• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜୁ ଜନତା ଦଳ ସମନ୍ୱୟ କମିଟିର ପ୍ରଥମ ବୈଠକ

Proprietor Abhimanyu Maharana by Proprietor Abhimanyu Maharana
August 9, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ବିଜୁ ଜନତା ଦଳ ସମନ୍ୱୟ କମିଟିର ପ୍ରଥମ ବୈଠକ
Share on FacebookShare on TwitterWhatsapp

୦୮ ଅଗଷ୍ଟ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ୱର :-> ବିଜୁ ଜନତା ଦଳ ସମନ୍ୱୟ ଓ କାର୍ଯ୍ୟାନ୍ୱୟନ କମିଟିର ପ୍ରଥମ ବୈଠକ ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି । ପୂର୍ବତନ ମନ୍ତ୍ରୀ ତଥା କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ରଙ୍କ ଅଧ୍‌ଯକ୍ଷତାରେ ବସିଥିବା ଏହି ବୈଠକରେ ସମସ୍ତ ୧୫ ଜଣ ସଦସ୍‌ଯ ଉପସ୍ଥିତ ଥିଲେ । ରାଜ୍ୟର ଅନେକ ପ୍ରସଙ୍ଗ ସହ ବିଜେଡିର ରାଜ୍ୟସ୍ତରୀୟ ସଂଗଠନ ନେଇ ବୈଠକରେ ଆଲୋଚନା ହୋଇଛି । ଦଳର ସଂଗଠନ ଓ କାର୍ଯ୍ୟପନ୍ଥା ନେଇ ପ୍ରସ୍ତୁତ ହୋଇଥିବା ରୂପରେଖର ଅନୁମୋଦନ ପାଇଁ ଦଳୀୟ ସଭାପତିଙ୍କ ପାଖରେ ଖସଡ଼ା ଉପସ୍ଥାପନ କରିବ କମିଟି । ତୃଣମୂଳ ସ୍ତରରେ କେମିତି କାମ କରିବ ବିଜେଡିର ସମନ୍ୱୟ କମିଟି  କଣ ରହିବ ଆଗାମୀ କାର୍ଯ୍ୟପନ୍ଥା  ସରକାରଙ୍କୁ କେମିତି ଦିଆଯିବ ଚେକ  ଏ ସମସ୍ତ ଦିଗକୁ ନେଇ ବିଜେଡିର ନୂଆ ସମନ୍ୱୟ କମିଟିରେ ଟିଖିନିଖି ଆଲୋଚନା ହୋଇଛି । ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ବିଜେଡି ସୁପ୍ରିମୋ ଗଠନ କରିଥିବା କମିଟିର ଆଜି ଥିଲା ପ୍ରଥମ ବୈଠକ ।

ଏଥିରେ ପ୍ରମିଳା ମଲ୍ଲିକ, ନିରଂଜନ ପୂଜାରୀ, ବିକ୍ରମ କେଶରୀ ଆରୁଖ, ପ୍ରତାପ କେଶରୀ ଦେବ, ପ୍ରଦୀପ କୁମାର ଅମାତ, ଡ. ଅରୁଣ ସାହୁ, ଅଶ୍ୱିନୀ କୁମାର ପାତ୍ର, ପ୍ରତାପ ଜେନା, ସାରଦା ପ୍ରସାଦ ନାୟକ, ସୁଦାମ ମାର୍ଣ୍ଡି, ମନୋହର ରନ୍ଧାରୀ, ସ୍ନେହାଙ୍ଗିନୀ ଛୁରିଆ, ମହେଶ ସାହୁ ଓ ଦେବେଶ ଆଚାର୍ଯ୍ୟ ଉପସ୍ଥିତ ରହି ଦଳୀୟ ସଂଗଠନ ଓ ବିଭିନ୍ନ କାର୍ଯ୍ୟପନ୍ଥା ନେଇ ଆଲୋଚନା କରିଛନ୍ତି । ଦୀର୍ଘ ଦିନ ପରେ ଆଜି ବିରୋଧୀ ଦଳରେ ଅଛି ବିଜେଡି । ନବୀନଙ୍କ ବିକାଶ ସଂକଳ୍ପକୁ ଆଗେଇ ନେବାକୁ ବୈଠକରେ ଖସଡା ପ୍ରସ୍ତୁତ କରାଯାଇଛି । ଯାହାର ଅନୁମୋଦନ ପାଇଁ ସଭାପତି ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିବ କମିଟି । ବିରୋଧୀ ଦଳକୁ ଆସିବା ପରେ କେମିତି ଚାଲିବ ବିଜେଡିର ସାଂଗଠନିକ କାର୍ଯ୍ୟକ୍ରମ କେମିତି ଆଗେଇବ ସଂଗଠନ ସେ ସବୁ ବିସ୍ତାର ଭାବେ ସମନ୍ୱୟ ଓ କାର୍ଯ୍ୟାନ୍ୱୟନ କମିଟି ବୈଠକରେ ଆଲୋଚନା ହୋଇଛି । ବିରୋଧୀ ଦଳ ଭାବେ କେଉଁ କେଉଁ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଘେରାଯିବ ସେସବୁର ରୋଡମ୍ୟାପ କରିଛି । କ୍ଷମତାକୁ ଆସୁ ଆସୁ ବିଭିନ୍ନ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ବିଫଳତା ସହ ଉଭୟ କେନ୍ଦ୍ର ଓ ରାଜ୍ୟ ବଜେଟରେ ଓଡ଼ିଶାକୁ ଅଣଦେଖା ନେଇ ଲୋକଙ୍କ ପାଖକୁ କିପରି ଯିବ ଦଳ, ତାର ବ୍ଲୁ-ପ୍ରିଣ୍ଟ ଜାରି କରାଯାଇଛି ।

ସେହିପରି ଅକ୍ଟୋବର ଦୁଇରୁ ପଦଯାତ୍ରା ଓ ଡିସେମ୍ବର ୨୬ରେ ବିଜେଡି ପ୍ରତିଷ୍ଠା ଦିବସ ପାଳନର ଢାଞ୍ଚା ବି ଏହି ବୈଠକରେ ପ୍ରସ୍ତୁତ ହୋଇଛି । ସେହିପରି ଯୁବ, ଛାତ୍ର, ମହିଳା, କୃଷକ ପରି ଅନେକ ଛାମୁଆ ସଂଗଠନ ଗୁଡ଼ିକର ରୂପରେଖ ଓ ଦାୟିତ୍ୱ ନେବାର ମାପଦଣ୍ଡ ବି ସ୍ଥିର କରାଯାଇଛି । ବିଜେଡି କାର୍ଯ୍ୟକ୍ରମରେ ଆଦିବାସୀଙ୍କ ବିକାଶକୁ ଦିଆଯାଉଛି ପ୍ରଧାନ୍ୟ । ଏଥିପାଇଁ ପ୍ରତିବର୍ଷ ଭଳି ଆସନ୍ତାକାଲି ଅଗଷ୍ଟ ୯ ଶଂଖ ଭବନରେ ପାଳିତ ହେବ ଅନ୍ତର୍ଜାତୀୟ ଆଦିବାସୀ ଦିବସ । ଯେଉଁଥିରେ ବହୁ ଆଦିବାସୀ ସଂପ୍ରଦାୟ ନିଜ କଳାର ପ୍ରଦର୍ଶନ କରିବେ । ଏଥିରେ ନବୀନ ପଟ୍ଟନାୟକ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଆଦିବାସୀ ବିକାଶ ପାଇଁ କଣ କରିଥିଲେ ନବୀନ ସରକାର ଓ ବିରୋଧୀରେ ରହି କିପରି ଆଦିବାସୀ ବିକାଶ କରାଯିବ, ସେ ଦିଗରେ ଉଦବୋଧନ ଦେବେ ବିଜେଡି ସୁପ୍ରିମୋ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

ପୁସ୍ତକ “ଶାକ୍ୟମୁନି ଗୌତମ” ଉନ୍ମୋଚିତ

May 4, 2026
ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

ଆଉ ନାହାନ୍ତି ବିଶିଷ୍ଟ ଲେଖିକା ଛାୟାପୂରବି

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Chandi Bhandar Celebrates Savitri with the Exquisite “Sangam” Collection

Chandi Bhandar Celebrates Savitri with the Exquisite “Sangam” Collection

May 4, 2026
କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

କେନ୍ଦ୍ରାପଡ଼ା ଜିଲ୍ଲା ଟପ୍ପର ହେଲେ ଖରିନାସି ଉଚ୍ଚ ବିଦ୍ୟାଳୟର ଦେବଦର୍ଶୀ ମଣ୍ଡଳ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version