତା ଗୁରୁତ୍ୱପୂର୍ଣ୍ଣ : ଶିଳ୍ପ ମନ୍ତ୍ରୀ

March 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରୋଗୀ କଲ୍ୟାଣ ସମିତି : ନୟାଗଡ ବ୍ଲକ ବଡପଣ୍ଡୁସର ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ପରିସରରେ ରୋଗୀ କଲ୍ୟାଣ ସମିତି ବୈଠକ

ରୋଗୀ କଲ୍ୟାଣ ସମିତି : ନୟାଗଡ ବ୍ଲକ ବଡପଣ୍ଡୁସର ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ର ପରିସରରେ ରୋଗୀ କଲ୍ୟାଣ ସମିତି ବୈଠକ

March 14, 2026
ଜଙ୍ଗଲ ନିଆଁ ନିୟନ୍ତ୍ରଣ ଓ ବନ୍ୟଜନ୍ତୁ ସୁରକ୍ଷା ନେଇ ସଚେତନତା ଶିବିର

ଜଙ୍ଗଲ ନିଆଁ ନିୟନ୍ତ୍ରଣ ଓ ବନ୍ୟଜନ୍ତୁ ସୁରକ୍ଷା ନେଇ ସଚେତନତା ଶିବିର

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version