• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ODISHA VIGILANCE LAUNCHES DA SEARCHES AT 8 LOCATIONS OF SRI PRADEEP KUMAR SAHU, BDO, ATHAGARH, CUTTACK

Proprietor Abhimanyu Maharana by Proprietor Abhimanyu Maharana
August 7, 2024
in ଅପରାଧ, ଓଡ଼ିଶା, ଖୋର୍ଦ୍ଧା, ନୟାଗଡ଼ ନିଉଜ୍, ହୋମ୍
0
ODISHA VIGILANCE LAUNCHES DA SEARCHES AT 8 LOCATIONS OF SRI PRADEEP KUMAR SAHU, BDO, ATHAGARH, CUTTACK
Share on FacebookShare on TwitterWhatsapp


7th August, 2024 (Odisha Tazanews)  Cuttack :-> the allegation of possession of assets disproportionate to his income by Sri Pradeep Kumar Sahu, Block Development officer(BDO), Athagarh, Dist-Cuttack, simultaneous house searches are being conducted by Odisha Vigilance led by 6 DSPs, 6 Inspectors, 10 ASIs, and other supporting staff on the strength of search warrants issued by Hon’ble Special Judge, Vigilance, Bhubaneswar at the 8 following places in Bhubaneswar, Khordha, Nayagarh, and Athagarh (Cuttack). 

1) Residential house of Sri Sahu at Flat No. 6, 2nd floor, Shree Enclave, Gautam Nagar, Bhubaneswar.

2) Single storeyed building over plot no 444/1439 at Bhaliabadi near old PS, Khordha.

3) Triple storeyed building at Rajsunakhala Sahi, Rajsunakhala, Dist-Nayagarh.

4) Single storeyed building at Rajsunakhala, Dist-Nayagarh.

5) Paternal house of Sri Sahu located at Rajsunakhala,Dist- Nayagarh.

6) House of his relative located at Pichukuli, Dist-Khordha.

7) Official residence of Sri Sahu at Athagarh.

8) Office chamber of Sri Sahu at Block premises of Athagarh.

Searches continuing. Further report follows.

FURTHER UPDATES: 2 BUILDINGS, 1 FLAT IN BHUBANESWAR, 3 PLOTS, CASH RS.6 LAKHS,GOLD APPROX 300 GMS,1 FOUR WHEELER, ETC UNEARTHED SO FAR DURING SEARCHES ON PROPERTIES LINKED TO SRI PRADEEP KUMAR SAHU, (OAS), BDO, ATHAGARH, CUTTACK.

During house searches so far, the following assets have been unearthed in the name of Sri Sahu and his family members;

1) 1 building at Bhalibadi near Old PS, Khrodha.

2) Another building at Raj Sunakhala, Nayagarh.

3) 1 Flat vide No.6 2nd Floor, Shree Enclave, Goutam Nagar, Bhubaneswar.

4) 3 plots in Khordha and Raj Sunakhala, Nayagarh. Details as under;

i) A piece of land vide plot No.440/1439 of area 0.54 dcml., mauza Bhaliabadi, Khordha.

ii) A piece of land vide plot No.2183, Khata No.460, mauza Raj Sunakhala, Nayagarh.

iii) A piece of land vide plot No.1869/3224, Khata No.1095/430, mauza Raj Sunakhala, Nayagarh.

The measurement and valuation/assessment of the above buildings/flat/Plots are being carried out by Vigilance Technical Wing.

5) Cash Rs.6 Lakhs.

6) Gold jewellery weighing approx 300 gms, Silver ornaments approx 500 gms

7) Bank, Postal, Insurance & other deposits are under verification.

8) 1 four wheeler (Ciaz), 4 two wheelers.

Searches continuing. Further report follows.

ଭିଜିଲାନ୍ସ ଜାଲରେ ଆଠଗଡ ବିଡିଓ ପ୍ରଦୀପ ସାହୁ : ଏକକାଳୀନ ୮ଟି ସ୍ଥାନରେ ଚାଲିଛି ରେଡ୍

ଭୁବନେଶ୍ୱର :-> ଭିଜିଲାନ୍ସ ଜାଲରେ ଆଠଗଡ ବିଡିଓ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠଗଡ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ରେଡ । ପ୍ରଦୀପଙ୍କ ପୈତୃକ ଘର ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ଼ ଓ ଆଠଗଡ଼ ସମେତ ଏକକାଳୀନ ୮ଟି ସ୍ଥାନରେ ରେଡ୍ କରିଛି ଭିଜିଲାନ୍ସ ଟିମ୍ ।

ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ ପକ୍ଷରୁ ଭୁବନେଶ୍ୱର ଗୌତମନଗରସ୍ଥିତ ଶ୍ରୀ ଏନକ୍ଲେଭ୍ ଆପାର୍ଟମେଣ୍ଟ ଦ୍ୱିତୀୟ ମହଲାରେ ଥିବା ଘର, ଖୋର୍ଦ୍ଧା ଭଲିଆବାଡ଼ିରେ ଥିବା ବିଲ୍ଡିଂ, ରାଜସୁନାଖଳାରେ ଥିବା ୩ ମହଲା କୋଠା,ରାଜ ସୁନାଖଳାରେ ଥିବା ପୈତୃକ ଘର, ଖୋର୍ଦ୍ଧା ପିଚୁକୁଳିରେ ଥିବା ସମ୍ପର୍କୀୟଙ୍କ ଘର, ଆଠଗଡ଼ରେ ଥିବା ଅଫିସ ଓ କ୍ୱାର୍ଟସରେ ରେଡ୍ କରାଯାଇଛି ।

ଏହି ଚଢ଼ାଉରେ ୬ ଜଣ ଡ଼ିଏସପି, ୬ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସଆଇ ଓ ଅନ୍ୟ ଷ୍ଟାଫ ସାମିଲ ହୋଇଛନ୍ତି। ଏହାସହିତ ବିଭିିନ୍ନ ବ୍ୟାଙ୍କ ଓ ପୋଷ୍ଟ ଅଫିସରେ ତାଙ୍କର ୮୮ ଲକ୍ଷ ଟଙ୍କାର ଫିକ୍ସ ଡିପୋଜିଟ ଥିବା ଜଣାପଡିଛି । ଗୋଟିଏ କାର , ୨ଟି ଜେସିବି ଗୋଟିଏ ଏକ୍ସକାଭେଟର ଓ ଦୁଇଟି ବାଇକ ରହିଛି । ତାଙ୍କର ମୋବାଇଲ ଫୋନ , ଲ୍ୟାପଟପ ଓ ଅନ୍ୟ ଡିଜିଟାଲ ଗାଜେଟ ଜବତ କରି ଖୋଳତାଡ କରୁଛି ଭିଜିଲାନ୍ସ ଟିମ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

ଗରୀବ ଶ୍ରେଣୀର ଝିଅ ହେଲେ ଟପ୍ପର

May 6, 2026
ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

ଗଜପତି ଜିଲା ରେ ଗଂଜେଇ ବିହନ ଶୂନ୍ୟ

May 6, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ

May 6, 2026
ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

ସାମାଜିକ ଗଣମାଧ୍ୟମରେ ଅପମାନଜନକ ଓ ଅଶାଳୀନ ପୋଷ୍ଟ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version