• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବର୍ଣ୍ଣବୋଧ ପୁନଃ ପ୍ରଚଳନ ପାଇଁ ମୂଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅନୁରୋଧ କଲେ ବେତନଟୀ ଶିକ୍ଷକ

Proprietor Abhimanyu Maharana by Proprietor Abhimanyu Maharana
August 7, 2024
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ବର୍ଣ୍ଣବୋଧ ପୁନଃ ପ୍ରଚଳନ ପାଇଁ ମୂଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅନୁରୋଧ କଲେ ବେତନଟୀ ଶିକ୍ଷକ
Share on FacebookShare on TwitterWhatsapp

୦୬ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବେତନଟୀ  :->  ବର୍ଣ୍ଣବୋଧକୁ ପାଠ୍ୟକ୍ରମରେ ସାମିଲ କରାଯିବାର ଆବଶ୍ୟକତାକୁ ଅନୁଭବ କରି ମୟୂରଭଞ୍ଜ ଜିଲ୍ଲା ବେତନଟୀ ବ୍ଲକ ପୁରୁଣିଆ ପଞ୍ଚାୟତର ଶିକ୍ଷକ ଗୋବିନ୍ଦ ଚନ୍ଦ୍ର ମହାନ୍ତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରି ଲିଖିତ ପ୍ରସ୍ତାବ ଦେଇଥିବା ଜଣାଯାଇଛି। ନିର୍ଭୁଲ ଓଡିଆ ଲିଖନ ଓ ପଠନ ପାଇଁ ଭକ୍ତକବି ମଧୁସୂଦନ ରାଓଙ୍କ ସଂକଳିତ ଓଡିଆ ବର୍ଣ୍ଣବୋଧର ଭୂମିକା ସର୍ବାଧିକ। ପିଲାର ପାଠ ପଢା ବୟସ ହେଲେ ପ୍ରଥମେ ଖୋଜା ପଡେ ବର୍ଣ୍ଣବୋଧ। ତେବେ ଆଧୁନିକତାର ପ୍ରଭାବ ସତ୍ବେ ବର୍ଣ୍ଣବୋଧ ଆଜିର ଦିନରେ ମଧ୍ୟ ଏତେ ଲୋକପ୍ରିୟ ଯେ ସବୁ ବହି ଦୋକାନରେ ସହଜରେ ଏହା ମିଳିଯାଇଥାଏ। ଗରିବ ଧନୀ ସବୁ ବର୍ଗର ପିଲା ଏହାର ପାଠକ।

ହେଲେ ଦୁର୍ଭାଗ୍ୟବଶତଃ ବିଦ୍ୟାଳୟ ପାଠ୍ୟକ୍ରମରେ ଏହାର ସ୍ଥାନ ନାହିଁ। ପ୍ରାଥମିକ ଶ୍ରେଣୀରେ ଶିକ୍ଷାଦାନ କରୁଥିବା ସମସ୍ତ ଶିକ୍ଷକ ଶ୍ରେଣୀ ପ୍ରକୋଷ୍ଠରେ ବର୍ଣ୍ଣବୋଧର ଅଭାବ ଅନୁଭବ କରିଥାନ୍ତି। ତେଣୁ ଏଥି ସହିତ ଶିକ୍ଷାଦାନ ସମୟରେ ଶିକ୍ଷକମାନେ ସାମ୍ନା କରୁଥିବା ବିଭିନ୍ନ ଅସୁବିଧାକୁ ସେ ମୁଖ୍ୟମନ୍ତ୍ରୀଙ୍କୁ ୨୮ଟି ପ୍ରସ୍ତାବ ସମ୍ବଳିତ ଏକ ପତ୍ର ମାଧ୍ୟମରେ ଅବଗତ କରିଛନ୍ତି। ପ୍ରସ୍ତାବ ଗୁଡିକ ମଧ୍ୟରୁ ପାଳନୀୟ ଉତ୍ସବକୁ ଛୁଟି ତାଲିକାରୁ ବାଦ ଦେବା, ପ୍ରାଥମିକ ବିଦ୍ୟାଳୟକୁ ହାଇସ୍କୁଲରୁ ଅଲଗା କରିବା, ଶିକ୍ଷା ବର୍ଷ ପୂର୍ବରୁ ଶିକ୍ଷକ ବଦଳି ଶେଷ କରିବା, ଶିକ୍ଷାବର୍ଷ ମଝିରେ ଶିକ୍ଷକ ତାଲିମ ନକରିବା, ପିଲାଙ୍କ ଭଳି ପାଚିକାମାନଙ୍କ ମିଲ ମଧ୍ୟାହ୍ନ ଭୋଜନରେ ସାମିଲ କରିବା, ବେସରକାରୀ ବିଦ୍ଯାଳୟ ଭଳି ପ୍ରାଥମିକ ବିଦ୍ୟାଳୟକୁ ସକାଳୁଆ କରିବା,

ବନ୍ଦ ଥିବା ବିଦ୍ୟାଳୟକୁ ଖୋଲିବା, ବିଦ୍ୟାଳୟ ପରିଚାଳନା କମିଟିର ସଦସ୍ୟଙ୍କୁ ବୈଠକ ଭତ୍ତା ଦେବା, ମାଗଣା ବହି ସହ ଖାତା, କଲମ ମଧ୍ଯ ସାମିଲ କରିବା, ମଧ୍ୟାହ୍ନ ଭୋଜନ ଯୋଜନା ତୃତୀୟ ପକ୍ଷକୁ ହସ୍ତାନ୍ତର କରିବା, ଶିକ୍ଷକ ନିଯୁକ୍ତିକୁ ଜିଲ୍ଲାସ୍ତରୀୟ କରିବା, ସିଆରସିସି ପଦ ସ୍ଥାୟୀ କରିବା , ୬ବର୍ଷ ଚାକିରୀ ପରେ ସ୍ଥାୟୀ ନିଯୁକ୍ତି ପ୍ରକ୍ରିୟା ଓ ପଦୋନ୍ନତି ପ୍ରକ୍ରିୟାକୁ ସ୍ବୟଂଚାଳିତ କରିବା ଓ ଜାଲ ସାର୍ଟିଫିକେଟଧାରୀଙ୍କୁ ନିଯୁକ୍ତି ପ୍ରକ୍ରିୟାରୁ ସମ୍ପୁର୍ଣ୍ଣ ଦୂରେଇ ରଖିବା ଭଳି ପ୍ରସ୍ତାବ ଗୁଡିକ ଥିବା ଜଣାଯାଇଛି। ସରକାର ଓଡିଆ ଅସ୍ମିତାର କଥା କହୁଥିବାରୁ ଓଡିଆ ବର୍ଣ୍ଣବୋଧ ପ୍ରଚଳନ କରିବାରେ ନିଶ୍ଚୟ ଆଗ୍ରହ ଦେଖାଇବେ ବୋଲି ଶିକ୍ଷକ ଶ୍ରୀ ମହାନ୍ତ ଆଶା ପ୍ରକାଶ କରିଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧା ଜିଲ୍ଲା ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

ଖୋର୍ଦ୍ଧା ଜିଲ୍ଲା ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

April 28, 2026
କିଡନୀ ପୀଡ଼ିତ ରୋଗୀଙ୍କୁ ସହାୟତାର ହାତ ବଢ଼ାଇଲେ ଖୋର୍ଦ୍ଧା ଜିଲ୍ଲା ବିଜେପି ଉପସଭାପତି ଓ ସାମ୍ବାଦିକ

କିଡନୀ ପୀଡ଼ିତ ରୋଗୀଙ୍କୁ ସହାୟତାର ହାତ ବଢ଼ାଇଲେ ଖୋର୍ଦ୍ଧା ଜିଲ୍ଲା ବିଜେପି ଉପସଭାପତି ଓ ସାମ୍ବାଦିକ

April 28, 2026
ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 28, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧା ଜିଲ୍ଲା ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

ଖୋର୍ଦ୍ଧା ଜିଲ୍ଲା ବିଜେପି ପକ୍ଷରୁ ବିଶାଳ ଜନ ଆକ୍ରୋଶ ମହିଳା ସମାବେଶ

April 28, 2026
କିଡନୀ ପୀଡ଼ିତ ରୋଗୀଙ୍କୁ ସହାୟତାର ହାତ ବଢ଼ାଇଲେ ଖୋର୍ଦ୍ଧା ଜିଲ୍ଲା ବିଜେପି ଉପସଭାପତି ଓ ସାମ୍ବାଦିକ

କିଡନୀ ପୀଡ଼ିତ ରୋଗୀଙ୍କୁ ସହାୟତାର ହାତ ବଢ଼ାଇଲେ ଖୋର୍ଦ୍ଧା ଜିଲ୍ଲା ବିଜେପି ଉପସଭାପତି ଓ ସାମ୍ବାଦିକ

April 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version